Posted inଖେଳ

ଜାତୀୟ ଶିବିରରେ ୨ ଓଡ଼ିଆ

କଟକ ଅଫିସ,୨୯|୧୦- ବାହାରିନ୍‌ଠାରେ ହେବାକୁ ଥିବା ଏଏଫ୍‌ସି ୧୫ ବର୍ଷରୁ କମ୍‌ ଫୁଟ୍‌ବଲ ଚାମ୍ପିୟନଶିପ୍‌-୨୦୨୦ ନିମନ୍ତେ ଜାତୀୟ ଦଳର ପ୍ରସ୍ତୁତି ଓ ଚୟନ ଶିବିର ଗୋଆଠାରେ ଅନୁଷ୍ଠିତ ହେବ। ଏଥିଲାଗି ଅଲ୍‌ ଇଣ୍ଡିଆ ଫୁଟ୍‌ବଲ ଫେଡେରେଶନ୍‌(ଏଆଇଏଫ୍‌ଏଫ୍‌) ଆନୁକୂଲ୍ୟରେ ଆସନ୍ତା ନଭେମ୍ବର ୧୫ରୁ ଏକ ପ୍ରସ୍ତୁତି ଶିବିର ଆୟୋଜନ କରାଯିବ। ଉକ୍ତ ଶିବିରରେ ଦୁଇ ଓଡ଼ିଆ ଖେଳାଳି ସ୍ଥାନ ପାଇଛନ୍ତି। ଏମାନେ ହେଲେ ଭୁବନେଶ୍ୱରର ରଞ୍ଜନ ସୋରେନ୍‌ ଓ ଫୁଲବାଣୀ ସ୍ପୋର୍ଟସ ହଷ୍ଟେଲର ଏ. ଶିବ ପ୍ରସାଦ। ଉଭୟଙ୍କୁ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା(ଫାଓ)ର ସମ୍ପାଦକ(ଇନ୍‌ଚାର୍ଜ) ଅଭିଜିତ ପାଲ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଞ୍ଜାବଠାରୁ ଓଡ଼ିଶା ପରାସ୍ତ

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟର ଅନ୍ତିମ ରାଉଣ୍ଡରେ ଓଡ଼ିଶା ପ୍ରଥମ ପରାଜୟ ସ୍ବାଦ ଚାଖିଛି। କ୍ୟାପିଟାଲ ଫୁଟବଲ ଆରେନାରେ...

୭ ଦିନ ତଳେ ପିତାଙ୍କୁ ହରାଇଥିଲେ, ଏବେ ଛକା ମାରି କୋହଲିଙ୍କ ସମକକ୍ଷ ହେଲେ

ଇନ୍ଦୋର,୨।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ପ୍ରଥମ...

ଅମୀରଙ୍କ ଅବସର ନିଷ୍ପତ୍ତିକୁ ପୂର୍ବତନ କ୍ରିକେଟରଙ୍କ ସମାଲୋଚନା

କରାଚୀ,୨୮।୭(ପି.ଟି.)- ପାକିସ୍ତାନ ତାରକା ଦ୍ରୁତ ବୋଲର ମହମ୍ମଦ ଅମୀର ମାତ୍ର ୨୭ ବର୍ଷ ବୟସରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ତେବେ ଏହା ଅନେକଙ୍କର...

ନୀରଜଙ୍କ ବିଶ୍ୱବିଦ୍ୟାଳୟ ରେକର୍ଡ ଭାଙ୍ଗିଲେ ବିକ୍ରାନ୍ତ

ଭୁବନେଶ୍ୱର, ୨୨।୧୨ (କ୍ରୀଡ଼ା ପ୍ରତିନିଧି): କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଉତ୍ତର ପୂର୍ବାଞ୍ଚଳ ଜୋନ୍‌ ଆନ୍ତଃ ବିଶ୍ୱବିଦ୍ୟାଳୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଆୟୋଜକ ଦଳର ପ୍ରଭାବୀ ପ୍ରଦର୍ଶନ...

ଆଇଏସ୍‌ଏଲ୍‌ ଫାଇନାଲ ଆଜି

ମାର୍ଗାଓ, ୧୮ା୩ (ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଫାଇନାଲ ଶନିବାର ଏଠାରେ ଅନୁଷ୍ଠିତ ହେବ। ଜବାହରଲାଲ ନେହେରୁ ଷ୍ଟାଡିୟମରେ ଏଟିକେ ମୋହନ ବାଗାନ (ଏଟିକେଏମ୍‌ବି)...

ଗର୍ଲଫ୍ରେଣ୍ଡ୍‌ଙ୍କୁ ଅଚାନକ ଦେଖି କାନ୍ଦିବାକୁ ଲାଗିଲେ ଦିଲ୍ଲୀ କ୍ୟାପିଟାଲ୍ସର ଏହି ଖେଳାଳି

ଦୁବାଇ,୧୪।୧୦; ଆଇପିଏଲ ୨୦୨୦ରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳ ଚମତ୍କାର ପ୍ରଦର୍ଶନ କରୁଛି। ପଏଣ୍ଟ ଟେବୁଲ ଶୀର୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ପରେ ଦିଲ୍ଲୀ ଦ୍ୱିତୀୟ ସ୍ଥାନରେ ରହିଛି।...

ଏସିଆନ ଗେମ୍ସ ଉପରେ ଫୋକସ

ବେଙ୍ଗାଲୁରୁ, ୨୩।୫: ୟୁରୋପରେ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଖେଳିବା ପାଇଁ ଭାରତୀୟ ହକି ଦଳ ସୋମବାର ଲଣ୍ଡନ ଯାତ୍ରା କରିଛି। ମେ’ ୨୬ରୁ ଆରମ୍ଭ ହେଉଥିବା...

ଫାଫ୍‌ ଡୁ ପ୍ଲେସିସଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦକୁ ୧୯୩ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୮।୫: ଆଇପିଏଲ ୨୦୨୨ର ୫୪ତମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ଟସ୍‌ ଜିତି ପ୍ରଥମେ...

Advertisement
Archives

Model This Week