ଜାହାଜ କଣ୍ଟେନର ରହିଣି ଶୁଳ୍କ ଆଦାୟ ହେବନି

ନୂଆଦିଲ୍ଲୀ,୩୦। ୩: ମାର୍ଚ୍ଚ ୨୨ରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ବନ୍ଦରଗୁଡିକରେ କଣ୍ଟେନର ରହଣି ଶୁଳ୍କ ଆଦାୟ ନ କରିବା ଲାଗି କେନ୍ଦ୍ର ଜାହାଜ ମନ୍ତ୍ରଣାଳୟ ପକ୍ଷରୁ ବନ୍ଦରଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ଦରଗୁଡିକରେ ମାଲ ପରିବହନକୁ ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି ଏଭଳି ନିର୍ଦ୍ଦେଶ ଦିଆଯାଇଛି। ଏହାବାଦ କୌଣସି ନୂତନ ବା ଅତିରିକ୍ତ ଶୁଳ୍କ ଅସୁଲ ନ କରିବା ଲାଗି ମଧ୍ୟ କୁହାଯାଇଛି। କୋଭିଡ ଲକ୍‌ଡାଉନ ଲାଗି କାର୍ଗୋ ମାଲିକମାନେ ଜିନିଷପତ୍ର ଖଲାସ କରିବା ଲାଗି ଅସୁବିଧା ସାମ୍ନା କରିଥିଲେ। ଏହି ନିର୍ଦ୍ଦେଶ ଫଳରେ ସେମାନଙ୍କୁ ଆଉ ଅସୁବିଧା ସାମ୍ନା କରିବାକୁ ପଡିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଲିବାବା ପ୍ରତିଷ୍ଠାତାଙ୍କୁ ସମନ

ନୂଆଦିଲ୍ଲୀ,୨୬।୭: ଆଲିବାବା ପ୍ରତିଷ୍ଠାତା ଜ୍ୟାକ୍‌ ମାଙ୍କୁ ଗୁରୁଗ୍ରାମର ନ୍ୟାୟାଳୟ ସମନ ଜାରି କରିଛନ୍ତି। ଭାରତରେ କମ୍ପାନୀର ସହାୟକ ସଂସ୍ଥା ୟୁସି ନ୍ୟୁଜର ଜଣେ କର୍ମଚାରୀଙ୍କ ଅଭିଯୋଗ...

୧୨ ଶହ ଟଙ୍କାରେ ମିଛ କରୋନା ରିପୋର୍ଟ…

ଲକ୍ଷ୍ନୌ,୧୦।୪: ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ମିଛ କରୋନା ରିପୋର୍ଟ ପ୍ରସ୍ତୁତ କରିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି।...

ଯୋଡ଼ାରେ ୩ ଜଣଙ୍କ ସ୍ବାବ୍‌ ସଂଗ୍ରହ

ଯୋଡ଼ା, ୨୭।୪ (ଡି.ଏନ.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ବାହାରୁ ଆସିିଥିବା ଲୋକମାନଙ୍କ ସ୍ବାବ ସଂଗ୍ରହ ପାଇଁ କେନ୍ଦୁଝର ଜିଲା ମୁଖ୍ୟ...

୩୭ ହଜାର ନିକଟତର ସୁନା,ରୁପା ୪୩ ହଜାର ଟପିଲା

ନୂଆଦିଲ୍ଲୀ,୬-୮: ଆମେରିକା-ଚାଇନା ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଅଧିକ ଘନୀଭୂତ ହେବାକୁ ଯାଉଥିବା ବେଳେ ଆମେରିକା ଫେଡେରାଲ ରିଜର୍ଭ ସୁଧ ହାର ୦.୨୫% ହ୍ରାସ କରିବା କାରଣରୁ...

ଏସ୍‌ବିଆଇ ଡିଭିଡେଣ୍ଡ ୟିଲ୍‌ଡ ଫଣ୍ଡର ଶୁଭାରମ୍ଭ

ନୂଆଦିଲ୍ଲୀ,୨୩।୨: ଏସ୍‌ବିଆଇ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ଏସ୍‌ବିଆଇ ଡିଭିଡେଣ୍ଡ ୟିଲ୍‌ଡ ଫଣ୍ଡର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଏକ ଓପନ ଏଣ୍ଡେଡ୍‌ ଇକ୍ୟୁଟି...

ସରିଲା ଡେଡ୍‌ଲାଇନ, କଟିବ ଫାଇନ

ନୂଆଦିଲ୍ଲୀ,୧୧।୧:  ଗତ ରବିବାର ଥିଲା ୨୦୧୯-୨୦ ଆର୍ଥିକ ବର୍ଷର ଆୟକର ରିଟର୍ନ ଦାଖଲ କରିବାର ଶେଷ ଦିନ। ଏହା ପୂର୍ବରୁ ଆଇଟିଆର ଫାଇଲ କରିବାର ଶେଷ ତାରିଖ...

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୭୩୦ କରୋନା ପଜିଟିଭ; ୩୧୬୦୦୧ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୭୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି।...

ସୁଶାନ୍ତ ପଣ୍ଡା ଓଆଇଏର ନୂତନ ସଭାପତି

କଟକ,୨୨।୨: ଓଡ଼ିଶା ଇଣ୍ଡଷ୍ଟ୍ରିଜ ଆସୋସିଏଶନ (ଓଆଇଏ)ର ନୂତନ ସଭାପତି ଭାବେ ଭାରତ ମସଲାର ପରିଚାଳନା ନିର୍ଦ୍ଦେଶକ ସୁଶାନ୍ତ କୁମାର ପଣ୍ଡା ନିଦର୍‌ବନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏପରିକି...

Advertisement
Archives

Model This Week