ଜିମ୍‌ରେ ବିରାଟଙ୍କ ଓ୍ବାର୍କ ଆଉଟ୍‌

ନୂଆଦିଲ୍ଲୀ,୨୫।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ଗୁରୁବାର ଓ୍ବେଷ୍ଟଇଣ୍ଡିଜକୁ ଭେଟିବାକୁ ଯାଉଛି। ମାଞ୍ଚେଷ୍ଟରଠାରେ ଖେଳାଯିବାକୁ ଥିବା ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଜିମ୍‌ରେ ଝାଳ ବୁହା ପରିଶ୍ରମ କରିଛନ୍ତି। ତାଙ୍କର ଓ୍ବାର୍କ ଆଉଟ୍‌ ବେଳର ଏକ ଭିଡିଓ କୋହଲି ନିଜ ଟୁଇଟରେ ଶେୟାର କରିଛନ୍ତି। ୧୩ ସେକେଣ୍ଡ ବିଶିଷ୍ଟ ଭିଡିଓରେ ସେ ଭାରୋତ୍ତୋଳନ କରୁଥିବାର ଦେଖିବାକୁ ମିଳିଛି। ଭିଡିଓକୁ ୧ ଲକ୍ଷ ୯ ହଜାର ପ୍ରଶଂସକ ଲାଇକ୍‌ କରିଛନ୍ତି। ଗତ କିଛିବର୍ଷ ହେଲା କୋହଲି ନିଜ ଫିଟ୍‌ନେସକୁ ଅଧିକ ଧ୍ୟାନ ଦେଉଛନ୍ତି। ସେ ବିଶ୍ୱର ସବୁଠୁ ଫିଟ୍‌ କ୍ରିକେଟର। ଭାରତୀୟ ଦଳ ଏପର୍ଯ୍ୟନ୍ତ ୫ ମ୍ୟାଚ୍‌ରୁ ମୋଟ ୯ ପଏଣ୍ଟ ହାସଲ କରିଛି। ୪ ବିଜୟ ସହ ଦଳ ପଏଣ୍ଟ ତାଲିକାରେ ଭାରତ ୩ୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଟୁର୍‌ରେ ଯିବନି ମହିଳା ହକି ଦଳ

ନୂଆଦିଲ୍ଲୀ, ୭ା୨ (ପି.ଟି.)- ଘାତକ କରୋନା ଭାଇରସ୍‌ର ପ୍ରକୋପ ଯୋଗୁ ଭାରତୀୟ ମହିଳା ହକି ଦଳ ଚାଇନା ଟୁର୍‌ରେ ଯିବ ନାହିଁ। ଅଲିମ୍ପିକ୍ସ କ୍ରମେ ନିକଟତର...

ଇଣ୍ଡିଆନ ସୁପର ଲିଗ୍‌: ଏଟିକେର ବୃହତ୍‌ ବିଜୟ

କୋଲକାତା,୨୬।୧୦(ପି.ଟି.): ଚଳିତ ଷଷ୍ଠ ହିରୋ ଇଣ୍ଡିଆନ ସୁପର ଲିଗ(ଆଇଏସ୍‌ଏଲ୍‌)ର ଷଷ୍ଠ ମ୍ୟାଚରେ ଘରୋଇ ଏଟିକେ ଏଫସି ଏକ ବୃହତ୍‌ ବିଜୟ ହାସଲ କରିଛି। ଏଟିକେ ପଦାର୍ପଣ...

ଓଭାଲ କ୍ରିକେଟ ଷ୍ଟାଡିୟମ ବାହାରେ ଝାଲ୍‌ମୁଢି ବିକୁଥିବା ବ୍ୟକ୍ତି ଜଣଙ୍କ ବିଷୟରେ ଜାଣନ୍ତୁ

ଲଣ୍ଡନ, ୧୨।୬: ବିଶ୍ୱକପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଏକ ମ୍ୟାଚ୍‌ ଓଭାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥାଏ। ଏହି ସମୟରେ ଷ୍ଟାଡିୟମ ବାହାରେ ଝାଲମୁଢି ବିକୁଥିଲେ...

ଅନ୍‌ଲାଇନ୍‌ରେ ଲୁଡୁ ଖେଳୁଛନ୍ତି ଭାରତୀୟ ମହିଳା କ୍ରିକେଟର

ନୂଆଦିଲ୍ଲୀ, ୧୪ା୪ (ପି.ଟି.)-କରୋନା ଭାଇରସ୍‌ ମହାମାରୀ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଲାଗୁ କରାଯାଇଛି। ଏହି ସମୟରେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟାମାନେ ଅନ୍‌ଲାଇନ୍‌ରେ...

କୋଭିଡ୍‌-୧୯ ସତ୍ତ୍ୱେ ଏସିଆନ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ହେବ

କୁଆଲାଲମ୍ପୁର,୧୫।୪ (ଏଏଫ୍‌ପି): କୋଭିଡ୍‌-୧୯ ସଂକ୍ରମଣ ସତ୍ତ୍ୱେ ଏସିଆରେ ସବୁ ଆଗଧାଡିର ଫୁଟବଲ ଟୁର୍ନାମେଣ୍ଟଗୁଡିକ ଆୟୋଜନ ଚାଲୁ ରହିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।...

ସଚିନଙ୍କ ଆଉ ଏକ ରେକର୍ଡ ଭାଙ୍ଗିବା ଅପେକ୍ଷାରେ କୋହଲି

କାନବେରା, ୧।୧୨ : ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ରହିଛି ଏକ ବଡ଼ ରେକର୍ଡ ହାସଲ କରିବାର ସୁଯୋଗ। ବିଶ୍ୱର ଏହି ମହାନ...

ଶାହା ନୁହେଁ ଏହି କ୍ରିକେଟରଙ୍କୁ ଦିଆଯିବ ସୁଯୋଗ: କୋହଲି

ନୂଆଦିଲ୍ଲୀ,୪।୨: ଅନ୍ତଃରାଷ୍ଟ୍ରୀୟ କ୍ରିକେଟରୁ ମହେନ୍ଦ୍ର ସିଂହ ଧୋନୀ ସନ୍ୟାସ ନେବା ପରେ ଭାରତୀୟ କ୍ରିକେଟ ଟିମ୍‌ର ଉଇକେଟକିପର କିଏ ହେବ ସେ ନେଇ ଚର୍ଚ୍ଚା ଜାରି...

ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ୍‌

ନୂଆଦିଲ୍ଲୀ,୨୨।୨: ଭାରତୀୟ ମିଡ଼ିଆର ବହିର୍ବ୍ୟାପାର ପ୍ରସଙ୍ଗ ଉପରେ ଦୃଷ୍ଟି ରଖୁଥିବା ଗଣମାଧ୍ୟମ ପ୍ରତିନିଧି ଏବଂ ପାକିସ୍ତାନ ହାଇକମିଶନ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ...

Advertisement

BGU

Archives

Model This Week

Why Dharitri