ଜାହ୍ନବୀଙ୍କ ନୂଆ ଗାଡି ସହ କ’ଣ ରହିଛି ଶ୍ରୀଦେବୀଙ୍କ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଜାହ୍ନବୀ କପୁର ଏବେ ବିଟାଉନ୍‌ରେ ନିଜ ପାଇଁ ଧୀରେ ଧୀରେ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିବାରେ ଲାଗିଛନ୍ତି। ‘ଧଡକ’ ଫିଲ୍ମରେ ଡେବ୍ୟୁ କରିଥିବା ଜାହ୍ନବୀଙ୍କ ହାତରେ ଏବେ କେତେ ଗୁଡିଏ ଅଫର ରହିଛି। ବଲିଉଡ୍‌ ବ୍ୟତିତ ଜାହ୍ନବୀ ସୋସିଆଲ ମିଡିଆରେ ମଧ୍ୟ ବେଶ୍‌ ଆକ୍ଟିଭ। ନିକଟରେ ସେ ଏକ ନୂଆ ଗାଡି କିଣିଥିବା ବେଳେ ତାକୁ ନେଇ ଅଛନ୍ତି ଚର୍ଚ୍ଚାରେ। ଜାହ୍ନବୀ ଅନେକ ସମୟରେ ତାଙ୍କ ମା’ ତଥା ବଲିଉଡ୍‌ ଅଭିନେତ୍ରୀ ଶ୍ରୀଦେବୀଙ୍କୁ ମନେ ପକାନ୍ତି ବୋଲି କୁହନ୍ତି। ଏବେ ସେ Mercedes Maybach କିଣିଛନ୍ତି। ଯାହାର ସମ୍ପର୍କ ତାଙ୍କ ମା’ଙ୍କ ସହ ରହିଛି ବୋଲି କୁହାଯାଉଛି। କାରଣ ଶ୍ରୀଦେବୀ ସବୁବେଳେ ଧଳା ରଙ୍ଗର ଏକ Mercedes ଗାଡି ଚଢୁଥିଲେ। ସେ ସବୁବେଳେ ଏହି ଗାଡିରେ ଯାଆସ କରିବାକୁ ପସନ୍ଦ କରୁଥିଲେ। ଆଉ ଏହାର ନମ୍ବର ଥିଲା MH 02 DZ 7666। ଏବେ ଜାହ୍ନବୀ ଯେଉଁ ଗାଡିଟି କିଣିଛନ୍ତି ତା’ର ନମ୍ବର ରହିଛି MH 02 FG 7666। ଏହାର ଅର୍ଥ ଜାହ୍ନବୀ କହିଛନ୍ତି ମୋତେ ଲାଗୁଛି ମୁଁ ମୋ ମା’ଙ୍କୁ ପାଖରେ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ବିଜୟଙ୍କୁ ପଛରେ ପକାଇଦେଲେ ତ୍ରିଶା: ଖେଳିଗଲା…

ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନ ଏବଂ ସୂର୍ଯ୍ୟା ଅଭିନୀତ ଫିଲ୍ମ ‘କରୁପ୍ପୁ’ ଦର୍ଶକଙ୍କଠାରୁ ଏକ ଜବରଦସ୍ତ ପ୍ରତିକ୍ରିୟା ପାଇଛି। ବକ୍ସ ଅଫିସରେ ଚମତ୍କାର ବ୍ୟବସାୟ କରିଛି। ଫିଲ୍ମ ମୁକ୍ତିଲାଭ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri