ଜାହ୍ନବୀଙ୍କ ସହ ଫିଲ୍ମ ଶୁଟିଂବେଳେ ଭାବପ୍ରବଣ ହେଲେ ଏହି ଅଭିନେତା

ବଳିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କେବେ ନିଜ ଫିଲ୍ମ ପାଇଁ ତ ଆଉ କେବେ ମା’ ଶ୍ରୀଦେବୀଙ୍କ ପାଇଁ। ଫିଲ୍ମ ‘ଧଡ଼କ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିବା ପରେ ଏବେ ଜାହ୍ନବୀଙ୍କ ହାତରେ ‘ତଖ୍ତ’ ଏବଂ ‘ଗୁଞ୍ଜନ ସକ୍ସେନା:କାରଗିଲ ଗର୍ଲ’ ଭଳି ଫିଲ୍ମ ରହିଛି। ଏବେ ‘ଗୁଞ୍ଜନ ସକ୍ସେନା’ ଫିଲ୍ମ ଶୁଟିଂରେ ବ୍ୟସ୍ତ ଅଛନ୍ତି ଜାହ୍ନବୀ। ଏହି ଫିଲ୍ମରେ ସେ ଅଙ୍ଗଦ ବେଦୀଙ୍କ ସହ ନଜର ଆସିବେ। ଫିଲ୍ମ ଶୁଟିଂ ସମୟର ଅନୁଭବ ଶେୟାର କରିବାକୁ ଯାଇ ଅଙ୍ଗଦ କହିଛନ୍ତି, ଜାହ୍ନବୀଙ୍କ ଆଖିରେ ଶ୍ରୀଦେବୀଙ୍କ ଝଲକ ରହିଛି। ତାଙ୍କ ସହ ଶୁଟିଂବେଳେ ଭାବପ୍ରବଣ ହୋଇଯାଇଥିଲି। ଅଭିନୟ ପ୍ରତି ତାଙ୍କ ନିଷ୍ଠା ଦିନେ ତାଙ୍କୁ ଉଚ୍ଚସ୍ତରରେ ପହଞ୍ଚାଇବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆଙ୍କ ଚପଲର ଦାମ୍‌ କେତେ ଜାଣନ୍ତି…

ଫିଲ୍ମ ବ୍ୟତୀତ ବଲିଉଡ୍‌ ଅଭିନେତ୍ରୀଙ୍କ ପୋଷାକ ପରିଚ୍ଛଦକୁ ନେଇ ମଧ୍ୟ ବେଳେବେଳେ ଚର୍ଚ୍ଚା ହୋଇଥାଏ। ଏହି ଚର୍ଚ୍ଚାରେ ଏବେ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ନାଁ ଯୋଡ଼ି...

କ୍ଷମା ମାଗିଲେ ଅମିତାଭ

ମୁମ୍ବାଇ, ୩୦ା୧୨: ସୋସିଆଲ ମିଡିଆରେ ସକ୍ରିୟ ରହୁଥିବା ବଲିଉଡ୍‌ ବିଗ୍‌ ବି ଅମିତାଭ ବଚ୍ଚନ ଟୁଇଟରରେ କ୍ଷମା ପ୍ରାର୍ଥନା କରିଛନ୍ତି। ସେ ଏକ କବିତା ପୋଷ୍ଟ...

ଏହି ବଲିଉଡ୍‌ ନାୟକଙ୍କ ପ୍ରେମରେ ପଡିଥିଲେ କ୍ରିତି

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ରିତି ସାନନ ୨୦୧୪ରେ ଫିଲ୍ମ ହିରୋପନ୍ଥି ମାଧ୍ୟମରେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ। ୩୦ ବର୍ଷରେ ପଦାର୍ପଣ କରିଥିବା ଏହି ନାୟିକା ଇଞ୍ଜିନିୟରିଂରେ...

ଦିୟାଙ୍କ ପୁରୁଣା ଲଭ୍‌ଷ୍ଟୋରୀ, କାଲି ଧରିବେ ଆଉ ଜଣଙ୍କ ହାତ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିୟା ମିର୍ଜାଙ୍କ କଥା ବର୍ତ୍ତମାନ ଚର୍ଚ୍ଚା ହେଉଛି। ସେ ଆସନ୍ତାକାଲି ଅର୍ଥାତ୍‌ ସୋମବାର ବିବାହ ବନ୍ଧନରେ ବାନ୍ଧି ହେବେ। ଏହାକୁ ନେଇ...

ଆପତ୍ତି ଜନକ ସିନ୍‌ ପାଇଁ ଏହି ହଲିଉଡ୍‌ ଫିଲ୍ମ ଭାରତରେ ବ୍ୟାନ୍‌: ରାହୁଲଙ୍କ ବିରୋଧରେ ଗୁଜବ…

ନୂଆଦିଲ୍ଲୀ,୨୦।୫: କେତେକ ଆପତ୍ତି ଜନକ ଦୃଶ୍ୟ ଥିବାରୁ ୨୦୧୫ରେ ହଲିଉଡ୍‌ ଫିଲ୍ମ ଫିଫ୍ଟି ଶେଡସ୍‌ ଅଫ୍‌ ଗ୍ରେକୁ ଭାରତୀୟ ସେନସର ବୋର୍ଡ ପକ୍ଷରୁ ରିଲିଜ୍‌ ପାଇଁ...

କେତେବେଳେ ହଁ, କେତେବେଳେ ନା

ଦିଶା ପଟାନି ବୋଧହୁଏ ଦୋଛକିରେ ପଡ଼ିଯାଇଛନ୍ତି। ଟାଇଗର ଶ୍ରଫ୍‌ଙ୍କ ସହ ଆଫେୟାର୍ସକୁ ନେଇ ସେ ନିକଟରେ ଏପରି ସଫେଇ ଦେଇଛନ୍ତି, ଯାହା ଆଲୋଚନା ପାଇଁ ବେଶ୍‌...

ବୁର୍ଜ ଖଲିଫାରେ ଶୁଟିଂ ହେବ ଶାହାରୁଖଙ୍କ ଫିଲ୍ମ

ବଲିଉଡ୍‌ ସୁପରଷ୍ଟାର ଶାହାରୁଖ ଖାନଙ୍କ ଅପ୍‌ କମିଂ ଫିଲ୍ମ ‘ପଠାନ’ର କିଛି ଦୃଶ୍ୟ ବିଶ୍ୱର ଉଚ୍ଚତମ କୋଠା ବୁର୍ଜ ଖଲିଫାରେ ଶୁଟିଂ ହେବ। କିଙ୍ଗ୍‌ ଖାନ ଓ କୋ...

ଦିନ ଗଣୁଛନ୍ତି ବରୁଣ

ବରୁଣ ଧାଓ୍ବନ ଏବେ ଠାରୁ ଦିନ ଗଣିବା ଆରମ୍ଭ କରିଦେଲେଣି। କେମିତି ଗଣିବେ ନାହିଁ କହୁନାହାନ୍ତି ? ତାକୁ ନେଇ ତାଙ୍କ ମନରେ କେତେ ଆଶା।...

Advertisement
Seven Jackpot


Archives

Model This Week