ଜିଓର ଚତୁର୍ଥ ତ୍ରୈମାସ ନିଟ୍‌ ଲାଭରେ ବୃଦ୍ଧି

ନୂଆଦିଲ୍ଲୀ,୧-୫: ୨୦୧୯-୨୦ ଆର୍ଥିକ ବର୍ଷ ଚତୁର୍ଥ ତ୍ରୈମାସରେ ରିଲାଏନ୍ସ ଜିଓର ଲାଭ ୧୭୭.୫% ବୃଦ୍ଧି ଘଟି ୨୩୩୧ କୋଟି ଟଙ୍କା ରହିଛି। ଏହି ତିନି ମାସରେ ଜିଓର ନିଜସ୍ବ ରାଜସ୍ବ ୧୪,୮୩୫ କୋଟି ଟଙ୍କା ରହିଛି। ଗତବର୍ଷ ତୁଳନାରେ ଏଥିରେ ୧୬.୬% ବୃଦ୍ଧି ପରିଲକ୍ଷିତ ହୋଇଛି। ୨୦୧୮-୧୯ ଆର୍ଥତ୍କ ବର୍ଷର ଚତୁର୍ଥ ତ୍ରୈମାସରେ ଜିଓର ନିଟ୍‌ ଲାଭ ୮୪୦ କୋଟି ଟଙ୍କା ରହିଥିଲା। ବର୍ତ୍ତମାନର ସଙ୍କଟ ସମୟରେ ଗ୍ରାହକଙ୍କ ଲାଗି ଯୋଗାଯୋଗ ଏବଂ ପରିଚାଳନା ସହଜ କରିପାରିଥିବାରୁ ବେଶ୍‌ ଖୁସି ବୋଲି ଅଧ୍ୟକ୍ଷ ମୁକେଶ ଅମ୍ବାନୀ କହିଛନ୍ତି। ସେହିଭଳି ଜିଓର ମୂଳ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚତୁର୍ଥ ତ୍ରୈମାସ ନେଟ୍‌ ଲାଭ ୩୯% ଖସି ୬୩୪୮ କୋଟି ଟଙ୍କା ରହିଛି। ଏହି ସମୟରେ ରିଲାଏନ୍ସ ଇଣ୍ଡଷ୍ଟ୍ରି ପକ୍ଷରୁ ୫୩,୧୧୨ କୋଟି ଟଙ୍କାର ରାଇଟ୍ସ ଇସ୍ୟୁ ମଧ୍ୟ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri