ଜିଏସ୍‌ଟି ସେଲ୍‌ସ ରିଟର୍ନ ଦାଖଲ ଅବଧି ବଢିଲା

ନୂଆଦିଲ୍ଲୀ,୨୧ା୪: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସେଲ୍‌ସ ରିଟର୍ନ ଦାଖଲ କରିବାରେ ଶେଷ ତାରିଖର ଅବଧିକୁ ସରକାର ବୃଦ୍ଧି କରିଛନ୍ତି। ମାର୍ଚ୍ଚ ମାସ ଲାଗି ଜିଏସ୍‌ଟିଆର୍‌-୩ବି ଦାଖଲ ଲାଗି ସୀମା ୩ ଦିନ ବଢାଯାଇ ଏପ୍ରିଲ ୨୩ କରାଯାଇଥିବା ଜିଏସ୍‌ଟି ପୋର୍ଟାଲରେ ଉଲ୍ଲେଖ କରାଯାଇଛି। ଜିଏସ୍‌ଟିର ସମରି ସେଲସ ରିଟର୍ନ ଦାଖଲ ଲାଗି ଶେଷ ତାରିଖ ଚଳିତ ମାସ ୨୦ ତାରିଖ ରହିଥିଲା। ଜିଏସ୍‌ଟିଏନ୍‌ରେ ବିଭିନ୍ନ ଅସୁବିଧା ଯୋଗୁ ସରକାର ଏଭଳି ଦିନ ଗଡାଉଥିବା ଏଏମ୍‌ ଜିଆର ଆଣ୍ଡ ଆସୋସିଏଟର ପାର୍ଟନର ରଜତ ମୋହନ ସୂଚନା ଦେଇଛନ୍ତି। ଅପରପକ୍ଷରେ ଶେଷ ଦିନ ଆଡକୁ ଟିକସଦାତା ରିଟର୍ନ ଫାଇଲ କରୁଥିବାରୁ ସିଷ୍ଟମ ଏହାର ଚାପକୁ ନ ସମ୍ଭାଳି କ୍ରାସ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

ଡଲାର ତୁଳନାରେ ୯୦ ଟପିଲା ଟଙ୍କା, ସର୍ବକାଳୀନ ନିମ୍ନ ସ୍ତରକୁ ଖସିଲା

ମୁମ୍ବାଇ,୩ା୧୨: ଭାରତୀୟ ଟଙ୍କା ବୁଧବାର ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍...

ପଲସର୍‌ ଆଣିଲା ଧୂଆଁଧାର ଅଫର୍‌, ମାତ୍ର ଏତିକି ଟଙ୍କାରେ ମିଳିବ…

ନୂଆଦିଲ୍‌ଲୀ,୩।୧୨: ବର୍ଷର ଶେଷ ମାସଗୁଡ଼ିକରେ, ଦୁଇଚକିଆ ଯାନ ନିର୍ମାତା ବାଜାଜ ଅଟୋ ପୁଣି ଥରେ ଏହାର ଲୋକପ୍ରିୟ ପଲସର ହାଟ୍ରିକ ଅଫରକୁ ଆରମ୍ଭ କରିଛି। ଦୀପାବଳି...

ରୁଫ୍‌ଟପ୍‌ ସୋଲାର ସିଷ୍ଟମ ପାଇଁ ଗ୍ରାମପଞ୍ଚାୟତକୁ ପ୍ରୋତ୍ସାହନ ରାଶି

ଭୁବନେଶ୍ୱର,୩।୧୨,(ଅନୁରାଧା ମହାରଣା): ଟାଟା ପାୱାର ଏବଂ ରାଜ୍ୟ ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏହାର ବ୍ୟବସାୟିକ...

ଏହି ୫ଟି ଟ୍ରାଞ୍ଜାକ୍ସନବେଳେ ରୁହନ୍ତୁ ସତର୍କ! ନଚେତ ସିଧା ଘରେ ପହଞ୍ଚିଯିବ…

ନୂଆଦିଲ୍ଲୀ,୨।୧୨: ଆୟକର ବିଭାଗ କେବଳ ଆପଣଙ୍କ ଆୟ ଉପରେ ଟିକସ ଲଗାଏ ନାହିଁ, ବରଂ କିଛି ପ୍ରକାରର ଆର୍ଥିକ କାରବାର ଉପରେ ମଧ୍ୟ କଡ଼ା ନଜର...

ବନ୍ଦ ହୋଇଯିବ ଏହି ୮ ବଡ଼ ବ୍ୟାଙ୍କ? ଆକାଉଣ୍ଟରେ ଟଙ୍କା ଥିଲେ…

ନୂଆଦିଲ୍ଲୀ,୨।୧୨: ବ୍ୟାଙ୍କ ଆକାଉଣ୍ଟ ଥିବା ଲୋକଙ୍କ ପାଇଁ ସତର୍କତା? କେନ୍ଦ୍ର ସରକାର ଏକ ବଡ଼ ଯୋଜନା ସହିତ ଆଗକୁ ବଢ଼ୁଛନ୍ତି। ମୋଦି ସରକାର ଏକ ପବ୍ଲିକ...

କୃଷକଙ୍କ ପାଇଁ ଖୁସି ଖବର, ୬ହଜାରରୁ ବଢି ୯ହଜାର ମିଳିବ ଟଙ୍କା! ଜାଣନ୍ତୁ କେବେଠୁ

ନୂଆଦିଲ୍ଲୀ,୨।୧୨: ପ୍ରତିବର୍ଷ ସଂସଦରେ ଉପସ୍ଥାପିତ କେନ୍ଦ୍ରୀୟ ବଜେଟକୁ ଦେଶର ଲକ୍ଷ ଲକ୍ଷ ଚାଷୀ ଉତ୍ସାହର ସହିତ ଅପେକ୍ଷା କରନ୍ତି। କୃଷି ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତି ବୃଦ୍ଧି...

ଆଉ ଏସବୁ କାମ ପାଇଁ ଦରକାର ପଡିବନି ଆଧାର କାର୍ଡ, ଦେବାକୁ ପଡିବ…ଆସିଲା ନୂଆ ନିୟମ

ନୂଆଦିଲ୍ଲୀ,୨।୧୨: ସାଧାରଣ ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା। ଆଜିକାଲି ପ୍ରାୟ ପ୍ରତ୍ୟେକ ସରକାରୀ ଏବଂ ବେସରକାରୀ କାର୍ଯ୍ୟ ପାଇଁ ଆଧାର କାର୍ଡ ବ୍ୟବହାର କରାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri