ଜିଡିପି ୫.୮%କୁ ଖସିଲା

ନୂଆଦିଲ୍ଲୀ,୧-୬: ମୋଦି ସରକାର ଶପଥଗ୍ରହଣର ଦ୍ୱିତୀୟ ଦିନରେ ଅର୍ଥନୀତି ଦୃଷ୍ଟିରୁ ଖରାପ ଖବର ଆସିଛି। ଆର୍ଥିକ ବର୍ଷ ୨୦୧୮-୧୯ର ଚତୁର୍ଥ ତ୍ରୈମାସରେ ଦେଶର ଆର୍ଥିକ ବିକାଶ(ଜିଡ଼ିପି) ହାର ୬% ତଳକୁ ଖସି ୫.୮%ରେ ପହଞ୍ଚତ୍ୟାଇଛି। ଫଳରେ ଏହାର ପ୍ରଭାବରେ ସମ୍ପୂର୍ଣ୍ଣ ଆର୍ଥିକ ବର୍ଷ ପାଇଁ ଜିଡ଼ିପି ହାର ୭%ରୁ ୬.୮%କୁ ହ୍ରାସ ପାଇଛି। ସୂଚନାଯୋଗ୍ୟ ଯେ, ୨୦୧୭-୧୮ର ଜାନୁୟାରୀ-ମାର୍ଚ୍ଚ ତ୍ରୈମାସରେ ଜିଡ଼ିପି ହାର ୮.୧% ରହିଥିଲା ଏବଂ ସମ୍ପୂର୍ଣ୍ଣ ଆର୍ଥିକ ବର୍ଷରେ ଏହା ୭.୨%ରେ ପହଞ୍ଚତ୍ୟାଇଥିଲା। ଅର୍ଥାତ ଚତୁର୍ଥ ତ୍ରୈମାସରେ ପୂର୍ବବର୍ଷ ତୁଳନାରେ ଗତବର୍ଷ ଜିଡ଼ିପି ହାର ୨.୩% କମିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଗାନେଲ୍‌ ଫାର୍ମର ନୂଆ ରିଟେଲ୍‌ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର, ୧୮ା୭: ଓଡ଼ିଶାର ଅର୍ଗାନିକ୍‌ ବ୍ରାଣ୍ଡ୍‌ ଅର୍ଗାନେଲ୍‌ ଫାର୍ମସ୍‌ ପକ୍ଷରୁ ପଟିଆ କଳାରାହାଙ୍ଗ ଜେଡ୍‌ – ୧ ଆପାର୍ଟମେଣ୍ଟ ନିକଟରେ ଗୁରୁବାର ଆଉ ଏକ ରିଟେଲ୍‌ ଷ୍ଟୋର…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍

ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ…

ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…

ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri