ଜାଲ୍‌ନୋଟ କାରବାର : ଜଣେ ଅଭିଯୁକ୍ତ ଗିରଫ

ରାୟଗଡ଼ା ଅଫିସ,୯।୧୧: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ହରିଜନ ସାହିର ଦେବଜହନ ନାୟକ(୨୫)ନାମକ ଜଣେ ଯୁବକ ସୁନାମୁଦି ସାହିରେ ଏକ ଘରଭଡ଼ା ନେଇ ଜାଲ୍‌ନୋଟ କାରବାର କରୁଥିଲେ। ଟିକିରି ଥାନା ଆଇଆଇସି ସୁଜ୍ଞାନୀ ସାହୁ କୌଣସି ସୂତ୍ରରୁ ଖବର ପାଇ ଶୁକ୍ରବାର ଘଟଣାସ୍ଥଳରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଘଟଣାସ୍ଥଳରୁ ୧୧୫ଟି ୨ ହଜାର ଟଙ୍କିଆ ଜାଲ୍‌ ନୋଟ୍‌ ଜବତ କରାଯାଇଛି। ଟକିରି ଥାନାରେ କେସ ନମ୍ବର ୧୩୨/୧୯ରେ ଏକ ମାମଲା ରୁଜୁ କରାଯାଇଥିବା ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ଶର୍ବଣା ବିବେକ ଏମ୍‌ ସୂଚନା ଦେଇଛନ୍ତି। ଉକ୍ତ ସମ୍ମିଳନୀରେ ଏସ୍‌ଡିପିଓ ତପନ ନାରାୟଣ ରଥଙ୍କ ସହ ଟିକିରି ଥାନା ଆଇଆଇସି ସୁଜ୍ଞାନୀ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଏସଆଇଆର କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ କାର୍ଯ୍ୟ: ଗୁଡ଼ାରି BDO, ଇଓଙ୍କୁ ପୁରସ୍କୃତ କଲେ ଉପଜିଲାପାଳ

ଗୁଡାରି,୪।୧୦(ପ୍ରମୋଦ କୁମାର ପତି ): ସରକାରଙ୍କ ଏସଆଇଆର କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଗୁଡାରି ବିଡ଼ିଓ ତଥା ଏଇଆର ଓ ଶୁଚିସ୍ମିତା ବେହେରା ଏବଂ ଏନଏସି କାର୍ଯ୍ୟ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?