ଜିଆଇ ତାରରେ ଫାଶ ବସାଉଥିବା ବେଳେ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ଛେଣ୍ଡିପଦା,୩ା୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କଙ୍କୁରପାଳ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରୁ ସୋମବାର ସକାଳେ ଜଣେ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ସେ ହେଲେ ଚାଙ୍ଗୁଡିଆ ପଞ୍ଚାୟତ ବଡ଼ବେରେଣା ଗ୍ରାମର ବିରଞ୍ଚି ଭୋଇଙ୍କ ପୁଅ ବିପିନ (୪୦) । ସକାଳୁ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପିନଙ୍କୁ ଗିରଫ କରିବା ସହ ଶିକାରରେ ବ୍ୟବହୃତ ଜିଆଇ ତାର ଜବତ କରାଯାଇଛି।
ସୂଚନାଯୋଗ୍ୟ, ଉକ୍ତ ଜଙ୍ଗଲରେ ବିପିନ ବନ୍ୟଜନ୍ତୁ ଶିକାର ପାଇଁ ଜିଆଇ ତାରରେ ଫାଶ ବସାଉଥିବା ଖବରପାଇ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ମନମୋହନ ସ୍ବାଇଁ ସଦଳବଳ ଚଢ଼ାଉ କରିଥିଲେ। ଏ ନେଇ ବନ ବିଭାଗ ପକ୍ଷରୁ ବନ୍ୟଜନ୍ତୁ ସଂରକ୍ଷଣ ଆଇନ ୧୯୭୨ ଅନୁଯାୟୀ ମାମଲା ରୁଜୁ କରାଯିବା ସହିତ ବିପିନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋରନ୍ଦା, କପିଳାସ, ସପ୍ତଶଯ୍ୟାର ହେବ ବିକାଶ

ଢେଙ୍କାନାଳ ଅଫିସ, ୧୧।୨ ବିଶ୍ୱ ପ୍ରସିଦ୍ଧ ମାଘମେଳା ଅବସରରେ ଯୋରନ୍ଦାସ୍ଥିତ ମହିମା ଗାଦି ଧୁନି ମନ୍ଦିର ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ୩ୟ ମହିମା...

ତୋଷାଳି ଛକରେ ଫାଙ୍କା ଗୁଳିଚାଳନା

ପୁରୀ ଅଫିସ,୨୩ା୧: ପୁରୀରେ ପୁଣି ଫୁଟିଛି ଗୁଳି। ପେଣ୍ଠକଟା ମେରାଇନ ଥାନା ଅନ୍ତର୍ଗତ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରୋଡର ହୋଟେଲ ତୋଷାଳି ଛକ ନିକଟରେ ବୁଧବାର...

୧୦ ପଜିଟିଭ୍‌ ଭିତରୁ ନାଲ୍‌କୋରୁ ୬

ଅନୁଗୋଳ ଅଫିସ୍‌/ବଅଁରପାଳ,  ୫।୭:  ଅନୁଗୋଳରେ ଶନିବାର ଆଉ ୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ବାରାଣ୍ଟାଇନ୍‌ ସେଣ୍ଟରରୁ ହୋଇଥିବାବେଳେ...

୧୩ ମଠ ଲାଗି ବିନା ଦେୟରେ ସରକାରୀ ଜମି

ପୁରୀ ଅଫିସ, ୧୯।୫: ଜଗନ୍ନାଥ ମନ୍ଦିରର ସୁରକ୍ଷା ବଳୟର ଉନ୍ନତି ପାଇଁ ରାଜ୍ୟ ସରକାର ମେଘନାଦ ପାଚେରୀର ଚତୁଃପାର୍ଶ୍ୱର ୭୫ ମିଟର ଦୂରତା ମଧ୍ୟରେ ଥିବା...

ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇବା ଲକ୍ଷ୍ୟ ୧୦୬ ଦେଶର ୪୪୧୪ ଖବରକାଗଜ ପ୍ରଦର୍ଶିତ

ଭୁବନେଶ୍ୱର,୧ା୧୨ (ବ୍ୟୁରୋ) ଖବରକାଗଜ ସଂଗ୍ରହ କରିବା ତାଙ୍କର ଏକ ସଉକ। ଏପରିକି ଭିନ୍ନ ଭିନ୍ନ ଦେଶର ସବୁ ଖବରକାଗଜ ସଂଗ୍ରହ ତାଙ୍କର ଏବେ ନିଶା ପାଲଟିଯାଇଛି।...

୨୪୮.୫୧ କୋଟିର ଶ୍ରୀମନ୍ଦିର ବଜେଟ

ପୁରୀ ଅଫିସ,୨୬ା୪:୨୦୨୨-୨୩ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ୍‌ରେ ୨୪୮ କୋଟି ୫୧ ଲକ୍ଷ ଟଙ୍କା ଅନୁମୋଦିତ ହୋଇଛି। ବଜେଟ୍‌ରେ ବିଭିନ୍ନ ଯାନିଯାତ୍ରା, ପାଳିଆ ସେବାୟତ ପାଉଣା,...

ମହିଳା ଖବରଦାତାଙ୍କୁ ଆକ୍ରମଣ ପ୍ରତିବାଦ: ଭବାନୀପାଟଣାସ୍ଥିତ ଗାନ୍ଧୀଛକଠାରେ ବିକ୍ଷୋଭ

ଭବାନୀପାଟଣା, ୩୦।୧୨(ଡି.ଏନ୍‌.ଏ.): ଭୁବନେଶ୍ୱରର ରସୁଲଗଡ଼ଠାରେ ଥିବା ଏସ୍‌ପ୍ଲାନେଡ୍‌ ମଲ୍‌ରେ ମହିଳା ଖବରଦାତାଙ୍କୁ ଆକ୍ରମଣ ଏବଂ ଅସଦାଚରଣ ଘଟଣାକୁ ନେଇ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ...

ସୀମା ସିଲ୍‌ ବେଳେ ବିବାଦ: ଓଡ଼ିଶାରେ ପଶି ଟେଣ୍ଟ ବାନ୍ଧିଲା ଝାଡଖଣ୍ଡ ପୋଲିସ

ବଡବିଲ, ୩୧ା୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ନିମନ୍ତେ ସମସ୍ତ ରାଜ୍ୟ ସୀମାନ୍ତଗୁଡିକୁ ସିଲ୍‌ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଝାଡଖଣ୍ଡ...

Advertisement
Archives

Model This Week