ଜିଏମ୍‌ଆର୍‌ରେ ପରିବେଶ ଦିବସ ପାଳିତ : ୩୩ ମିନିଟ୍‌ରେ ଲାଗିଲା ୮୦୦୦ ଚାରା

ଢେଙ୍କାନାଳ ଅଫିସ, ୯ା୬ – ଢେଙ୍କାନାଳ ଜିଲା କମଳାଙ୍ଗସ୍ଥିତ ଜିଏମ୍‌ଆର୍‌ ଏନର୍ଜି ଲିମିଟେଡ୍‌ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଆରମ୍ଭ ହୋଇଥିବା ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ ଶେଷ ହୋଇଛି। କମ୍ପାନୀରେ କାର୍ଯ୍ୟରତ କର୍ମଚାରୀ, ଠିକାସଂସ୍ଥା, ସୁରକ୍ଷା କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନେ ୩୩ମିନିଟ୍‌ରେ ୮୦୦୦ ଚାରା ଲଗାଇ କରି ରେକର୍ଡ କରିଛନ୍ତି। ଜିକେଇଏଲ୍‌ ପ୍ରଗତି ଲେଡିଜ୍‌ କ୍ଲବର ସଭ୍ୟାମାନେ ୧୧୦ ଚାରା ରୋପଣ କରିଥିଲେ। ସ୍ଥାନୀୟ ଗ୍ରାମବାସୀଙ୍କୁ ୧୦୦ଟି ଆମ୍ବଚାରା ବଣ୍ଟନ କରାଯାଇଥିଲା। ଏଥିସହ ପ୍ଲାଣ୍ଟ ପରିସରରେ ପରିବେଶ ସଚେତନତା ସମ୍ପର୍କିତ ପୋଷ୍ଟର ଲଗାଯିବା ସହ ସଚେତନତା ଓ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଟାଉନଶିପ ମହିଳା ଓ ଶିଶୁଙ୍କ ମଧ୍ୟରେ ଜଣାଅଜଣା ଓ ପୋଷ୍ଟର ପ୍ରତିଯୋଗିତା କରାଯାଇଥିଲା। ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନେ ପୁରସ୍କୃତ ହୋଇଥିଲେ।
କମ୍ପାନୀର ସିଇଓ ରମେଶ ଆର. ପାଇ, ପ୍ରଗତି ଲେଡିଜ୍‌ କ୍ଲବ ସଭାନେତ୍ରୀ ସନ୍ଧ୍ୟା ପାଇ ଯୋଗଦେଇ କହିଲେ, କମ୍ପାନୀ ପକ୍ଷରୁ ପରିବେଶ ସୁରକ୍ଷା ନେଇ ବର୍ଷତମାମ କାର୍ଯ୍ୟକ୍ରମ ଜାରି ରହିବ। ଏ କ୍ଷେତ୍ରରେ ସମସ୍ତେ ସହଯୋଗ କରିବାକୁ ଉଭୟେ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମନୀୟ କଳାକୁଞ୍ଜ

ଢେଙ୍କାନାଳ ଅଫିସ, ୧୧।୧୦: ଭାଇଚାରା ଏବଂ ପରମ୍ପରାକୁ ନେଇ ସମୃଦ୍ଧ ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜାରେ ଅନ୍ୟତମ ଆକର୍ଷଣ ସାଜିଛି କଳାକୁଞ୍ଜ ଏବଂ ବିଭିନ୍ନ ମୁଦ୍ରାରେ ବିରାଜମାନ...

ସଦର, ଓଡ଼ାପଡ଼ା ବ୍ଲକରେ ଭୋଟ ଆଜି

ଢେଙ୍କାନାଳ ଅଫିସ, ୧୮।୨ ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ଅନୁଷ୍ଠିତ ହେଉଛି। ଏଥିଲାଗି ପୋଲିଂ ବୁଥ୍‌ରେ ସମସ୍ତ ପ୍ରସ୍ତୁତି...

ବିକ୍ରି ମାହାସୁଲରେ ଟେଣ୍ଡର ଫିକ୍ସିଂ

ଢେଙ୍କାନାଳ ଅଫିସ,୨୮।୪: ଢେଙ୍କାନାଳ ପୌରସଂସ୍ଥାରେ ବିକ୍ରି ମାହାସୁଲ ଆଦାୟରେ ଟେଣ୍ଡର ଫିକ୍ସିଂ ହୋଇଥିବା ପୂର୍ବତନ ନଗରପାଳ ସୁରେନ୍ଦ୍ର ମିଶ୍ର ଅଭିଯୋଗ କରିଛନ୍ତି। ଏହି ଦୁର୍ନୀତିର ଭିଜିଲାନ୍ସ...

ବନବିଭାଗ ପକ୍ଷରୁ ଚଢାଉ: ଚଉକାଠ ଜବତ, ୨ ଗିରଫ

ବଇଣ୍ଡା,୧୯।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ହାତୀଧରା ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ସକାଳେ ବନବିଭାଗ ଚଢାଉ କରି ୨ଟି ଶାଳଗଣ୍ଡିକୁ ଜବତ କରିଛି। ଏଥିସହ ୨ ଜଣ କାଠ...

୪ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପାଇଁ ୫୦୨ କୋଟି ମଞ୍ଜୁର

ଢେଙ୍କାନାଳ ଅଫିସ,୧୩।୮: ଢେଙ୍କାନାଳ ବିଜେଡି କାର୍ଯ୍ୟାଳୟରେ ଶନିବାର ପୂର୍ବାହ୍ନରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ...

ହାତୀ ଭୟ: ଖାଲି ହେଉଛି ଗାଁ

ଢେଙ୍କାନାଳ ଅଫିସ,୧୩ା୩: କି ଦିନ କି ରାତି, ଗାଁ ରାସ୍ତାରେ ପଲପଲ ହୋଇ ବୁଲୁଛନ୍ତି ହାତୀ। କେତେବେଳେ ଘର ଭାଙ୍ଗୁଛନ୍ତି ତ ଆଉ କେବେ ଶୁଣ୍ଢରେ...

ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ ଅଫିସ,୩।୩: ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଖବର ପାଇ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି...

ଏପ୍ରିଲ ସୁଦ୍ଧା ପୂର୍ଣ୍ଣାଙ୍ଗ ହେବ ୫୫ନଂ. ଏନ୍‌ଏଚ୍‌

ଢେଙ୍କାନାଳ ଅଫିସ, ୨୯ ।୪ ଢେଙ୍କାନାଳ ଜିଲାର ଜୀବନରେଖା କୁହାଯାଉଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଆସନ୍ତା ବର୍ଷ ଏପ୍ରିଲ୍‌ ସୁଦ୍ଧା ଶେଷ ହେବ।...

Advertisement
Archives

Model This Week