Posted inଜାତୀୟ

ଜାଲିକାଟ୍ଟୁ ପ୍ରତିଯୋଗିତା ବେଳେ ୩୫ ଆହତ

ମଦୁରାଇ,୧୬ା୧(ପି.ଟି.): ପୋଙ୍ଗଲ ପର୍ବ ଅବସରରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ବାର୍ଷିକ ଷଣ୍ଢ କାବୁ କରିବା ପ୍ରତିଯୋଗିତା (ଜାଲିକାଟ୍ଟୁ)ରେ ଭାଗନେଇ ୩୫ ଜଣ ଆହତ ହୋଇଛନ୍ତି। ବୁଧବାର ପୋଙ୍ଗଲ ପର୍ବ ବେଶ୍‌ ଜାକଜମକରେ ଆରମ୍ଭ ହୋଇଥିଲା। ଏଥିରେ ୭୦୦ ଷଣ୍ଢ ଓ ୭୫୦ ପ୍ରତିଯୋଗୀ ଭାଗ ନେଇଥିଲେ। ଗୋଟିଏ ପରେ ଗୋଟିଏ ବଳବାନ୍‌ ଷଣ୍ଢଙ୍କୁ ପଡିଆ ମଧ୍ୟକୁ ଛଡ଼ାଯାଇଥିଲା ଓ ଯୁବକମାନେ ସେମାନଙ୍କ ଚୂଳ ଧରି ନିୟନ୍ତ୍ରଣ କରିବାକୁ ଉଦ୍ୟମ କରିଥିଲେ। ବୁଧବାର ଅବନ୍ତିପୁରମ୍‌ ସମେତ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରରେ ଜାଲିକାଟ୍ଟୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଓ ଶୁକ୍ରବାର ମଧ୍ୟ କେତେକ ସ୍ଥାନରେ ଏହି ପ୍ରତିଯୋଗିତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୫ ସୁରକ୍ଷା ବ୍ୟବସ୍ଥା, ଲାଲ କିଲ୍ଲାରେ ମୁତୟନ ହେବେ ୧୦ ହଜାର ପୋଲିସ, ଗୁଡ଼ି ଉଡ଼ାଇବା ମନା…

ନୂଆଦିଲ୍ଲୀ, ୮।୮ : ସ୍ବାଧୀନତା ଦିବସ ଅବସରରେ ଦିଲ୍ଲୀ ପୋଲିସ ପକ୍ଷରୁ ଐତିହାସିକ ଲାଲ କିଲ୍ଲା ଏବଂ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି...

ଆମିରଙ୍କ ଘରର ଏହି ସଦସ୍ୟ କରୋନା ପଜିଟିଭ୍‌

ମୁମ୍ବାଇ,୩୦।୬: ବଲିଉଡ୍‌ର ମିଷ୍ଟର ଫରଫେକ୍ଟନିଷ୍ଟ ଆମିର ଖାଁଙ୍କ ଘରର ଜଣେ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଅମିରଙ୍କ ଘରେ କାମ କରୁଥିବା କର୍ମଚାରୀଙ୍କ ମଧ୍ୟରୁ...

ଫେସ୍‌ବୁକ୍‌କୁ ନେଇ ବଢୁଛି ବିବାଦ

ନୂଆଦିଲ୍ଲୀ, ୩୦।୮: ଭାଜପା ନେତାମାନଙ୍କ ଘୃଣା ଉଦ୍ରେକକାରୀ ଭାଷଣକୁ ରୋକିବାରେ ଫେସ୍‌ବୁକ୍‌ ଇଣ୍ଡିଆର ପାତରଅନ୍ତର ନୀତି ବିରୋଧରେ ଉକ୍ତ ସଂସ୍ଥା କ’ଣ ପଦକ୍ଷେପ ନେଇଛି, ତାହା...

ମୋଗଲ ଗାର୍ଡେନର ନାମ ହେଲା ଅମୃତ ଉଦ୍ୟାନ…

ନୂଆଦିଲ୍ଲୀ,୨୮।୧ : ରାଷ୍ଟ୍ରପତି ଭବନରେ ଅବସ୍ଥିତ ମୋଗଲ ଗାର୍ଡେନ ଏକ ନୂତନ ନାମ ପାଇଛି। ବର୍ତ୍ତମାନ ଏହା ଅମୃତ ଉଦ୍ୟାନଭାବେ ନାମିତ ହୋଇଛି। ଅମୃତ ମହୋତ୍ସବ...

ଉପରାଜ୍ୟପାଳଙ୍କ ବିରୋଧରେ ଅଭିଯୋଗ ଆଣିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୨।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ଦିଲ୍ଲୀ ଏମସିଡି ମେୟର ନିର୍ବାଚନକୁ ନେଇ ଉତ୍ତେଜନା ଏ ପର୍ଯ୍ୟନ୍ତ...

ସରକାରୀ ଡାକ୍ତରଖାନାରେ ଲାଗିଲା ନିଆଁ

ଶ୍ରୀନଗର,୫।୩: ଶ୍ରୀନଗର ବାରଗୁଲ୍ଲା ସରକାରୀ ଡାକ୍ତରଖାନାର ଅସ୍ତିଶଲ୍ୟ ବିଭାଗରେ ଶୁକ୍ରବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଫଳରେ ଡାକ୍ତରଖାନାରେ ଫସି ରହିଥିବା ଶତାଧିକ...

ପୁଣି ୨୫୦ ଟଙ୍କା ବଢିଲା ଗ୍ୟାସ୍‌ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୪: ପୁଣି କମର୍ସିଆଲ୍‌ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୨୫୦ ଟଙ୍କା ବୃଦ୍ଧି ଘଟିଛି। ତେବେ ଘରୋଇ ଗ୍ୟାସ ଦର ଅପରିବର୍ତ୍ତିତ ରହିଛି। ବର୍ଦ୍ଧିତ ଦର ଅନୁସାରେ...

ଦୀପାବଳିରେ ଆତଙ୍କବାଦୀଙ୍କ ଷଡ଼ଯନ୍ତ୍ର ପଣ୍ଡ

ଶ୍ରୀନଗର,୨୪।୧୦: ସାରା ଦେଶରେ ଦୀପାବଳୀ ପର୍ବ ବହୁ ହସ ଉଲ୍ଲାସରେ ପାଳନ କରାଯାଉଛି। ଗତ ୨ବର୍ଷ ହେଲା କରୋନା ଯୋଗୁ କୌଣସି ପର୍ବ ଧୁମ୍‌ଧାମ୍‌ରେ ପାଳନ...

Advertisement
Archives

Model This Week