ଜାମଶୁଳି କଲେଜରେ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଅଚଳାବସ୍ଥା ଜାରି

ବସ୍ତା, ୧୯।୯(ସ୍ବ.ପ୍ର.): ଦ୍ବିତୀୟ ଦିନରେ ମଧ୍ୟ ଜାମଶୁଳି କଲେଜରେ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଅଚଳାବସ୍ଥା ଜାରି ରହିଛି । କଲେଜର ମୁଖ୍ୟ ଫାଟକକୁ ତାଲା ପକାଇ ସମସ୍ତ +୩ ଛାତ୍ରୀଛାତ୍ର ପରିସର ଭିତରେ ନିଆଁ ଜାଳି ବିକ୍ଷୋଭ କରୁଥିବା ଜଣାପଡିଛି। ଫକୀର ମୋହନ ବିଶ୍ବବିଦ୍ୟାଳୟର ଅଧୀନରେ ଥିବା ଅନ୍ୟ କଲେଜରେ ପରୀକ୍ଷା ଫି’ ୧୫୦୦ ରୁ ୨୦୦୦ ମଧ୍ୟରେ ଥିବାବେଳେ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟରେ ୩୦୦୦ ଟଙ୍କା ଧାର୍ଯ୍ୟ ତଥା ଅନ୍ୟ ଦାବି ନେଇ ଛାତ୍ରୀଛାତ୍ର ଧାରଣାରେ ବସଛନ୍ତି। ଛାତ୍ରୀଛାତ୍ରମାନେ କୌଣସି ଗଣମାଧ୍ୟମକୁ ଭିତରକୁ ଛାଡୁ ନ ଥିବାବେଳେ ବାଲେଶ୍ବର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ମାଜିଷ୍ଟ୍ରେଟ ଭାବେ ଯାଇଥିବା ବସ୍ତା ତହସିଲଦାର ନରେନ୍ଦ୍ର ଖମାରୀଙ୍କୁ ମଧ୍ୟ ସେମାନେ ଭିତରକୁ ଛାଡି ନ ଥିବା ଜଣାଯାଇଛି। ପିଲାଙ୍କ କହିବା ଅନୁଯାୟୀ, ଯେଉଁ ଉପରିସ୍ଥ ଅଧିକାରୀ ତାଙ୍କର ସମସ୍ୟାଗୁଡିକୁ ତତ୍କାଳ ଭିତ୍ତିରେ ସମାଧାନ କରିପାରିବେ ତାଙ୍କୁ ଭିତରକୁ ପ୍ରବେଶ କରାଯିବ। ସଦ୍ୟ ମିଳିଥିବା ଖବର ଅନୁସାରେ ମାଜିଷ୍ଟେଟ ଫେରି ଯାଇଥିବାବେଳେ କଲେଜ ପରିସର ବାହାରେ ପୋଲିସ ପ୍ଲାଟୁନ୍‌ ମୃତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ସେବା-ସହଯୋଗର ବାର୍ତ୍ତା ବାଣ୍ଟିଲା ଲକ୍ଷ୍ମୀ ନାରାୟଣ ୟୁଥ କ୍ଲବ: ଚକ୍ରତୀର୍ଥ ପୀଠରେ…

ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚୋରଗଡ଼ିଆ ନାରାୟଣ ୟୁଥ କ୍ଲବ ପକ୍ଷରୁ ନିକଟସ୍ଥ ଚକ୍ରତୀର୍ଥ ପୀଠରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri