Posted inଜାତୀୟ

ଜାହାଜରେ ଲାଗିଲା ନିଆଁ: ପାଣିକୁ ଡେଇଁଲେ ୨୯ କ୍ରିୟୁ ମେମ୍ବର

ବିଶାଖାପଟନମ୍‌,୧୨।୮: ବିଶାଖାପଟନମ୍‌ରେ ସୋମବାର ଦିନ ପ୍ରାୟ ୧୧ଟା ୩୦ରେ ଏକ ଜାହଜରେ ନିଆଁ ଲାଗିଯିବା ଫଳରେ ଏଥିରେ ଥିବା ୨୯ ଜଣ କ୍ରିୟୁ ମେମ୍ବର ଜୀବନ ବଞ୍ଚାଇବାକୁ ପାଣିକୁ ଡେଇଁ ପଡିଥିଲେ। ଜାଗୁଆର ନାମକ ଏହି ଜାହାଜରେ କେମିତି ନିଆଁ ଲାଗିଲା ତା’ର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ଭାରତୀୟ ତଟରକ୍ଷୀ ବାହିନୀଙ୍କ ଦ୍ୱାରା ଏପର୍ଯ୍ୟନ୍ତ ୨୮ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନିଖୋଜ ଥିବା ଜଣାପଡିଛି। ନିଖୋଜ ଥିବା କ୍ରିୟୁ ମେମ୍ବରଙ୍କୁ ଖୋଜିବା କାମ ଚାଲିଥିବା ସୂଚନା ମିଳିଛି। ତେବେ ଜାହାଜରେ ପ୍ରଥମେ ବିସ୍ଫୋରଣ ହେବା ସହ ନିଆଁ ଲାଗି ଯାଇଥିଲା। ଏହାପରେ ଇଣ୍ଡିଆନ୍‌ କୋଷ୍ଟ ଗାର୍ଡ ସିପ(ଆଇସିଜିଏସ୍‌) ରାନି ରସମୋନି ନିକଟରେ ଥିବା ବେଳେ ତାର ଗତିପଥକୁ ପରିବର୍ତ୍ତନ କରାଯାଇ ବିଶାଖାପଟନମ ପୋର୍ଟ ଟ୍ରଷ୍ଟ ସହ ସମ୍ପର୍କ କରି ଉଦ୍ଧାର ପାଇଁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ପାଇଁ ପାଗଳ! ଟିମକୁ ଚିୟର କରିବାକୁ ୬ ପ୍ରଶଂସକ ଖର୍ଚ୍ଚ କରିଦେଲେ ରୋଜଗାରର ଏତିକି ଟଙ୍କା

ନୂଆଦିଲ୍ଲୀ,୨୧।୨: ଜିମ୍ବାୱେ 2026 T20 World Cupରେ ଏକ ବଡ଼ ବିପର୍ଯ୍ୟୟ ଆଣିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜିତ ରହି, ସେମାନେ ଏବେ ସୁପର ୮ରେ ପହଞ୍ଚିଛନ୍ତି। ସେମାନେ…

ଭଡ଼ାଘରୁ ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ଙ୍କ ମୃତଦେହ ଜବତ, ପାଟିରୁ ବହାରିଛି ରକ୍ତ, ୨ ରୁମ୍‌ମେଟ୍‌ ଅଟକ

ରାଉରକେଲା,୨୧ା୨(ସଙ୍ଗୀତା ଜେନା): ଶନିବାର ରାଉରକେଲାର ସିଭିଲ ଟାଉନ୍‌ଶିପ୍‌ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ ଭାଗିରଥୀ ସାହୁଙ୍କ ମୃତଦେହ ଜବତ କରାଯାଇଛି, ଯାହା ସ୍ଥାନୀୟ ଅଞ୍ଚଳରେ…

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ…

ରାଜଧାନୀକୁ ପୁଣି ଦୋହଲାଇ ଦେବାକୁ ଟାର୍ଗେଟ କଲେଣି ଆତଙ୍କବାଦୀ, ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସତର୍କ ସୂଚନା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ସୂଚନା ଦିଆଯାଇଛି…

୧୫ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଆଲର୍ଟ, ଝଡବର୍ଷା ହେବା ନେଇ ଚେତାଇଲା IMD

ନୂଆଦିଲ୍‌ଲୀ,୨୧।୨: ସାରା ଦେଶରେ ଗ୍ରୀଷ୍ମ ଋତୁ ଆସିସାରିଛି, ଏବଂ ଏବେ, ଖରା ପାଗ ସତ୍ତ୍ୱେ, ପ୍ରବଳ ଗରମ ଅନୁଭୂତ ହେବା ଆରମ୍ଭ ହୋଇଛି। ଦିଲ୍ଲୀ, ପଞ୍ଜାବ ଏବଂ…

ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ରହିଛି…

ଇସଲାମାବାଦ,୨୧ା୨: ଶନିବାର ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୩.୯ ତୀବ୍ରତାର ଏକ ଭୂକମ୍ପ ରେକର୍ଡ କରାଯାଇଛି। ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS)…

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା…

ବୁଲେଟକୁ ଧକ୍କା ଦେଲା ବାଇକ: ଆଉ ତା’ପରେ…

ଭଞ୍ଜନଗର,୨୧।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ସକାଳେ ଏକ ବୁଲେଟ ଗାଡ଼ି ସହ ବାଇକ ମଧ୍ୟରେ ଧକ୍କା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri