ଜିଡିପିର ୩-୫% ଖର୍ଚ୍ଚ କରିପାରିବ ଭାରତ: ବିଶ୍ୱ ବ୍ୟାଙ୍କ

ବର୍ତ୍ତମାନ କୋଭିଡ୍‌-୧୯ ଯୋଗୁ ଉପୁଜିଥିବା ସ୍ଥିତିକୁ ମୁକାବିଲା କରିବା ଲାଗି ଭାରତ ଏହାର ମୋଟ ଜିଡିପିର ୩ରୁ ୫% ଖର୍ଚ୍ଚ କରିପାରିବ। ଏହି ଅର୍ଥ ବ୍ୟବହାର କରି ଭାରତ ଏହା ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଆଣିବାକୁ ସକ୍ଷମ ହୋଇପାରିବ ବୋଲି ବିଶ୍ୱ ବ୍ୟାଙ୍କ ପକ୍ଷରୁ ସୂଚନା ରହିଛି। କରୋନା ଜନିତ ଲକ୍‌ଡାଉନ ଲାଗି ଭାରତରେ ଆର୍ଥତ୍କ କାର୍ଯ୍ୟକଳାପ ଦ୍ରୁତ ଭାବେ ଖସିଯାଇଛି ବୋଲି ଓ୍ବାଲର୍‌ଡ ବ୍ୟାଙ୍କର ଦକ୍ଷିଣ ଏସିଆ ମୁଖ୍ୟ ଅର୍ଥନୀତିଜ୍ଞ ହଂସ ଟିମର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?