ଜିଭ ପୋଡ଼ିଯିବା ସମସ୍ୟାରୁ ମୁକ୍ତି ପାଇବା ଲାଗି ଜାଣନ୍ତୁ କିଛି ଘରୋଇ ଉପଚାର

ଅନେକ ସମୟରେ ତରତରରେ ଗରମ ଖାଦ୍ୟ ଖାଇବା ଫଳରେ ଜିଭ ପୋଡି ଯାଇଥାଏ। ତେବେ ଜିଭ ପୋଡିଯିବା କୌଣସି ବଡ଼ ସମସ୍ୟା ହୋଇ ନ ଥିଲେ ମଧ୍ୟ ଜିଭ ପୋଡିଯିବା ଫଳରେ ପାଟିର ସ୍ବାଦ ଖରାପ ହୋଇଯାଇଥାଏ। ଫଳରେ କିଛି ରାଗ ତରକାରି ଖାଇଲେ ପାଟି ପୋଡିଥାଏ। ଏଥିରୁ ରକ୍ଷା ପାଇବା ପାଇଁ ଜାଣନ୍ତୁ କିଛି ଘରୋଇ ଉପାୟ ସମ୍ପର୍କରେ।

-ଅଧିକ ମସଲା ତରକାରି ଖାଆନ୍ତୁ ନାହିଁ। ଜିଭ ପୋଡିବା କମ୍‌ ନ ହେବା ପର୍ଯ୍ୟନ୍ତ ବେକିଂ ସୋଢ଼ାରେ କୁଳି କରନ୍ତୁ।

– ଜିଭରେ ମହୁ ଲଗାନ୍ତୁ। ଏଥିରେ ଥିବା ଆଣ୍ଟିବ୍ୟାକ୍ଟେରିଆଲ ଓ ଆଣ୍ଟିବାୟୋଟିକ୍‌ ଗୁଣ ସମସ୍ୟାରୁ ତୁରନ୍ତ ମୁକ୍ତି ଦେଇଥାଏ।

– ପୋଡ଼ିଥିବା ସ୍ଥାନରେ ଦେଶୀ ଘିଅ ଲଗାଇ ପାରିବେ।

– ଜିଭ ପୋଡ଼ିବା ସମୟରେ ଥଣ୍ଡା ଦହି ଖାଇପାରିବେ।

-ପିପରମେଣ୍ଟ ପତ୍ରକୁ ମଧ୍ୟ ଜିଭରେ ଲଗାଇବା ଫଳରେ ଆରାମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ଉପରେ ସହଜରେ ବିଶ୍ୱାସ କରୁଛନ୍ତି କି? ମନେରଖନ୍ତୁ ଚାଣକ୍ୟଙ୍କ ଏହି ୪ କଥା, ନଚେତ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ବିଷୟରେ ଉଲ୍ଲେଖ କରାଯାଇଛି। ଏହାକୁ ମାନିଲେ ଯେକେହି ସଫଳ ଏବଂ ସୁଖୀ ଜୀବନ...

ପ୍ରଥମ ରୋଜଗାର ପ୍ରଥମ ଦରମାରେ ସାହିତ୍ୟ ପତ୍ରିକା କିଣିଥିଲି

ଅଧ୍ୟାପକ ତଥା ସାହିତି୍ୟକ ଅମ୍ବିକା ପ୍ରସାଦ ସାମନ୍ତରାୟ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ଖୋର୍ଦ୍ଧା ଜିଲା ବାଲୁଗାଁ ସାନ୍ତରାପୁରରେ ମୋ ଜନ୍ମ। ବାଲୁଗାଁ...

ଟାଟୁ ପାଇଁ ହୋଇପାରେ ସ୍କିନ୍‌ କ୍ୟାନ୍‌ସର

ବର୍ତ୍ତମାନ ଯୁବପିଢ଼ିଙ୍କ ଫ୍ୟାଶନରେ ଟାଟୁ ବେଶ୍‌ ଆଗରେ ରହିଛି। ତେବେ ଏଥିପାଇଁ ବ୍ୟବହୃତ ରଙ୍ଗ ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇପାରେ ବୋଲି ଓ୍ବାଶିଂଟନ୍‌ ୟୁନିଭର୍ସିଟିର...

ପୃଥୁଳତା ଓ ବ୍ୟାକ୍ଟେରିଆ

ପୃଥୁଳତା ବା ମେଦ ବୃଦ୍ଧି ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଅଧିକ ତେଲଯୁକ୍ତ ଖାଦ୍ୟ, ଫାଷ୍ଟଫୁଡ୍‌ ଖାଇଲେ ତାହା ଓଜନ ବଢ଼ାଇବାରେ ପ୍ରମୁଖ...

ଏମାନଙ୍କୁ ହୃଦ୍‌ଘାତ ଆଶଙ୍କା ଅଧିକ

ନିକଟରେ ହୋଇଥିବା ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଭିଟାମିନ ‘ଡି’ ହାର୍ଟ ପାଇଁ ଖୁବ୍‌ ଜରୁରୀ। ଏହା ହାଡ଼କୁ ମଜଭୂତ କରିବା ସହ ହାର୍ଟକୁ ମଧ୍ୟ...

ଡାଇବେଟିସ୍‌ ରୋଗୀଙ୍କୁ ବିପଦରୁ ରକ୍ଷା କରେ ଛତୁ

ଛତୁ କେବଳ ଖାଇବା ପାଇଁ ସ୍ବାଦିଷ୍ଟ ତାହା ନୁହେଁ ଏହାର ଅନେକ ଗୁଣ ରହିଛି ଯାହା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ ହୋଇଥାଏ। ଆୟୁର୍ବେଦରେ ଛତୁକୁ ଔଷଧ...

ଫୁସ୍‌ଫୁସ୍‌ କ୍ୟାନସର୍‌ରୁ ରକ୍ଷାକରେ ଗାଜର

ଷ୍ଟେଟ୍‌ ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କର ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଏକ ଗବେଷଣା ଅନୁସାରେ, ଯେଉଁ ବ୍ୟକ୍ତି ବିଟା କ୍ୟାରୋଟିନ ଅଧିକ ଗ୍ରହଣ କରିଥାନ୍ତି, ସେମାନଙ୍କଠାରେ ଅନ୍ୟଲୋକଙ୍କ...

ବାରମ୍ବାର ପିଲାକୁ ଦୃଷ୍ଟି ଲାଗୁଛି କି? ଏସବୁ ଉପାୟରେ ଦୂର କରନ୍ତୁ ଦୋଷ…

କଥାରେ ଅଛି କୁଦୃଷ୍ଟି ପଡ଼ିଲେ କିଛି ବି ଉଧାଏ ନାହିଁ। ମଣିଷର ଘର, ପଦୋନ୍ନତି, ଦୋକାନଠାରୁ ଆରମ୍ଭ କରି ଅନେକ ଜିନିଷ ଉପରେ ଖରାପ ନଜର...

Advertisement
Archives

Model This Week