Posted inଜାତୀୟ

ଜାମିନ ପାଇଁ ହାଇକୋର୍ଟ ଗଲେ ଲାଲୁ

ରାଞ୍ଚି, ୧୦।୬: ଚାରା ଘୋଟାଲାରେ ସମ୍ପୃକ୍ତ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଜେଲ୍‌ ଦଣ୍ଡ ଭୋଗୁଥିବାବେଳେ ଜାମିନ ପାଇଁ ଝାଡଖଣ୍ଡ ହାଇକୋର୍ଟରେ ଆବେଦନ କରିନ୍ତି। ପୂର୍ବରୁ ସେ ସୁପ୍ରିମ କୋର୍ଟରେ ଆବେଦନ କରିଥିଲେ ମଧ୍ୟ ତାହା ଖାରଜ ହୋଇଯାଇଥିଲା। ଏବେ ଦେଓଘର କୋଷାଗାର ମାମଲାରେ ଜାମିଦ ଦେବାକୁ ସେ କୋର୍ଟରେ ଅପିଲ କରିଛନ୍ତି। ସୂଚନାଯୋଗ୍ୟ, ବିଭିନ୍ନ ସମୟରେ ଅସୁସ୍ଥତା ଦର୍ଶାଇ ଜାମିନରେ ଆସି ଲାଲୁ ରାଜନୀତି କରୁଥିଲେ ବୋଲି ସିବିଆଇ ଅଭିଯୋଗ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୩ କର୍ନାଟକ ବିଧାନସଭା ନିର୍ବାଚନରେ ହିଜାବ୍‌ ହୋଇପାରେ ମୁଖ୍ୟ ପ୍ରସଙ୍ଗ !…

ବେଙ୍ଗାଲୁରୁ,୧୭।୩ : କର୍ନାଟକରେ ୨୦୨୩ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନରେ ହିଜାବ୍‌ ଏକ ମୁଖ୍ୟ ପ୍ରସଙ୍ଗ ହୋଇପାରେ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରୁଛନ୍ତିି।...

ଅମରନାଥ ଯାତ୍ରା ବନ୍ଦ

ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର...

୨୨୯.୭ କୋଟିରେ ପାର୍ଲାମେଣ୍ଟ ଭବନର ପୁନଃ ବିକାଶ ହେବ

ନୂଆଦିଲ୍ଲୀ,,୨୬ା୧୦: ୨୨୯.୭ କୋଟି ଟଙ୍କା ବ୍ୟୟରେ ପାର୍ଲାମେଣ୍ଟ ଭବନର ନବୀକରଣ ଓ ପୁନଃବିକାଶ କରାଯିବ। ଏଥିଲାଗି ଗୁଜରାଟ ଅହମଦାବାଦର ଏଚ୍‌ସିପି ଡିଜାଇନ୍‌ ପ୍ଲାନିଂ କମ୍ପାନୀକୁ ଶୁକ୍ରବାର...

ମୋଦିଙ୍କୁ ଘେରିଲେ ଦିଦି: ଭାକ୍ସିନ୍‌-ଔଷଧ-ଯୋଜନା କିଛି ନାହିଁ, କଥା ବି କହିବାକୁ ଦେଉ ନାହାନ୍ତି ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୦।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଙ୍କଟର ସ୍ଥିତି ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୦ ରାଜ୍ୟର ଜିଲାପାଳଙ୍କ ସହିତ ଗୁରୁବାର ଭିଡ଼ିଓ...

ଆଜିଠୁ ତୃତୀୟ ପର୍ଯ୍ୟାୟ ଟିକାକରଣ

ନୂଆଦିଲ୍ଲୀ, ୧।୫(ପି.ଟି.): ଦେଶରେ ଗତ କିଛିଦିନ ହେଲା ପ୍ରତ୍ୟହ ୩ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକଙ୍କ ଜୀବନ ନେଉଛି କରୋନା ମହାମାରୀ।...

ଜମ୍ମୁ-କଶ୍ମୀରରେ କାର୍ଯ୍ୟକ୍ଷମ ହେଲା ୨ଜି ମୋବାଇଲ ଇଣ୍ଟରନେଟ ସେବା

ଶ୍ରୀନଗର,୨୫।୧: ଦୀର୍ଘ ୫ ମାସ ପରେ ଜମ୍ମୁ-କଶ୍ମୀରରେ ୨ଜି ମୋବାଇଲ ଇଣ୍ଟରନେଟ ସେବା କାର୍ଯ୍ୟକ୍ଷମ ହୋଇଛି। ଶନିବାରଠାରୁ କଶ୍ମୀର ଭ୍ୟାଲିରେ ଏହି ମୋବାଇଲ ସେବା କାର୍ଯ୍ୟକ୍ଷମ...

କର୍‌ତାରପୁର କରିଡର:ପାକିସ୍ତାନର ନୂଆ ଘୋଷଣାରୁ ଦ୍ୱନ୍ଦ୍ୱ

ଇସ୍‌ଲାମାବାଦ,୮-୧୧(ଆଇଏଏନ୍‌ଏସ୍‌):କର୍‌ତାରପୁର କରିଡରକୁ ନେଇ ପାକିସ୍ତାନ ସରକାରଙ୍କ ନୂଆ ଘୋଷଣା ଲୋକଙ୍କୁ ଦ୍ୱନ୍ଦ୍ୱରେ ପକାଇଛି। କର୍‌ତାରପୁର ଗୁରୁଦ୍ୱାର ଆସିବା ଲାଗି ଭାରତୀୟ ତୀର୍ଥଯାତ୍ରୀଙ୍କର ପାସ୍‌ପୋର୍ଟ ଆଣିବା ଆବଶ୍ୟକ...

ହୃଦୟ ବିଦାରକ ଦୃଶ୍ୟ: ରାତିସାରା ବାପାଙ୍କ ମୃତଦେହକୁ କୁଣ୍ଢାଇ ଧରି ଶୋଇ ରହିଲେ କୁନିଝିଅ…

ପାଟନା,୨୯।୪: କରୋନା ସଂକ୍ରମଣ ଯୋଗୁ ଦିନକୁ ଦିନ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟଣା ହୃଦୟ ବିଦାରକ ହେବାରେ ଲାଗିଛି।...

Advertisement
Archives

Model This Week