ଜାହ୍ନବୀଙ୍କ ଜିମ୍‌ ଲୁକ୍‌

ଜିମ୍‌ ସେଣ୍ଟର ବାହାରେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କୁ ସ୍ପଟ୍‌ କରାଯାଇଛି। ସେ ଧଳା ରଙ୍ଗର ଏକ କ୍ରପ୍‌ ଟପ୍‌ ଏବଂ ଛୋଟ ପ୍ୟାଣ୍ଟ ପିନ୍ଧିଛନ୍ତି। ଜାହ୍ନବୀଙ୍କ ଏହି ଜିମ୍‌ ଲୁକ୍‌ ପ୍ରଶଂସକଙ୍କୁ ବେଶ୍‌ ପସନ୍ଦ ଆସିଛି। ତାଙ୍କର ଏହି ହଟ୍‌ ଲୁକ୍‌ର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେହିପରି ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ପରିବାର ସହିତ ଦେଖିବାକୁ ମିଳିଛି। ସ୍ବାମୀ ରାଜ୍‌ କୁନ୍ଦ୍ରା, ପୁଅ ବିୟାନ୍‌ ଏବଂ ମାଆ ସୁନନ୍ଦାଙ୍କ ସହିତ ଶିଳ୍ପା ବୁଲୁଥିବା ନଜର ଆସିଛନ୍ତି। ସେ ଏକ ଧଳା ରଙ୍ଗର ଟପ୍‌ ଏବଂ ସ୍କଟ୍‌ ପିନ୍ଧି ଖୁବ୍‌ ସୁନ୍ଦର ଦିଶୁଛନ୍ତି। ସୋନମ କପୁର ମଧ୍ୟ ଧଳା ରଙ୍ଗର ଡ୍ରେସ୍‌ ପିନ୍ଧିବାକୁ ଭଲ ପାଆନ୍ତି। ସ୍ବାମୀ ଆନନ୍ଦ ଆହୁଜାଙ୍କ ସହିତ ତାଙ୍କୁ ମୁମ୍ବାଇ ଏୟାରପୋର୍ଟରେ ସ୍ପଟ୍‌ କରାଯାଇଛି। ସେ ଏକ ଧଳା ରଙ୍ଗର ଟପ୍‌ ସହିତ ଏକ ସ୍କଟ୍‌ ପିନ୍ଧିଥିବା ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଟିଂ ସମୟରେ ସାନିଟାଇଜର ସିଞ୍ଚନ କଲେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ ନିଜର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ ଏକ ଭିନ୍ନ ଶେଳୀରେ ଦେଖିବାକୁ ମିଳୁଛି। ଏହି...

ଚାଲିଗଲେ ଶାହାରୁଖ ଖାଁଙ୍କ ଭଉଣୀ

ବଲିଉଡ୍‌ ଅଭିନେତା ଶାହାରୁଖ୍‌ ଖାଁଙ୍କ ସମ୍ପର୍କୀୟ ଭଉଣୀ ନୁର୍‌ ଜହାଁଙ୍କ ପରଲୋକ ଘଟିଛି। ସେ କିଛିଦିନ ହେବ କ୍ୟାନସରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ମୃତ୍ୟୁ...

୧୦ ମିନିଟ୍‌ ଗାଇବା ଲାଗି ୧.୫ କୋଟି ପାଉଣା !

ବମ୍ବେ: ୧୦ ମିନିଟ୍‌କୁ ୧.୫ କୋଟି ଟଙ୍କା ପାଉଣା। ଖ୍ୟାତନାମା ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ଉତ୍ସବରେ ଗୀତ ଗାଇ ଏଭଳି...

ଫିଲ୍ମର ସଫଳତା ପାଇଁ ସ୍ବର୍ଣ୍ଣ ମନ୍ଦିରରେ ପହଞ୍ଚିଲେ ଜ୍ୟାକଲିନ- ସୋନୁ ସୁଦ

ମୁମ୍ବାଇ: ୨୦୦ କୋଟି ଠକେଇ ମାମଲାକୁ ନେଇ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜ ଚର୍ଚ୍ଚାରେ ଥିବାବେଳେ ଏବେ ତାଙ୍କ ଅପକମିଙ୍ଗ୍‌ ଫିଲ୍ମକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ...

ଆନ୍ଥୋନି ମ୍ୟାକିଙ୍କ ସହ ନଜର ଆସିବେ ଦେଶୀ ଗର୍ଲ

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆଉ ଏକ ହଲିଉଡ ଫିଲ୍ମରେ ନଜର ଆସିବେ। ମାର୍ଭେଲ ସିରିଜ ଫେମ ଆନ୍ଥୋନି ମ୍ୟାକିଙ୍କ ସହ ତାଙ୍କୁ ‘ଏଣ୍ଡିଙ୍ଗ ଥିଙ୍ଗ୍ସ’ରେ...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ସଲମାନଙ୍କ ଭଉଣୀ!

ମଣ୍ଡି,୨୨।୬: ମାୟାନଗରୀ ମୁମ୍ବାଇରୁ ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କ ଭଉଣୀ ଅର୍ପିତା ଓ ତାଙ୍କ ସ୍ବାମୀ ଆୟୁଷ ଶର୍ମା ଓ ୨ସନ୍ତାନଙ୍କ ସହ ହିମାଚଳ ପ୍ରଦେଶର...

ଏହି କାରଣରୁ ସାଇରାଙ୍କୁ ବିବାହ ଦିନ ଛାଡି ଚାଲିଯାଇଥିଲେ ଦିଲ୍ଲୀପ କୁମାର

ମହାମାରୀ କରୋନା ଯୋଗୁ ଏହି ସମୟରେ ବଲିଉଡ୍‌ କଳାକାରଙ୍କ ଅନେକ କାହାଣୀ, ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାରି ମଧ୍ୟରେ...

ଡ୍ରେସିଂ ସେନ୍ସକୁ ନେଇ ପୁଣି ଟ୍ରୋଲ ହେଲେ ରାକ୍ଷୀ

ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ ତାଙ୍କ କୌଣସି ନା କୌଣସି କାର୍ଯ୍ୟ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ସେ ତାଙ୍କ ଅତରଙ୍ଗୀ ଷ୍ଟାଇଲକୁ ଦେଖାଇବା ପାଇଁ...

Advertisement
Archives

Model This Week