ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୦ବର୍ଷ ପୂର୍ତ୍ତି , ଏବିଭିପିର ତ୍ରିରଙ୍ଗା ଯାତ୍ରା

କେନ୍ଦୁଝର୧୫।୮(ସ୍ବ.ପ୍ର.): କେନ୍ଦୁଝର ଏବିଭିପି ଶାଖା ପକ୍ଷରୁ ଗୁରୁବାର ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୦ବର୍ଷ ପୂର୍ତ୍ତି ଅବସରରେ ଏକ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଏବିଭିପିର କାର୍ଯ୍ୟକର୍ତ୍ତା ଓ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନେ ସ୍ଥାନୀୟ ମାଇନିଂରୋଡ ଖଣି ଯାନ୍ତ୍ରିକ ବିଦ୍ୟାଳୟ ଠାରୁ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ। ଭାରତ ମାତା କି ଜୟ ଧ୍ୱନୀରେ ସହର ପ୍ରକମ୍ପିତ ହୋଇଥିଲା। ଏହି ତ୍ରିରଙ୍ଗା ଯାତ୍ରାରେ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଯୋଗଦେଇ ଦେଶ ମାତୃକାର ଜୟ ଜୟକାର କରି ହତ୍ୟାକାଣ୍ଡରେ ପ୍ରାଣ ବଳି ଦେଇଥିବା ସେହି ନିରୀହ ଭାରତୀୟମାନଙ୍କୁ ମାନେ ପକାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଅର୍ପିତାଙ୍କୁ ମିଳିଲା ‘ବାବାଜୀ ଚରଣ ଜେନା ସ୍ମାରକୀ ସମ୍ମାନ’ ପ୍ରଦାନ, ଛୁଟିଲା ଶୁଭେଚ୍ଛାର ସୁଅ

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଟି.ଏମ୍. ଏକାଡେମୀ ଡଅଁର ହାଇସ୍କୁଲରେ ୨୦୨୬ ଶିକ୍ଷାବର୍ଷର ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରୀଙ୍କୁ ସମ୍ମାନ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri