Posted inଖେଳ

ଜାପାନ ଅନ୍ତର୍ଜାତୀୟ ପାରାବ୍ୟାଡ୍‌ମିଣ୍ଟନ: ପ୍ରମୋଦଙ୍କ ଡବଲ ବିଜୟ

ଭୁବନେଶ୍ୱର, ୧୪।୧୧(କ୍ରୀଡ଼ା ପ୍ରତିନିଧି)- ଜାପାନ ଅନ୍ତର୍ଜାତୀୟ ପାରାବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ବୁଧବାର ଟୋକିଓରେ ଆରମ୍ଭ ହୋଇଛି। ବିଶ୍ୱର ୧୯୨ ପ୍ରତିଯୋଗୀଙ୍କୁ ନେଇ ହେଉଥିବା ଏହି ପ୍ରତିଯୋଗିତାର ପ୍ରଥମ ଦିବସରେ ଓଡ଼ିଶାର ପ୍ରମୋଦ ଭଗତ ସିଙ୍ଗଲ୍ସ ଇଭେଣ୍ଟରେ ଡବଲ ବିଜୟ ହାସଲ କରିଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରମୋଦ ପେରୁର ପେଦ୍ରୋ ବାବିଓ ଡି ଭିନାଟିଆଙ୍କୁ ୨୧-୧୪, ୨୧-୮ ପଏଣ୍ଟରେ ହରାଇ ଦେଇଛନ୍ତି। ସେହିପରି ଦ୍ୱିତୀୟ ରାଉଣ୍ଡରେ ସେ ୟୁକ୍ରେନର ଓଲେକଜାଣ୍ଡର ଚିର୍କୋଭଙ୍କୁ ୨୧-୧୯, ୨୧-୮ ପଏଣ୍ଟରେ ପରାସ୍ତ କରି ଆଗକୁ ବଢ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ବିପକ୍ଷ ସେମିଫାଇନାଲ ମୁକାବିଲା ପୂର୍ବରୁ ଇଂଲଣ୍ଡକୁ ‘ଡବଲ୍‌ ଝଟ୍‌କା’

ଆଡିଲେଡ,୯।୧୧: ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଟି୨୦ ବିଶ୍ୱକପ୍‌ ୨୦୨୨ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବ। ଗୁରୁବାର ଆଡିଲେଡ୍‌ ମଇଦାନରେ ଏହି ମୁକାବିଲା...

୫ କୋଟି ଟଙ୍କାରେ ବିକ୍ରି ହୋଇଥିଲା ଏହି କ୍ରିକେଟର୍‌ଙ୍କ ଟୋପି

ଅଷ୍ଟ୍ରେଲିଆ କ୍ରିକେଟ ମହାନ ଖେଳାଳି ତାଲିକାରେ ସେନ୍‌ ୱାର୍ଣ୍ଣ ଅନ୍ୟତମ। ଅନେକ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପାଇଁ ୱାର୍ଣ୍ଣ ଚମତ୍କାର ପ୍ରଦର୍ଶନ କରିଥିଲେ। ଆଜି ୱାର୍ଣ୍ଣଙ୍କ ଜନ୍ମବାର୍ଷିକୀ।...

ଓ୍ବେଷ୍ଟଇଣ୍ଡିଜକୁ ଜରିମାନା

କଲମ୍ବୋ,୨୩ା୨- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ଓ୍ବେଷ୍ଟଇଣ୍ଡିଜ ଦଳର ଖେଳାଳିଙ୍କୁ ଜରିମାନା କରାଯାଇଛି। କିରନ ପୋଲାର୍ଡଙ୍କ ନେତୃତ୍ୱାଧୀନ ଦଳ...

ଚର୍ଚ୍ଚାରେ ଆଇପିଏଲ୍‌ର ନୂଆ ନିୟମ

ଆଇପିଏଲ୍‌ରେ ଏଥର କେତେକ ନୂଆ ନିୟମକୁ ପରୀକ୍ଷାମୂଳକ ଭାବେ ପ୍ରଚଳନ କରାଯାଇଛି। ଫିଲ୍ଡ ଅମ୍ପାୟର୍‌ଙ୍କ ଦାୟିତ୍ୱ କିଛିମାତ୍ରାରେ କମାଇ ଦିଆଯାଇଥିବା ବେଳେ ଟେକ୍ନୋଲୋଜିର ବ୍ୟାପକ ବ୍ୟବହାର...

ବିଶ୍ୱ ରେକର୍ଡ ହାସଲ କଲେ ଅଶ୍ୱିନ-ଆୟର ଯୋଡି

ଢାକା,୨୫।୧୨: ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆ ବାଂଲାଦେଶକୁ ୨-୦ରେ ପରାସ୍ତ କରିଛି। ଭାରତ ପାଇଁ ଏହି ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ଏବଂ...

ଆଇସିସି ର଼୍ୟାଙ୍କିଙ୍ଗ୍‌: ଦ୍ୱିତୀୟ ସ୍ଥାନକୁ ଉଠିଲେ ଜାସନ ହୋଲ୍‌ଡର

ଦୁବାଇ ୧୫ା୭ (ପି.ଟି.)-ଆଇସିସି ଟେଷ୍ଟ ପ୍ଲେୟର ର଼୍ୟାଙ୍କିଙ୍ଗ୍‌ରେ ଓ୍ବେଷ୍ଟଇଣ୍ଡିଜ ବୋଲର ଜାସନ ହୋଲ୍‌ଡର ତାଙ୍କ କ୍ୟାରିୟର ଶ୍ରେଷ୍ଠ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ସବୁଠାରୁ...

ଦକ୍ଷିଣ ଆଫ୍ରିକାକୁ ୧୯୭ରେ ରୋକି ଦେଲେ

ସେଞ୍ଚୁରିଆନ,୨୮।୧୨: ପ୍ରଥମ ଇନିଂସରେ ୩୨୭ ରନ୍‌ କରିଥିବା ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୧୯୭ ରନ୍‌ରେ ରୋକି ଦେଇଛି। ଫଳରେ ପ୍ରଥମ ଇନିଂସରେ ୧୩୦ ରନ୍‌...

ଭର୍ଷ୍ଟାପେନ୍‌ଙ୍କୁ କ୍ରମାଗତ ଦ୍ୱିତୀୟ ଟାଇଟଲ

ସ୍ପିଲବର୍ଗ, ୨୮ା୬: ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ଷ୍ଟାଇରିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଏଥିସହିତ ସେ ଚାମ୍ପିୟନଶିପ ଷ୍ଟାଣ୍ଡିଂରେ ତାଙ୍କ ଅଗ୍ରଣୀ...

Advertisement
Archives

Model This Week