ଜାଲରେ ପଡିଲା ହ୍ବେଲ୍‌ସାର୍କ: ଉଦ୍ଧାର ପରେ ସମୁଦ୍ରରେ ଛଡ଼ାଗଲା

ଗୋପାଳପୁର,୧୯ା୨: ଗୋପାଳପୁର ଏନ୍‌ଏସିର କେତେଜଣ ମତ୍ସ୍ୟଜୀବୀ ବୁଧବାର ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ। ଜାଲ ଟାଣୁଥିବାବେଳେ ସେଥିରେ ଏକ ବଡ ମାଛ ଲାଗିଥିଲା। ଜାଲ କୂଳକୁ ଟାଣି ଆଣିବା ପରେ ଏକ ବଡ ସାର୍କ ମାଛ ଲାଗିଥିବା ମତ୍ସ୍ୟଜୀବୀମାନେ ଦେଖିଥିଲେ। ଯାହାର ଲମ୍ବ ପ୍ରାୟ ୭ଫୁଟ ହେବ ବୋଲି ମତ୍ସ୍ୟଜୀବୀମାନେ କହିଛନ୍ତି। ଏହାପରେ ସେମାନେ ମାଛଟିକୁ ସୁରକ୍ଷିତ ଭାବେ ପୁଣି ସମୁଦ୍ର ମଧ୍ୟରେ ଛାଡି ଦେଇଥିଲେ। ଏ ସମ୍ପର୍କରେ ଡିଏଫ୍‌ଓ ଅମ୍ଲାନ ନାୟକଙ୍କ ସହ ଯୋଗାଯୋଗ କରିବାରୁ ଉକ୍ତ ମାଛଟି ହେଉଛି ୱେଲ୍‌ସାର୍କ। ଏହା ବିରଳ ପ୍ରଜାତିର ମାଛ। ଏହାକୁ ସୁରକ୍ଷିତ ଭାବେ ସମୁଦ୍ର ମଧ୍ୟକୁ ଛାଡି ଦିଆଯାଇଥିବା ସୂଚନା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଳଦୀ ଅମଳ ପାଇଁ ଜଙ୍ଗଲରେ ବିତୁଛି ଜୀବନ: ବିକ୍ରିନେଇ ଚିନ୍ତାରେ ଚାଷୀ

ଦାରିଙ୍ଗବାଡ଼ି,୧୦।୪(ଡି.ଏନ୍‌.ଏ.)- ଏବେ କନ୍ଧମାଳରେ ହଳଦୀ ଅମଳ ସମୟ। ପ୍ରକୃଷ୍ଟ ସମୟ ବିତିଗଲେ ଚାଷୀଙ୍କୁ ହଜାର ହଜାର ଟଙ୍କାର କ୍ଷତି ସହିବାକୁ ପଡ଼ିବ। ଚାଷୀର ମେରୁଦଣ୍ଡ କୁହାଯାଉଥିବା...

୭ ବର୍ଷରେ ୨୪.୬୧ % ଦାରିଦ୍ର୍ୟ କମିଛି: ମନ୍ତ୍ରୀ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗତ ୨୦ ବର୍ଷ ମଧ୍ୟରେ ଓଡିଶା ସାମଗ୍ରିକ ଅର୍ଥନୈତିକ ପ୍ରଗତି, ଦାରିଦ୍ର୍ୟ ଦୂରୀକରଣ ଓ ସାମାଜିକ ସୁରକ୍ଷା କ୍ଷେତ୍ରରେ ପ୍ରଶଂସନୀୟ ଅଗ୍ରଗତି ହାସଲ କରିଛି।...

ପ୍ରଶାସନ ନିର୍ଦ୍ଦେଶକୁ ଅବମାନନା କରୁଛନ୍ତି ଉଠା ଦୋକାନୀ: ବିରକ୍ତି ପ୍ରକାଶ କଲେ ଜିଲାପାଳ

ଜଟଣୀ,୨୫।୩(ଡି.ଏନ୍‌.ଏ.): କରୋନା(କୋଭିଡ୍‌-୧୯) ଭାଇରସ୍‌ ମୁକାବିଲା ପାଇଁ ସାମାଜିକ ଦୂରତ୍ୱ ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି। ତେବେ ଜଟଣୀର କେତେକ ବଜାରରେ ବୁଧବାର ସକାଳେ ପ୍ରବଳ ଗହଳି...

ଲକ୍‌ଡାଉନ ବେଳେ ବଢୁଛି ମଦ କାରବାର

କେନ୍ଦୁଝର,୧୬ା୪(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା କରାଯାଇ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ ରହିଛି। ସେହିପରି ମଦ ଦୋକାନ...

ମାନସିକ୍‌ ରୋଗ୍‌ରେ ପୀଡ଼ିତ କାହ୍ନା: ସରିଗଲା ଟଁକା, ଅଧାରେ ରହିଲା ଚିକିଛା

ଘଣ୍ଟାପଡା, ୧୪।୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ଗାଁର ବଂଶୀଧର ବିଶିକଁର ପୁଓ କାହ୍ନା ବିଶି(୧୨)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି...

ବରୀ ବ୍ଲକରୁ ଆଉ ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ

ବରୀ, ୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସକାଳୁ ପୁଣି ଜଣେ...

ସିଏଏ ନେଇ ବୁଝାଇବା ବେଳ ଗଲାଣି, ଆଗରୁ ବୁଝାଇଥିଲେ ଭଲ ହୋଇଥାନ୍ତା: ପ୍ରତାପ

ଭୁବନେଶ୍ୱର,୨୭।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଗସ୍ତ ନେଇ ବିଜେଡି ମୁଖପାତ୍ର ପ୍ରତାପ ଦେବ ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ଲୋକଙ୍କୁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିଷୟରେ...

ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ

ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍‌)ରେ ଚାଲୁଥିଲା ବେଆଇନ୍‌ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ...

Coronavirus Update

Archives

Model This Week

Why Dharitri