ଜାହାନିଆଁରେ ବାଲିଯାତ୍ରା: ଶ୍ରଦ୍ଧାଳୁଙ୍କ ଭିଡ଼

କାକଟପୁର, ୧୨।୧୧(ଡି.ଏନ୍‌.ଏ.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପୁରୀ ଜିଲା ଅସ୍ତରଙ୍ଗ ଉପକୂଳର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସର୍ବଧର୍ମ ସମନ୍ବୟ ପୀଠ ଜାହାନିଆଁଠାରେ ଅନୁଷ୍ଠିତ ହେଉଛି ବାଲିଯାତ୍ରା। ପ୍ରତ୍ୟୁଷରୁ ହଜାର ହଜାର ହିନ୍ଦୁ ଓ ମୁସଲମାନ ଶ୍ରଦ୍ଧାଳୁ ଜାହାନିଆଁରେ ପହଞ୍ଚି ଜାହାନିଆଁ ସାହେବଙ୍କ କଠଉ ଦର୍ଶନ କରିବା ସହ ପୀଠରେ ଲିଆ, କଦଳୀ ଭୋଗ କରିଛନ୍ତି। ଅନେକ ଶ୍ରଦ୍ଧାଳୁ ମାନସିକକରି ପୀର ପୀଠସ୍ଥିତ ବାଲିସ୍ତୁପରେ ନାଲି ପତାକା ପୋତିଛନ୍ତି। ଅନେକ ସମୁଦ୍ରରେ ସ୍ନାନକରି ବେଳଭୂମି ସଂଳଗ୍ନ ଝାଉଁ ବଣରେ ଭୋଜି କରୁଥିବା ଦେଖିବାକୁ ମିଳୁଛି। ପୀର ପଡ଼ିଆଠାରେ ମେଳା ଲାଗିଛି। ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ ଦୁଇ କଂଗ୍ରେସ ପ୍ରାର୍ଥୀ

କୋରାପୁଟ,୧।୧୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏଣୁ କଂଗ୍ରେସ ପକ୍ଷରୁ ଦୁଇଜଣ ପ୍ରାର୍ଥୀ ଉପଜିଲାପାଳଙ୍କ...

ପୋଖରୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ, ୧୭।୮: ଗଞ୍ଜାମ ଜିଲା ଗେଟବଜାର ନିକଟ ପାୟଲ ସିନେମା ହଲ ସମ୍ମୁଖରେ ଥିବା ଏକ ପୋଖରୀରୁ ଶନିବାର ସକାଳେ ୨ ଦିନ ହେବ...

ବଢ଼ୁଛି ବୈତରଣୀ

ଭଣ୍ଡାରିପୋଖରୀ, ୨୫।୧୦(ଡି.ଏନ୍‌.ଏ.): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଥିବା ଯୋଗୁ ବୈତରଣୀ ନଦୀର ଜଳସ୍ତର ବଢିବା ଆରମ୍ଭ କରିଛି। ଆଖୁଆପଦାଠାରେ...

ପୁନରୁଦ୍ଧାରରେ ଗଞ୍ଜାମର ୧୨ ଯନ୍ତ୍ରୀ ସାମିଲ

ଛତ୍ରପୁର,୧୩ା୫(ଡି.ଏନ.ଏ)-ଫନୀ ବାତ୍ୟାରେ ପୁରୀ ଜିଲା ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଜିଲାର ବିଭିନ୍ନ ସ୍ଥାନରେ ଥିବା ଗ୍ରାମ୍ୟ ପାଇପ ଜଳଯୋଗାଣ ପ୍ରକଳ୍ପଗୁଡିକ ସମ୍ପୂଣ୍ଣର୍ର୍ ନଷ୍ଟ ହୋଇଯାଇଛି।...

ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର କରୋନା ଯୋଦ୍ଧାଙ୍କୁ କରୋନା: ରୋଗୀଙ୍କ ଉପରେ କଟକଣା

ଖୋର୍ଦ୍ଧା ଅଫିସ,୧୪।୭: ଖୋର୍ଦ୍ଧା ଜିଲାରେ କାୟା ବିସ୍ତାର କରିବାରେ ଲାଗିଛି କରୋନା। ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଜଣେ କରୋନା ଯୋଦ୍ଧା, ଡାକ୍ତର କରୋନା ଆକ୍ରାନ୍ତ ହୋଇଛନ୍ତି।...

ଆମ୍ବୁଲାନ୍ସ ଆବଶ୍ୟକ ବୋଲି ହେଲ୍ପଲାଇନ୍‌ ନମ୍ବରକୁ ଯାଇଥିଲା ୩୧ କଲ୍‌: ୩୧ ଜଣ ଗଲେ କୋଭିଡ ହସ୍ପିଟାଲ

ଛତ୍ରପୁର,୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଛତ୍ରପୁର ସ୍ଥିତ ଆର୍‌ଟିଓ ଅଫିସରେ ୨୪ ଘଣ୍ଟିଆ ଆମ୍ବୁଲାନ୍ସ ମନିଟରିଂ ସେଲ ରହିଛି। ୧୪ ତାରିଖରେ ଏଠାକୁ କରୋନା ଆକ୍ରାନ୍ତଙ୍କ ପାଇଁ...

ସାବିତ୍ରୀ ରଥ ହେବେ ହାଇକୋର୍ଟ ବିଚାରପତି

କଟକ ଅଫିସ,୨୩।୧: ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ ସାବିତ୍ରୀ ରଥ। ସୁପ୍ରିମକୋର୍ଟ କଲେଜିୟମ ମିଟିଂରେ ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଏବେ ସେ ଓଡ଼ିଶା ହାଇକୋର୍ଟରେ...

୩ ମାସ ହେବ ଦରମା ଦେଇନି ଠିକାସଂସ୍ଥା: ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ପଡ଼ିଲା ତାଲା

ବଇଣ୍ଡା,୨୦।୧୨(ଡି.ଏନ.ଏ.)-ରାସ୍ତାରେ ଯାଉଥିବା ବାଟୋଇଙ୍କୁ ମାଗଣାରେ ବିଶ୍ରାମ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକର ମୁଖ୍ୟରାସ୍ତା ପାର୍ଶ୍ୱରେ ପଥପ୍ରାନ୍ତ ସୁବିଧା କେନ୍ଦ୍ର ସ୍ଥାପନ କରିଛନ୍ତି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *