ଜାନୁୟାରୀରୁ ୩୧ରୁ ଭୁବନେଶ୍ୱର-ବାରାଣସୀ ସିଧାସଳଖ ବିମାନ ସେବା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଭୁବନେଶ୍ୱରରୁ ବାରାଣସୀକୁ ସିଧାସଳଖ ବିିମାନ ସେବା ଆରମ୍ଭ ହେବ। ଆସନ୍ତା ଜାନୁୟାରୀ ୩୧ରୁ ଏହି ସେବା ଆରମ୍ଭ ହେବ ବୋଲି ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି ରାଓ ସୂଚନା ଦେଇଛନ୍ତି। ୭୦ ସିଟ୍‌ ବିଶିଷ୍ଟ ଆଲିଆନ୍ସ ଏୟାର ବିମାନ ପ୍ରତିଦିନ ଉଡାଣ ଭରିବ। ଦିନ ୧୨.୧୫ରୁ ଭୁବନେଶ୍ୱର ଛାଡି ଦିନ ୨.୦୫ରେ ବାରାଣସୀରେ ପହଞ୍ଚିବ। ସେହିପରି ବିମାନଟି ୨.୩୦ ବାରାଣସୀ ଛାଡି ୪.୨୦ରେ ଭୁବନେଶ୍ୱରରେ ପହଞ୍ଚିବ। ଭୁବନେଶ୍ୱରରୁ-ବାରାଣସୀ ବିମାନ ଭଡା ୩,୪୭୦ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri