Posted inଜାତୀୟ

ଜାମିଆ ଗୁଳିକାଣ୍ଡ ଭଳି କାର୍ଯ୍ୟକୁ ସହ୍ୟ କରାଯିବନି : ଶାହ

ନୂଆଦିଲ୍ଲୀ,୩୦।୧: ଜାମିଆ ଗୁଳିକାଣ୍ଡ ଭଳି ଘଟଣାକୁ କେବେ ବି ସହ୍ୟ କରାଯିବନି। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଛନ୍ତି। ଏସମ୍ପର୍କରେ ଶାହ ଟୁଇଟ୍‌ କରି ଜଣାଇଛନ୍ତି। ଗୁଳିକାଣ୍ଡ ଘଟଣା ସମ୍ପର୍କରେ ଦିଲ୍ଲୀ ପୋଲିସ କମିଶନରଙ୍କ ସହିତ ସେ ଆଲୋଚନ କରିଥିବା କହିଛନ୍ତି। କଠୋର ପଦକ୍ଷେପ ନେବାକୁ ସେ କମିଶନରଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ରହିବନି ଗଳାବାଟ, ଅନୁପ୍ରବେଶ ହେବ ବନ୍ଦ…

ନୂଆଦିଲ୍ଲୀ,୧୭।୭: ଭାରତର ସୀମା ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୨୦୨୨ ସୁଦ୍ଧା ସୀମାରେ କୌଣସି ଗଳାବାଟ ରହିବନି। ଯେଉଁ ଦେଶର...

ମେ ୩ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌: ମୋଦି କଲେ ଘୋଷଣା

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେଣୁ ସୁରକ୍ଷା...

ସଂକ୍ରମିତ ହେଉଛନ୍ତି ଅଧିକ ମହିଳା

ହାଇଦ୍ରାବାଦ, ୧୧।୫: କରୋନା ମହାମାରୀ ଦ୍ୱିତୀୟ ଲହରରେ ମହିଳାମାନେ ଅଧିକ ସଂଖ୍ୟାରେ ସଂକ୍ରମିତ ହେଉଥିବା ତେଲଙ୍ଗାନା ସ୍ବାସ୍ଥ୍ୟ ବିଭାଗ ତଥ୍ୟରୁ ଜଣାପଡ଼ିଛି। ସେଠାରେ ମହିଳା ସଂକ୍ରମିତଙ୍କ...

ମେ ଶେଷ ସୁଦ୍ଧା ମନରେଗାରେ ୫୦ ଲକ୍ଷ ପାଇବେ ନିଯୁକ୍ତି: ଯୋଗୀ

ଲକ୍ଷ୍ନୌ,୧୪।୫: ମେ ଶେଷ ସୁଦ୍ଧା ଉତ୍ତରପ୍ରଦେଶରେ ୫୦ ଲକ୍ଷ ଲୋକଙ୍କୁ ମନରେଗା ଅନ୍ତର୍ଗତ ନିଯୁକ୍ତି ପ୍ରଦାନ କରାଯିବ। ଧାର୍ଯ୍ୟ ଲକ୍ଷ୍ୟ ପୂରଣ ପାଇଁ ସରକାର ଉଦ୍ୟମ...

ଦାଉଦ୍‌ କରାଚୀରେ ଥିବା ମାନିଲା ପାକିସ୍ତାନ

ମୁମ୍ବାଇ, ୨୩ା୮ : ପାକିସ୍ତାନ ଶେଷରେ ୧୯୯୩ ମୁମ୍ବାଇ ବିସ୍ଫୋରଣ ମାମଲାର ମୋଷ୍ଟ ଓ୍ବାଣ୍ଟେଡ୍‌ ଦାଉଦ୍‌ ଇବ୍ରାହିମ୍‌ କରାଚୀରେ ରହୁଥିବା କଥା ସ୍ବୀକାର କରିଛି। ଏଫ୍‌ଏଟିଏଫ୍‌...

ନିର୍ବାସନ ଏକ ସାଧାରଣ ଦଣ୍ଡାଦେଶ ନୁହେଁ, ଗୁରୁତର ଅପରାଧ କ୍ଷେତ୍ରରେ ଏହାର ଉପଯୋଗ ହେବା ଆବଶ୍ୟକ…

ନୂଆଦିଲ୍ଲୀ, ୨୯।୧ : ନିର୍ବାସନ ଦଣ୍ଡାଦେଶ ଏକ ସାଧାରଣ ଦଣ୍ଡାଦେଶ ନୁହେଁ। ଗୁରୁତର ଅପରାଧ କ୍ଷେତ୍ରରେ ଏହାର ଉପଯୋଗ ହେବା ଆବଶ୍ୟକ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି।...

ଗୁଗଲ-ଫେସ୍‌ବୁକ-ମାଇକ୍ରୋସଫ୍ଟର ତ୍ରୁଟି ବାହାର କରି ଆୟ କଲେ ୪୪ଲକ୍ଷ

ନୂଆଦିଲ୍ଲୀ,୩୦।୬: ପୁଣିଥରେ ଜଣେ ଭାରତୀୟ ନିଜ ଦକ୍ଷତା ଯୋଗୁ ଦେଶର ନାଁ କରିପାରିଛନ୍ତି। ମାଇକ୍ରୋସଫ୍ଟରୁ ୨୨ଲକ୍ଷ ଟଙ୍କା ଆୟ କରି ଚର୍ଚ୍ଚାରେ ରହିଥିବା ୨୦ବର୍ଷୀୟ ଅଦିତି...

ଅବଶିଷ୍ଟ ବୋର୍ଡ ପରୀକ୍ଷା ବାତିଲ ପାଇଁ କେନ୍ଦ୍ର, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୨୭ା୬(ପି.ଟି.): କରୋନା ମହାମାରୀ ଯୋଗୁ ବାକି ରହିଥିବା ବୋର୍ଡ ପରୀକ୍ଷା ବାତିଲ ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାର ଏବଂ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ...

Advertisement
Archives

Model This Week