ଜାନୁୟାରୀରେ ରିଲିଜ୍‌ ହେବ ମଲାଲାଙ୍କ ବାୟୋପିକ୍‌

ମୁମ୍ବାଇ,୨୯।୧୨: ନୋବେଲ ବିଜେତା ମଲାଲା ୟୁଶୁଫଜାଇଙ୍କ ବାୟୋପିକ୍‌ ‘ଗୁଲ୍‌ ମକାଇ’କୁ ଏବେ ମିଳିଛି ଏହାର ରିଲିଜ୍‌ ଡେଟ୍‌। ଆସନ୍ତା ବର୍ଷ ଜାନୁୟାରୀ ୩୧ରେ ଏହା ରିଲିଜ୍‌ ହେବ। ଏଚ୍‌ଇ ଅମଜାଦ ଖାଁଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ପ୍ରଯୋଜନା ଭାର ସମ୍ଭାଳିଛନ୍ତି ସଞ୍ଜୟ ସିଙ୍ଗଲା। ରିମା ଶେଖଙ୍କୁ ଏଥିରେ ମଲାଲାଙ୍କ ଭୂମିକାରେ ଦେଖିବାକୁ ମିଳିବ। ଅନ୍ୟମାନଙ୍କ ମଧ୍ୟରେ ଦିବ୍ୟା ଦତ୍ତା, ପଙ୍କଜ ତ୍ରିପାଠୀ, ଅତୁଲ କୁଲକର୍ନି ଓ ମୁକେଶ ରିଷିଙ୍କୁ ମୁଖ୍ୟ ଚରିତ୍ରରେ ଦେଖିବାକୁ ମିଳିବ। ଏହି ବାୟୋପିକ୍‌ରେ ଜିଆଉଦ୍ଦିନ ୟୁଶୁଫଜାଇଙ୍କ ପରିବାରର ସାହସିକତାର କାହାଣୀ ବର୍ଣ୍ଣନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ରାଜନାଥଙ୍କ ଚେତାବନୀ…

ନୂଆଦିଲ୍ଲୀ,୧୫।୧୦ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଅନ୍ତର୍ଜାତୀୟ ସାମୁଦ୍ରିକ କ୍ଷେତ୍ରରେ ଚାଇନାର ବୃଦ୍ଧି ପାଉଥିବା ଅନୈତିକ କାର୍ଯ୍ୟ ନେଇ ଏକ ପରୋକ୍ଷ ଚେତାବନୀ...

କଙ୍ଗୋରେ ୨ ଭାରତୀୟ ଯବାନ ନିହତ

ନୂଆଦିଲ୍ଲୀ, ୨୭ା୭: ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋ ସାଧାରଣତନ୍ତ୍ରରେ ଜାତିସଂଘ ବିରୋଧୀ ବିକ୍ଷୋଭ ଉଗ୍ର ହେବାରେ ଲାଗିଛି। ସ୍ଥାନୀୟ ବିଦ୍ରୋହୀଙ୍କ ହିଂସାତ୍ମକ ଆନ୍ଦୋଳନବେଳେ ୧୦ ଜଣଙ୍କ ଜୀବନ...

ଜି-୨୦ ଶିଖର ସମ୍ମିଳନୀ ପାଇଁ ଦିଲ୍ଲୀ ସୁରକ୍ଷା ଛାଉଣୀରେ ପରିଣତ…

ନୂଆଦିଲ୍ଲୀ,୪।୯ : ରାଜଧାନୀ ଦିଲ୍ଲୀରେ ଜି -୨୦ ଶିଖର ସମ୍ମିଳନୀ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ବିମାନ ବନ୍ଦରରୁ ସଭା ସ୍ଥଳ ପର୍ଯ୍ୟନ୍ତ କଡା ସୁରକ୍ଷା...

ଜନଗଣନା ଏବେ ନୁହେଁ

ନୂଆଦିଲ୍ଲୀ,୪।୧: ଦଶବର୍ଷକୁ ଥରେ କରାଯାଉଥିବା ଜନଗଣନା ୨୦୨୦-୨୧ରେ ହେବାର ଥିଲା। ମାତ୍ର କୋଭିଡ୍‌ ମହାମାରୀ ଯୋଗୁ ଏହାକୁ ସ୍ଥଗିତ ରଖାଯାଇଥିଲା। ନିକଟ ଭବିଷ୍ୟତରେ ମଧ୍ୟ ଜନଗଣନା...

୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୨୫।୮: ସେପ୍ଟେମ୍ବର ୨୩ରେ ୪ ରାଜ୍ୟର ବିଧାନସଭା ଉପନିର୍ବାଚନ ହେବ। ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଛତିଶଗଡ଼ର ଦନ୍ତଓ୍ବାଡ଼ା,...

ଭାରତରେ ୮୦ ପ୍ରତିଶତ କରୋନା ସଂକ୍ରମିତଙ୍କ ସ୍ଥିତି ସାମାନ୍ୟ

ନୂଆଦିଲ୍ଲୀ,୧୨।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଦେଶରେ ୮୦ ପ୍ରତିଶତ...

ସଞ୍ଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୪।୬: ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ବିଧାନର ଅନୁଚ୍ଛେଦ ୨୧୭ ଅନ୍ତର୍ଗତ...

ବିବାହ ପରେ ରାଖୀଙ୍କ ନୂଆ ଅବତାର: ହିଜାବ-ବୁର୍ଖା ପିନ୍ଧି ଘରୁ ବାହାରିଲେ…

ବମ୍ବେ: ବିବାହକୁ ନେଇ ଲଗାତାର ଭାବେ ଚର୍ଚ୍ଚାରେ ରହି ଆସୁଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ପ୍ରେମିକ ଆଦିଲ ଖାଁଙ୍କ ହାତ ଧରିବା ପରେ ସେ...

Advertisement
Archives

Model This Week