Posted inଖେଳ

ଜାମସେଦପୁରର ପ୍ରଥମ ବିଜୟ

ଭାସ୍କୋ, ୭।୧୨-
ନେରିଜୁସ୍‌ ଭାଲ୍ସକିସଙ୍କ ଡବଲ ଗୋଲ ବଳରେ ଜାମସେଦପୁର ଏଫସି ଚଳିତ ଆଇଏସ୍‌ଏଲ (ଇଣ୍ଡିଆନ ସୁପର ଲିଗ୍‌)ରେ ସୋମବାର ପ୍ରଥମ ବିଜୟ ହାସଲ କରିଛି। ଜାମସେଦପୁର ଏଫସି ୨-୧ ଗୋଲରେ ଏଟିକେ ମୋହନବାଗାନକୁ ହରାଇ ଦେଇଛି। ଏହା ଚଳିତ ଆଇଏସ୍‌ଏଲରେ ମୋହନବାଗାନର ପ୍ରଥମ ପରାଜୟ। ବିଜୟୀ ଦଳ ପକ୍ଷରୁ ଭାଲ୍ସକିସ୍‌ ୩୦ ଓ ୬୬ତମ ମିନିଟରେ ଗୋଲ ସ୍କୋର କରିଥିଲେ। ଜବାବରେ ମୋହନ ବାଗାନର ରୟ କ୍ରିଷ୍ଣା (୮୦ ତମ) ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ଏହାପରେ ଦଳ ବହୁବାର ଆକ୍ରମଣ କରି କିଛି ସୁଯୋଗ ସୃଷ୍ଟି କରିଥିଲା। ହେଲେ ମୋହନବାଗାନ ଦଳର କୌଣସି ଖେଳାଳି ଫିନିଶିଂ ଟଚ୍‌ ଦେବାରେ ସଫଳ ହୋଇ ନ ଥିଲେ। ପୂର୍ବରୁ ୩ ମ୍ୟାଚ ଖେଳିଥିବା ଜାମସେଦପୁର ୨ ଡ୍ର’ ରଖିଥିବାବେଳେ ୧ ପରାଜୟ ବରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri