ଜାଲିନା ହେଲେ ରାଜ୍ୟ ମହିଳା କମିଶନ ସଦସ୍ୟା

ଜି.ଉଦୟଗିରି,୨୪।୧୧(ଡି.ଏନ.ଏ.)-ରାଜ୍ୟ ସରକାର ରାଜ୍ୟ ମହିଳା କମିଶନର ସଦସ୍ୟା ଭାବେ ୪ ଜଣଙ୍କ ନାମ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ ଜାଲିନା ପ୍ରିୟଦର୍ଶିନୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି ।
ଜାଲିନା ଶୁକ୍ରବାର କମିଶନ ସଦସ୍ୟା ଭାବେ ଭୁବନେଶ୍ୱରଠାରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜାଲିନା ପ୍ରିୟଦର୍ଶିନୀ ପୂର୍ବତନ ବିଧାୟକ ସ୍ବର୍ଗତ ରଞ୍ଜିତ ପ୍ରଧାନଙ୍କ ଝିଅ। ସେ ଜି.ଉଦୟଗିରି ଏନ୍‌ଏସିର କାଉନସିଲର ଥିଲେ। ରାଜ୍ୟ ମହିଳା ବିଜେଡିର ସମ୍ପାଦିକା ଭାବେ ମଧ୍ୟ ସେ କାମ କରିଛନ୍ତି । ଛାତ୍ର ନେତ୍ରୀ ଭାବେ ତାଙ୍କର ସୁନାମ ଥିଲା । ଜାଲିନା ମହିଳା କମିଶନ ସଦସ୍ୟ ହେବା ପରେ ତାଙ୍କୁ ବିଭିନ୍ନ ସଙ୍ଗଠନ ତରଫରୁ ଶୁଭେଚ୍ଛା ଜଣାଯାଇଛି। ମହିଳା କମିଶନ ସଦସ୍ୟା ଭାବେ ନିଯୁକ୍ତି ମିଳିଥିବାରୁ ଜାଲିନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣ-ପୋଲିସ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ଅଞ୍ଚଳରେ ଶାନ୍ତି ବଜାୟ ରହିପାରିବ’

ଦାରିଙ୍ଗବାଡ଼ି,୧୪ା୧୦(ଅରୁଣ ସାହୁ): ପୋଲିସର ନୀତି ବ୍ରିଟିଶ ଅମଳରୁ ଚାଲିଆସିଥିବା ଢଙ୍ଗକୁ ବଦଳାଇବା ପାଇଁ ଏବେ ଲୋକଙ୍କ ନିକଟତର ହେବାକୁ ପ୍ରୟାସ କରୁଛି। ଧିରେ ଧିରେ ପୋଲିସ...

ବାଲିଗୁଡ଼ାରେ ରାବଣପୋଡ଼ି: ଆତସବାଜିରେ କମ୍ପିଲା ମିନିଷ୍ଟାଡିୟମ

ବାଲିଗୁଡ଼ା,୧୩ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ। ବିଜୟା ଦଶମୀ ଅବସରରେ ଚାରିଆଡ଼େ ପାର୍ବଣର ମାହୋଲ ଚାଲିଥିବା ବେଳେ...

ପାର୍ବଣରେ ପାରମ୍ପରିକ ନୃତ୍ୟ

ଦାରିଙ୍ଗବାଡି, ୧୨।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ଅସ୍ଥାୟୀ ଦୁର୍ଗା ମଣ୍ଡପରେ ଦଶହରା ପର୍ବ ପାଳନ ହୋଇଯାଇଛି। ଅଷ୍ଟମୀ ତିଥିରୁ ଏହି...

ପାର୍ବଣରେ ଉତ୍ସବମୁଖର ଦାରିଙ୍ଗବାଡ: ମା’ପାଟଖଣ୍ଡାଙ୍କ ପୀଠରେ ଭିଡ଼

ଦାରିଙ୍ଗବାଡି, ୧୨।୧୦ (ଅରୁଣ ସାହୁ ): ଦଶହରା ପାଇଁ ଶାରା ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଛି। ଏ ଭିତରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳ...

ଦାଦନ ଖଟିବାକୁ ଯାଇଥିଲେ: ଚାଲିଗଲା ଯୁବତୀଙ୍କ ଜୀବନ

ଦାରିଙ୍ଗବାଡି,୧୧।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଦାଦନ ଦୁଃଖ ଦେଖୁବାକୁ ମିଳିଛି। ଦାଦନ ଖଟିବାକୁ ଯାଇ ପୁଣି ଜଣେ ଯୁବତୀଙ୍କ ଅକାଳ...

ମିଳୁନି ବସୁଧା ଜଳ, ପାଣି ପାଇଁ ଲୋକେ ଡହଳବିକଳ

ଦାରିଙ୍ଗବାଡି, ୧୧।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଝିଞ୍ଜିରୀଗୁଡା ପଞ୍ଚାୟତ କିରାମାହା ଗ୍ରାମରେ ଜଳ ଅଭାବ ଦେଖାଯାଇଛି। ରାଜ୍ୟ ସରକାରଙ୍କ ପଞ୍ଚାୟତ...

ପୂଜା ମଣ୍ଡପରେ ମହାଷ୍ଟମୀ ପୂଜା: ପ୍ରବଳ ଜନସମାଗମ

ଜି.ଉଦୟଗିରି, ୧୧।୧୦(ଶିଶିର ପଟ୍ଟନାୟକ): ଜି. ଉଦୟଗିରିର ବହୁ ପୂରାତନ ପୂଜା ମଣ୍ଡପ ତରଫରୁ ଶାରଦୀୟ ଦୁର୍ଗାପୂଜା ଆରମ୍ଭ ହୋଇଛି। ବୁଧୁବାର ମା’ ବରାଳ ଦେବୀଙ୍କ ଘଟକୁ...

ଖୋଲିଲା ହାଟ: ଏଣିକି ମିଳିବ ହଳଦୀ, ଦେଶୀ ଛେଳି ଆଉ କୁକୁଡ଼ା

ଦାରିଙ୍ଗବାଡ଼ି,୧୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲାରେ ଜୈବିକ ହଳଦୀଚାଷ ସହ କ୍ଷୁଦ୍ରଦାନା ଶସ୍ୟ, ଡାଲି ଜାତୀୟ ଫସଲ, ସୋରିଷ, ଜଙ୍ଗଲଜାତ ଦ୍ରବ୍ୟ ପାଳୁଅ, ମହୁ, ଝୁଣା, ମହୁଲ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri