ଜାପାନରୁ ଉଠିଲା ଜରୁରୀ ସ୍ଥିତି

ଟୋକିଓ,୨୬ା୫: ଜାପାନରେ ଲାଗୁ ହୋଇଥିବା କରୋନା ଜନିତ ଜରୁରୀ ସ୍ଥିତିକୁ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ସୋମବାର ଉଠାଇ ଦେଇଛନ୍ତି। ପୂର୍ବରୁ କେତେକ ଅଞ୍ଚଳରୁ ଇମର୍ଜେନ୍ସି ଉଠିଥିବାବେଳେ ସୋମବାର ଟୋକିଓ ସମେତ ଅବଶିଷ୍ଟ ୪ଟି ଅଞ୍ଚଳରୁ ଏହାକୁ ହଟାଇଦିଆଯାଇଛି। ଟୋକିଓ, କନଗଓ୍ବା, ଚିବା ଓ ସାଇତାମା ତଥା ହେକିଇଡୋ ଅଞ୍ଚଳରୁ ଇମର୍ଜେନ୍ସି ଉଠାଇବା ପାଇଁ ବିଶେଷଜ୍ଞ କମିଟି ସୁପାରିସ କରିଥିଲା। ଜାପାନରେ ୧୬,୬୦୦ କରୋନା ସଂକ୍ରମିତ ହୋଇଥିବାବେଳେ ୮୫୦ ଲୋକଙ୍କ ମୃତ୍ୟୁ ଘଟିଛି। ଜାପାନ ସରକାର ଦେଶରେ ସଂକ୍ରମଣ ରୋକିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌-୧୯: ଆଡଭାଣୀଙ୍କ ୫ ଲକ୍ଷ ଟଙ୍କା ସହାୟତା

ଓ୍ବାଶିଂଟନ, ୬।୪ (ଏପି): ଭାରତୀୟ ପେସାଦାର ବିଲିୟାଡର୍‌ସ ଖେଳାଳି ପଙ୍କଜ ଆଡଭାନୀ କୋଭିଡ୍‌-୧୯ ମୁକାବିଲା ପାଇଁ ୫ ଲକ୍ଷ ଟଙ୍କା ଦାନ କରିଛନ୍ତି। କରୋନ ଭାଇରସ୍‌...

ଜିଆଇଏସ୍‌ ମ୍ୟାପିଂରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ତଥ୍ୟ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ କୋଭିଡ୍‌ ହସ୍ପିଟାଲ ବାବଦରେ ଜିଆଇଏସ୍‌ (ଜିଓଗ୍ରାଫିକ୍‌ ଇନଫରମେଶନ ସିଷ୍ଟମ) ମ୍ୟାପିଂ କରାଯାଇଛି। ଅକ୍ଷାଂଶ ଓ ଦ୍ରାଘିମାକୁ ଆଧାର...

ଇଣ୍ଡୋନେସିଆ ବନ୍ୟାରେ ୩୦ ମୃତ

ଜାକର୍ତ୍ତା,୩ା୧: ଲଗାଣ ବର୍ଷା ଯୋଗୁ ଇଣ୍ଡୋନେସିଆରେ ଭୟଙ୍କର ବନ୍ୟା ଦେଖାଦେଇଛି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଏପର୍ଯ୍ୟନ୍ତ ୩୦ ଜଣ ପ୍ରାଣ ହରାଇଥିବାବେଳେ ଅନେକ ନିଖୋଜ...

CORONAVIRUS UPDATE: ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୦୭

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦ଜଣ ଗଞ୍ଜାମ ଜିଲାର ରହିଥିବା ବେଳେ କେନ୍ଦ୍ରାପଡ଼ାର ୫, ଭଦ୍ରକର...

ଅଷ୍ଟ୍ରେଲିଆରେ ଟିକ୍‌ଟକ୍‌ ମନା

ସିଡ୍‌ନୀ,୯।୭: ସାଇଥ୍‌ ଚାଇନା ମର୍ଣ୍ଣିଂ ପୋଷ୍ଟରେ ପ୍ରକାଶିତ ଏକ ଖବର ଅନୁଯାୟୀ ଏବେ ଭାରତ ପରେ ଅଷ୍ଟ୍ରେଲିଆରେ ମଧ୍ୟ ଟିକ୍‌ଟକ୍‌କୁ ବ୍ୟାନ କରିବାକୁ ପ୍ରସ୍ତାବ ଦିଆଯାଇଛି।...

‘ପିଲାଙ୍କୁ ସ୍କୁଲ୍‌କୁ ଫେରାଇ ଆଣିବା ଦେଶର ନୈତିକ କର୍ତ୍ତବ୍ୟ’

ଲଣ୍ଡନ, ୧୧।୮(ପି.ଟି.): କରୋନା ଜନିତ ଲକ୍‌ଡାଉନ ପରେ ପିଲାମାନଙ୍କୁ ସ୍କୁଲ୍‌କୁ ଫେରାଇ ଆଣିବା ଦେଶର ନୈତିକ କର୍ତ୍ତବ୍ୟ ବୋଲି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ସୋମବାର...

ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବିକ୍ରି ଉପରେ କଟକଣା

ନୂଆଦିଲ୍ଲୀ,୨୮ା୩(ପି.ଟି.): ମହାମାରୀ କୋଭିଡ୍‌-୧୯ ଜନିତ ଜରୁରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବିକ୍ରି ଓ ବଣ୍ଟନ ଉପରେ କଟକଣା ଜାରି କରିଛି। ଜନସ୍ବାର୍ଥ...

ପୋଲିଓ କବଳରୁ ଏବେବି ମୁକ୍ତ ହୋଇନାହିଁ ପାକିସ୍ତାନ

ଇସ୍‌ଲାମାବାଦ,୨୦।୧୨: ବିଗତ ବର୍ଷ ତୁଳନାରେ ଯଦିଓ ପାକିସ୍ତାନରେ ପୋଲିଓ ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ହୋଇଛି କିନ୍ତୁ ୨୦୧୯ରେ ପାକିସ୍ତାନରେ ପ୍ରାୟ ୧୧୧ ନୂଆ ପୋଲିଓ ଆକ୍ରାନ୍ତଙ୍କୁ...

Coronavirus Update

Archives

Model This Week

Why Dharitri