Posted inଜାତୀୟ

ଜିନପିଙ୍ଗଙ୍କ ସୁରକ୍ଷା ପାଇଁ ୧୦ ଦିନ ଆଗରୁ ଉଠାଯାଉଥିଲା ଫଟୋ

ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ମୋଦିଙ୍କ ସହ ତାଙ୍କର ଏହି ଅନୌପଚାରିକ ସାକ୍ଷାତ୍‌କାରକୁ ନେଇ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି। ରାଷ୍ଟ୍ରପତି ରହୁଥିବା ହୋଟେଲରୁ ବିମାନ ବନ୍ଦର ପର୍ଯ୍ୟନ୍ତ ପ୍ରତି ମୂହୂର୍ତ୍ତର ଥ୍ରିଡି ଭିଜୁଆଲ ମାଧ୍ୟମରେ ସୂଚନା ଦିଆଯାଉଥାଏ। ଏମିତିକି ସେ ଯାଉଥିବା ରାସ୍ତା ସମ୍ପର୍କରେ ମଧ୍ୟ ସୁରକ୍ଷାକର୍ମୀଙ୍କ ନିକଟରେ ସମସ୍ତ ସୂଚନା ରହିଥାଏ। ଏହାସହ ୪ଟି ଡ୍ରୋନ୍‌ ମଧ୍ୟ ପ୍ରାୟ ୫୦ କିଲୋମିଟର ଦୂରତା ପର୍ଯ୍ୟନ୍ତ ନଜର ରଖିଥିବା ସୂଚନା ମିଳିଛି। ୧୦ ଦିନ ହେବ ଶହେ ମିଟର ଉଚ୍ଚତାରୁ ପାଖାପାଖି ୩ ହଜାର ଫଟୋ ଉଠାଯାଇ ସୁରକ୍ଷା ଯାଞ୍ଚ କରାଯାଇଥିଲା। ଚାଇନା ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪ ଡିଜିପ ର଼୍ୟାଙ୍କର ଅଧିକାରୀ, ୧୬ ଏସ୍‌ପି ର଼୍ୟାଙ୍କର ଅଧିକାରୀ ଓ ୧୦ ହଜାର ପୋଲିସ କର୍ମଚାରୀ ନିୟୋଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଲଓ୍ବାମା ଆକ୍ରମଣର ଯାଞ୍ଚ୍‌ ଉତ୍ତର ଦେଲେ କେନ୍ଦ୍ର ସରକାର: ଜୈଶ୍‌ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍‌ ସମ୍ପର୍କିତ ଉତ୍ତର କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ମନୀଶ୍‌...

କିଙ୍ଗ୍‌ମେକରଙ୍କ ଗୁରୁତ୍ୱ କମିଲା: ଅନ୍ୟ ଦଳ ୯୮ରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଚଳିତ ଲୋକ ସଭା ନିର୍ବାଚନରେ କିଙ୍ଗ୍‌ମେକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ପୂର୍ବରୁ ଆକଳନ କରାଯାଇଥିଲା। ତେବେ ଭୋଟ ଗଣତିରେ ଭାଜପା ୩ଶହ...

ମିଥ୍ୟା ନୁହେଁ ବିକାଶ ଦୁବେ ଏନ୍‌କାଉଣ୍ଟର: ୟୁପି ପୋଲିସ

ନୂଆଦିଲ୍ଲୀ,୧୭।୭: କୁଖ୍ୟାତ ଅପରାଧି ବିକାଶ ଦୁବେ ଓ ତାଙ୍କ ସହଯୋଗୀଙ୍କ ଏନ୍‌କାଉଣ୍ଟର ମାମଲାକୁ ନେଇ ସୁପ୍ରିମକୋର୍ଟରେ ଉତ୍ତର ପ୍ରଦେଶ ପୋଲିସ ତା’ର ସମ୍ପୂର୍ଣ୍ଣ ବିବରଣୀ ଦାଖଲ...

କରୋନାଭାଇରସ୍‌ କ୍ଷେତ୍ରରେ ଭାରତର ବଡ଼ ସଫଳତା: ସୁସ୍ଥ ହେଲେ କେରଳର ୩ ସଂକ୍ରମିତ

ଥିରୁଭାନନ୍ଥପୁରମ,୧୭।୨: ଚାଇନାରେ କରୋନାଭାଇରସ୍‌ ମହାମାରୀର ରୂପ ନେଇଥିବା ବେଳେ ଏଥିରେ ଆକ୍ରାନ୍ତ ହୋଇ ୧୭୭୫ ଜଣଙ୍କର ମୃତ୍ୟୁ ହୋଇସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୭୦,୪୦୦ରେ...

ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଲଶ୍କର ଆତଙ୍କବାଦୀ ଆସିଫ୍‌ ନିହତ

ଶ୍ରୀନଗର,୧୧।୯: ଜମ୍ମୁ-କଶ୍ମୀର ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଲଶ୍କର-ଇ-ତୋଏବା ଶୀର୍ଷ ଆତଙ୍କବାଦୀ ଆସିଫ୍‌ଙ୍କ ମୃତ୍ୟୁ ଘଟିଛି। ଆସିଫ୍‌ ଏଠାରେ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ...

ଚାଇନାକୁ ବୁଦ୍ଧି ଶିଖାଇବେ ଡୋଭାଲ୍

ନୂଆଦିଲ୍ଲୀ,୬।୭: ପାକିସ୍ତାନ ପରେ ଏବେ ଚାଇନାକୁ ବୁଦ୍ଧି ଶିଖାଇବା ପାଇଁ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଯୋଜନା କରୁଛନ୍ତି। ସୀମା ବିବାଦର ସମାଧାନ...

୧୫ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ, ୯ା୧୧(ଆଇଏଏନ୍‌ଏସ୍‌): ସିବିଆଇ ପକ୍ଷରୁ ଉତ୍ତରପ୍ରଦେଶ ଓ କର୍ନାଟକର ୧୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବହୁ କୋଟି ଟଙ୍କାର ଆଇଏମ୍‌ଏ(ଆଇ ମନେଟାରୀ ଆଡଭାଇଜରି) ଦୁର୍ନୀତି ମାମଲାର...

ଏନ୍‌ଡ଼ିଏ ସରକାର ‘ଜୋକର ଅଫ୍‌ ଦି ଇୟର’: ଅଧୀର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ,୨୮।୧୨: ଭାଜପା-କଂଗ୍ରେସ ପରସ୍ପର ବିରୋଧରେ ଲଗାତାର ବିବାଦୀୟ ମନ୍ତବ୍ୟ ଦେବାରେ ଲାଗିଛନ୍ତି। ଏହି ମର୍ମରେ ଭାଜପା ନେତୃତ୍ୱାଧୀନ ଏନ୍‌ଡ଼ିଏ ସରକାରଙ୍କୁ କଂଗ୍ରେସ ପକ୍ଷରୁ ଅଧୀର ରଞ୍ଜନ...

Coronavirus Update

Archives

Model This Week

Why Dharitri