ଜାନୁୟାରୀ ୮ରେ ଧର୍ମଘଟକୁ ଓହ୍ଲାଇବେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ

ନୂଆଦିଲ୍ଲୀ,୧-୧୦: କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡିକ ଆସନ୍ତା ବର୍ଷ ଜାନୁୟାରୀ ୮ରେ ଦେଶବ୍ୟାପୀ ଧର୍ମଘଟକୁ ଓହ୍ଲାଇବେ ବୋଲି ସୋମବାର ଜଣାପଡିଛି। ଶ୍ରମିକଙ୍କ ବିଭିନ୍ନ ଦାବୀ ପୂରଣ ଲାଗି ସରକାର ବିଫଳ ହୋଇଥିବା ପ୍ରତିବାଦରେ ସଙ୍ଗଠନଗୁଡିକ ଧାରଣା ଦେବେ। ଏଥିରୁ ସାରା ଦେଶରୁ ୧୦ ଶ୍ରମ ସଙ୍ଗଠନ ଯୋଗ ଦେବା ନେଇ ଏକ ମିଳିତ ପ୍ରେସ ବିବୃତ୍ତି ସୂଚନା ଦେଇଛନ୍ତି। ସରକାର ଶ୍ରମିକଙ୍କ ପ୍ରକୃତ ଦାବି ପୂରଣ କରିବାକୁ ସକ୍ଷମ ହୋଇ ନ ଥିବା ବେଳେ ଶ୍ରମକ ଅଧିକାରକୁ ନିରନ୍ତର ଭାବେ କୁଠାରଘାତ କରୁଥିବା ସଙ୍ଗଠନଗୁଡିକ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ କର୍ପୋରେଟଗୁଡିକର ସ୍ବାର୍ଥକୁ ସରକାର ଅଧିକ ଗୁରୁତ୍ୱ ଦେଉଥିବା ସଂଘଗୁଡିକ ପ୍ରକାଶ କରିଛନ୍ତି। ଦାବିରେ କୁହାଯାଇଛି ଯେ, ସରକାର ସଙ୍ଗଠନଗୁଡିକର ଦାବିକୁ କର୍ଣ୍ଣପାତ କରୁନାହାନ୍ତି। ୨୦୧୫ ଜାତୀୟସ୍ତରରେ କୌଣସି ଲେବର କନଫରେନ୍ସ ହୋଇ ନ ଥିବା ବେଳେ ବଜେଟ ପୂର୍ବରୁ ଶ୍ରମିକଙ୍କ ପରାମର୍ଶ ଗ୍ରହଣ କରାଯାଉନାହିଁ। ନିଯୁକ୍ତି ହ୍ରାସ ଏବଂ ଦରବୃଦ୍ଧି ଭଳି ବିଭିନ୍ନ ସମସ୍ୟା ଏବେ ଚିନ୍ତାର କାରଣ ପାଲଟିଛି। ଶ୍ରମିକ ସଙ୍ଗଠନଗୁଡିକ ପକ୍ଷରୁ ୧୨ଟି ପ୍ରମୁଖ ଦାବି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri