ଜିଡିପି ୭%ରୁ ଅଧିକ ରହିବ: କ୍ରିଷ୍ଣମୂର୍ତ୍ତି ସୁବ୍ରମଣ୍ୟନ

ନୂଆଦିଲ୍ଲୀ,୨୮-୪: ସାଧାରଣ ନିର୍ବାଚନ ଚାଲୁଥିବାରୁ ଦେଶରେ ଆର୍ଥତ୍କ ଗତିବିଧି ଏବେ ଧିମା ପଡ଼ିଯାଇଛି। ଉଦ୍ୟୋଗ ଜଗତ ନୂଆ ସରକାରକୁ ଅପେକ୍ଷା କରିଥିବା ବେଳେ ଚଳିତ ଆର୍ଥିକ ବର୍ଷ ୨୦୧୯-୨୦ରେ ଦେଶର ଜିଡିପି ହାର ୭%ରୁ ଅଧିକ ରହିବ ବୋଲି କହିଛନ୍ତି ମୁଖ୍ୟ ଆର୍ଥିକ ପରାମର୍ଶଦାତା କ୍ରିଷ୍ଣମୂର୍ତ୍ତି ସୁବ୍ରମଣ୍ୟନ। ପୂର୍ବରୁ ଆର୍ଥିକ ଜଗତରେ ଘଟିଯାଇଥିବା ଘଟଣା ଯୋଗୁ ଦୁଇଟି ତ୍ରୈମାସରେ ଅଭିବୃଦ୍ଧି ଧିମା ପଡିଥିଲା ବୋଲି ସେ ସ୍ପଷ୍ଟ କରିଛନ୍ତି। କେନ୍ଦ୍ର ସରକାର ପୂର୍ବଭଳି ବିତ୍ତୀୟ ନିଅଣ୍ଟକୁ ୩.୪% ଭିତରେ ରଖିବେ ବୋଲି ସେ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?