Posted inଜାତୀୟ

ଜିମ୍‌ ବନ୍ଦ ହେବାରୁ ରାସ୍ତା ଉପରେ ବ୍ୟାୟାମ କଲେ ଲୋକେ

ମୁମ୍ବାଇ,୧୯।୩: ସବୁଆଡେ କରୋନା ଭାଇରସ ଭୟ। ଦିନକୁ ଦିନ ଏହା ବଢି ଚାଲି ଥିବାରୁ ଏହାକୁ ରୋକିବାକୁ ଯାଇ ସରକାର ବିଭିନ୍ନ ପ୍ରକାର କଟକଣା ଜାରି କରିଛନ୍ତି। ଦେଶର ଅଧିକାଂଶ ରାଜ୍ୟରେ ଶିକ୍ଷାନୁଷ୍ଠାନ, ଜିମ୍‌, ସିନେମା ହଲ୍‌, ମଲ୍‌ ଆଦି ବନ୍ଦ କରିଦିଆଯିବା ଫଳରେ ଲୋକେ ଏକ ପ୍ରକାର ଭୟଭୀତ ହୋଇଯାଇଛନ୍ତି। ଅନ୍ୟପଟେ ଜିମ୍‌ ଯାଉଥିବା ମହାରାଷ୍ଟ୍ରର ଲୋକେ ରାସ୍ତା ଉପରେ ବ୍ୟାୟାମ କରୁଥିବା ଦେଖାଯାଇଛି। ଏମାନଙ୍କୁ ଏ ନେଇ ପ୍ରଶ୍ନ କରାଯିବାରୁ ସେମାନେ କୁହନ୍ତି ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାକୁ ସେମାନେ ବ୍ୟାୟାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ମୃଦୁ ଭୂକମ୍ପ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ର ସତାରା ଜିଲାର କୋୟନା ଅଞ୍ଚଳରେ ସୋମବାର ସକାଳେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୨.୬ ରହିଥିଲା। ଏଥିରେ...

ଥରିଲା ଉତ୍ତରାଖଣ୍ଡ

ଡେରାଡୁନ,୧୨।୨: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଶନିବାର ସକାଳେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ଏହାର କେନ୍ଦ୍ରସ୍ଥଳ ଉତ୍ତରକାଶୀରୁ...

ବଳାତ୍କାର ମାମଲାରେ ପୂର୍ବତନ ମନ୍ତ୍ରୀଙ୍କୁ ଆଜୀବନ ଜେଲ

ଲକ୍ଷ୍ନୌ,୧୨।୧୧: ପୂର୍ବତନ ଉତ୍ତରପ୍ରଦେଶ ମନ୍ତ୍ରୀ ଗାୟତ୍ରୀ ପ୍ରଜାପତି ଓ ଅନ୍ୟ ଦୁଇ ଜଣଙ୍କୁ ଜଣେ ମହିଳାଙ୍କୁ ବଳାତ୍କାର କରିବା ମାମଲାରେ ଆଜୀବନ ଜେଲ ଦଣ୍ଡରେ ଦଣ୍ଡିତ...

ଭାରତରେ ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ, ୧୦।୮: ଆଗାମୀ ଦଶନ୍ଧିଗୁଡ଼ିକରେ ଭାରତରେ ଗ୍ରୀଷ୍ମ ପ୍ରବାହ ବଢ଼ିବା ସହ ଅନାବୃଷ୍ଟି, ଅତିବୃଷ୍ଟି ଦେଖାଦେବ। ଏଥିସହିତ ଦେଶ ଅଧିକ ବାତ୍ୟାର ସମ୍ମୁଖୀନ ହେବ ବୋଲି...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଜୁନ୍‌ ୨୬ରେ ୧ କୋଟି ଲୋକଙ୍କୁ ମଳିବ ନିଯୁକ୍ତିି

ଲକ୍ଷ୍ନୌ,୨୪।୬: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ସରକାର ଜୁନ୍‌ ୨୬ରେ ଏକକାଳୀନ ଏକ କୋଟି ଲୋକଙ୍କୁ ନିଯୁକ୍ତି ଦେବାକୁ ଯୋଜନା କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହାୟତାରେ...

ସୋରେନଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ କେଜରିଓ୍ବାଲ

ନୂଆଦିଲ୍ଲୀ,୨୯।୧୨: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ନେବେ ଜେଏମ୍‌ଏମ୍‌ ନେତା ହେମନ୍ତ ସୋରେନ୍‌। ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ଦେଶର ନାମୀ...

କରୋନା ଲଢେଇରେ ଜିତିଲେ ୮ ଦିନର ଶିଶୁ

ଗାଜିଆବାଦ,୨୯।୪:କଥାରେ ଅଛି ଯିଏ ଜିତେ, ସେ ସିକନ୍ଦର। ଏହି ଉକ୍ତିର ପ୍ରମାଣ କରି ଦେଖାଇଛନ୍ତି ଜଣେ ଆଠ ଦିନର ନିରୀହ ଶିଶୁ। କରୋନା ମହାମାରୀ ସହ...

ପଞ୍ଜାବ ବିଧାନସଭା ନିର୍ବାଚନ: କଂଗ୍ରେସ ଜିତିଲେ ସିଦ୍ଧୁ ହେବେ ସୁପର ସିଏମ୍‌

ଚଣ୍ଡିଗଡ଼,୧୨ ।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିକଟରେ ବିଧାନସଭା ନିର୍ବାଚନକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିଛନ୍ତି ।...

Advertisement
Archives

Model This Week