Posted inଜାତୀୟ

ଜାମିଆ ହିଂସାକୁ ନେଇ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ

ଦିଲ୍ଲୀର ଜାମିଆ ନଗରଠାରେ ରବିବାର ନାଗରିକତା ସଂଶୋଧନ ଆଇନ ବିରୋଧୀ ପ୍ରତିବାଦ ଉଗ୍ର ହେବାରୁ ଦିଲ୍ଲୀ ପୋଲିସ ଓ ଛାତ୍ରମାନଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା । ଜାମିଆ ଅଞ୍ଚଳରେ ଏବେ ବି ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି ।


ସେପଟେ ହିଂସା ସମୟରେ ପୋଲିସ ପକ୍ଷରୁ କୌଣସି ଫାୟାରିଂ କରାଯାଇନାହିଁ ବୋଲି ଦିଲ୍ଲୀ ପୋଲିସ ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେରର୍‌ ପଣ୍ଡିଂ ମାମଲାରେ ଗିରଫ ହେଲେ ଜମ୍ମୁ-କଶ୍ମୀରର ପୂର୍ବତନ ବିଧାୟକ

ନୂଆଦିଲ୍ଲୀ,୧୦।୮: ନ୍ୟାଶନାଲ ଇନଭେଷ୍ଟିଗେଟିଂ ଏଜେନ୍ସି(ଏନ୍‌ଆଇଏ) ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଇବା ମାମଲାରେ ଜମ୍ମୁ-କଶ୍ମୀରର ପୂର୍ବତନ ବିଧାୟକ ରସିଦ୍‌ ଇଞ୍ଜିନିୟରଙ୍କୁ ଗିରଫ କରିଛି। ୨୦୧୭ରେ କଶ୍ମୀରରେ ଏମିତି ମାମଲାରେ...

ଦିଲ୍ଲୀର ପ୍ରଦୂଷଣ ପାଇଁ ବାତିଲ ହେଲା ଫିଲ୍ମ ଦୋସ୍ତାନା-୨ର ଶୁଟିଂ

ନୂଆଦିଲ୍ଲୀ,୧୧।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ପାଇଁ ସାଧାରଣ ଜନତାଙ୍କ ସହ ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି। ଏଥିପାଇଁ ଦିଲ୍ଲୀରେ ହେବାକୁ ଥିବା ବଲିଉଡ୍‌...

ଆରମ୍ଭ ହେଲା କ୍ୟାବିନେଟ୍‌ ବୈଠକ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି। ଗୋଟିଏ ସପ୍ତାହ ମଧ୍ୟରେ କେନ୍ଦ୍ର କ୍ୟାବିନେଟର ଏହା ଦ୍ବିତୀୟ ବୈଠକ। ବୈଠକରେ ଅନେକ...

ଏକ୍‌ଜିଟ୍‌ ପୋଲ୍‌ ପରେ ମହଙ୍ଗା ହେଲା କ୍ଷୀର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ଶେଷ ହୋଇଥିବା ବେଳେ ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। କିନ୍ତୁ ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଏବେ ରାଜନୀତି ଭିନ୍ନ...

ବାକି ରହିଲା ୬୦ ମିଟର ମାଟି ଖୋଳା: ଆଶା ଆଶଙ୍କାରେ ପରିବାର ବର୍ଗ

ଡେରାଡୁନ,୧୦।୨: ଉତ୍ତରାଖଣ୍ଡ ଚାମୋଲିରେ ହିମସ୍ଖଳନ ପରେ ତପୋବନ ଟନେଲରେ କେତେକ ଲୋକ ଅଟକି ରହିଛନ୍ତି। ମୋନଙ୍କ ପାଖରେ ପହଞ୍ଚିବା ପାଇଁ ୧୮୦ ମିଟର ବାଟ ଅତିକ୍ରମ...

ଆର୍‌ଆର୍‌ ନଗରରେ ୪୨ ହଜାର ନକଲି ଭୋଟର: ଭାଜପାକୁ ଦୋଷ ଦେଲା କଂଗ୍ରେସ

ବେଙ୍ଗାଲୁରୁ,୩।୧୧: କର୍ନାଟକରେ ମଙ୍ଗଳବାର ଆର୍‌ଆର୍‌ ନଗର(ରାଜରାଜେଶ୍ୱରୀ ନଗର) ଏବଂ ତୁମକୁରର ସିରା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ରାଜ୍ୟ କଂଗ୍ରେସ ଅଧ୍ୟକ୍ଷ...

ଶୁଭେନ୍ଦୁଙ୍କଠାରୁ ହାର୍‌ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍‌ ୨୪ ଶୁଣାଣି

କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ...

ପୁଣି କରୋନା ଆତଙ୍କ: ମୁମ୍ବାଇରେ ୧୩୦୫ ବିଲ୍ଡିଂ ସିଲ୍‌

ନୂଆଦିଲ୍ଲୀ,୨୧।୨: ଦେଶରେ ପୁଣି କରୋନା ସଂକ୍ରମଣକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦେଶର ମହାରାଷ୍ଟ୍ର, କେରଳ, ତାମିଲନାଡୁ କର୍ନାଟକ, ପଞ୍ଜାବ, ମଧ୍ୟପ୍ରଦେଶ ଆଦି ୬ଟି ରାଜ୍ୟରେ...

Advertisement
Archives

Model This Week