ଜାହ୍ନବୀଙ୍କ ଆଶା

ନବାଗତା ଜାହ୍ନବୀ କପୁରଙ୍କର ଏକ ଆଶା ରହିଛି। ବଲିଉଡ୍‌ରେ ତ ଏଣ୍ଟ୍ରି କଲେ, ପୁଣି ଆଉ କ’ଣ ଆଶା ରହିଗଲା ଯେ ତାକୁ ନେଇ ସେ ଚିନ୍ତା କରୁଛନ୍ତି। ସେ କହି ବୁଲୁଛନ୍ତି ଯେ, ତାଙ୍କ ସାନଭଉଣୀ ଖୁସି ମଧ୍ୟ ଆକ୍ଟିଂ କ୍ୟାରିୟର ଆରମ୍ଭ କରୁ। ଏଥିପାଇଁ ସେ କେତେଜଣ ପ୍ରଯୋଜକଙ୍କ ସହ କଥାବାର୍ତ୍ତା ଚଳାଇଛନ୍ତି। ‘ଖୁସି ଆକ୍ଟିଂ କରିବାକୁ ଆଗ୍ରହୀ, ଏ କଥା ମୁଁ ପାପା (ବୋନି କପୁର)ଙ୍କୁ କହିବା ପରେ ସେ ମଧ୍ୟ ଗ୍ରୀନ୍‌ ସିଗ୍‌ନାଲ ଦେଖାଇ ସାରିଛନ୍ତି। କେବଳ ପ୍ରଡକ୍ସନ ହାଉସ୍‌ ରାଜିହେଲେ ସେ ବଲିଉଡ୍‌ରେ ଏଣ୍ଟ୍ରି କରିବ ବୋଲି କହନ୍ତି ଜାହ୍ନବୀ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ, ଥ୍ରିଲର ଓ ରୋମାନ୍ସ ନେଇ ଆସିବ ‘ଖୁଦାହାଫିଜ’

ମୁମ୍ବାଇ: ବଲିଉଡ୍‌ର ‘କମାଣ୍ଡୋ’ ହିରୋ ବିଦ୍ୟୁତ ଜାନଓ୍ବାଲଙ୍କ ଅଭିନୀତ ଫିଲ୍ମ ‘ଖୁଦାହାଫିଜ’ର ଶୁଟିଂ ଆରମ୍ଭ ହୋଇଯାଇଛି। ଉଜ୍‌ବେକିସ୍ତାନରେ ଏହାର ଶୁଟିଂ ଆରମ୍ଭ ହେବା ନେଇ ଖବର...

୫୫ରେ ପାଦ ଥାପିଲେ ସୀମା ବିଶ୍ୱାସ: ବ୍ୟାଣ୍ଡିଟ୍‌ କୁଇନ୍‌ ଫିଲ୍ମର ଶୁଟିଂ ପରେ ସାରା ରାତି କାନ୍ଦିଥିଲେ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ଜାନୁୟାରୀ ୧୪ରେ ଆସାମର ନଲବାରିଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ଶେଖର କପୁରଙ୍କ...

ନିଜଠାରୁ ୧୬ ବର୍ଷ ବଡ ବିବାହିତାଙ୍କ ପ୍ରେମରେ ପଡିଥିଲେ ନସିରୁଦ୍ଦିନ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ୍‌ ଆକ୍ଟର ନସିରୁଦ୍ଦିନ ଶାହ। ଆଜି ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଆଜିବି ତାଙ୍କ ଦମ୍‌ଦାର ଅଭିନୟ ଦର୍ଶକଙ୍କୁ ବାନ୍ଧି ରଖିବାରେ...

ଐଶ୍ୱର୍ଯ୍ୟା ରାୟଙ୍କ ଫୋନ୍‌ ଚେକ୍‌ କରନ୍ତି କି ସ୍ବାମୀ ଅଭିଷେକ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ବୋହୂ ଐଶ୍ୱର୍ଯ୍ୟା ରାୟ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଫିଲ୍ମରେ ସେତେଟା ସକ୍ରିୟ ନ ଥିଲେ ମଧ୍ୟ ତାଙ୍କୁ ନେଇ ଚର୍ଚ୍ଚା...

ସୁପର ଓଭରରେ ଭାରତର ବିରଳ ବିଜୟ: କବିତା ଲେଖି ଦଳକୁ ଶୁଭେଚ୍ଛା ଜଣାଇଲେ ଅମିତାଭ

ବମ୍ବେ: ବିଗ୍‌ ବି ଅମିତାଭ ବଚ୍ଚନ କ୍ରିକେଟର ଜଣେ ବଡ଼ ପ୍ରଶଂସକ। ଟିକିଏ ସମୟ ପାଇଲେ ସେ ଖେଳ ଦେଖିବାକୁ ଭଲପାଆନ୍ତି। ସେ ଭାରତୀୟ କ୍ରିକେଟ...

‘ରାଇଜିଂ ଷ୍ଟାର-୩’ ମଞ୍ଚରେ ପୁଣି ଆସିବେ ସଲମାନ,ଗୀତଗାଇବେ ରେଖା

ମୁମ୍ବାଇ: ଟେଲିଭିଜନ ପରଦାରେ ରୂପେଲି ପରଦାର ନାୟକ ନାୟିକାଙ୍କୁ ଦେଖିଲେ ଦର୍ଶକେ ଅଧିକ ଖୁସି ହୁଅନ୍ତି। ତେବେ ଏଥର ଛୋଟ ପରଦାର ରିୟଲିଟି ଶୋ’ ‘ରାଇଜିଂ...

ଭିଡିଓ ଜାରି କରି ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କଙ୍ଗନା

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ଅର୍ଥାତ୍ ଗୁରୁବାର ତାଙ୍କର ୭୦ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ତାଙ୍କୁ...

ରୋମାନ୍ସ, ସସ୍‌ପେନ୍ସରେ ଭରପୂର ରହିବ ଭାଲେଣ୍ଟାଇନ୍‌ ସପ୍ତାହ: ପରଦାକୁ ଆସୁଛି ଏସବୁ ଫିଲ୍ମ

ବମ୍ବେ: ଆଗକୁ ଆସୁଛି ଭାଲେଣ୍ଟାଇନ୍‌ ଡେ। ଚଳଚ୍ଚିତ୍ର ନିର୍ମାତାମାନେ ଏହାକୁ ଦୃଷ୍ଟିରେ ରଖି ରୋମାନ୍ସ ଏବଂ ସସ୍‌ପେନ୍ସ ଉପରେ ଆଧାରିତ ଏକାଧିକ ଫିଲ୍ମ ଭେଟିଦେବାକୁ ଯାଉଛନ୍ତି।...

Coronavirus Update


Archives

Model This Week

Why Dharitri