ଜିଓ’ରୁ ନିବେଶ କରିବେ ମାଇକ୍ରୋସଫ୍ଟ, ମୁବାଡାଲ

ମୁମ୍ବାଇ,୨୯।୫: ପ୍ରମୁଖ ବାଣିଜି୍ୟକ ଗ୍ରୁପ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ରିଲ୍‌)ର ରିଲାଏନ୍ସ ଜିଓ ଡିଜିଟାଲ ପ୍ଲାଟଫର୍ମରେ ଆବୁଧାବିର ପ୍ରମୁଖ ଅର୍ଥ ନିବେଶକାରୀ ସଂସ୍ଥା ମୁବାଡାଲ ୧ବିଲିୟନ ଓ ୟୁଏସ’ର ପ୍ରମୁଖ ସଫ୍ଟଓ୍ବାର କମ୍ପାନୀ ମାଇକ୍ରୋସଫ୍ଟ ପ୍ରାୟତଃ ୨ବିଲିୟନ ଅର୍ଥ ଜିଓରେ ନିବେଶ ଯୋଜନା ରଖିଛନ୍ତି। ଗୁରୁବାର ଜିଓ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ଜିଓ’ରେ ରହିଥିବା ବିଭିନ୍ନ ପ୍ରକାରର ଫିଚର ଆପ ସବୁ ବର୍ଗଙ୍କୁ ସୁହାଉଛି। ଏହି ଫିଚର ଆପରେ ଖବର,ନାଚ,ଗୀତ,ଚଳଚ୍ଚିତ୍ର ଓ ମନୋରଞ୍ଜନ ଭଳି ଅନେକ ସୁବିଧା ରହିଛି ଯାହା ଗ୍ରାହକଙ୍କ ନିକଟତର ହେବା ସହ ବ୍ୟବସାୟରେ ବେଶ ସହାୟକ ପ୍ରଦାନ ହୋଇପାରିବ। ଜିଓ’ର ଏହି ଫିଚର ଓ ଗ୍ରାହକଙ୍କ ସଂଖ୍ୟାକୁ ଲକ୍ଷ୍ୟ କରି ଗତ ମାସରେ ଫେସବୁକ ଜିଓ’ରେ ୧୦ବିଲିୟନ ନିବେଶ କରିଥିବା କମ୍ପାନୀ ମତ ଦେଇଛି । ଜିଓ’ରେ ନିବେଶ କରିବା ଫଳରେ ଏହି ଦୁଇ ବୃହତ କମ୍ପାନୀର କାରବାର ମଧ୍ୟ ବୃଦ୍ଧି ପାଇବ ବୋଲି ମତ ପ୍ରକାଶ ପାଇଛି। ଜିଓ ହେଉଛି ଟେଲିକମ୍‌ ସେବାର ଏକ ବୃହତ ଡିଜିଟାଲ ପ୍ଲାଟଫର୍ମ। ଏହି ପ୍ଲାଟଫର୍ମରେ ବାଣିଜି୍ୟକ କାରବାର ବେଶ ସହଜ ଓ ଲାଭପ୍ରଦ ହେବ । ଜିଓ ବିଶ୍ୱ ଦରବାରରେ ପରିଚିତ ଯାହା ବାଣିଜି୍ୟକ କାରବାର ଓ ନିବେଶକଙ୍କ ପାଇଁ ଏକ ପ୍ରମୁଖ ମାଧ୍ୟମ ପାଲଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri