Posted inଜାତୀୟ

ଜିରୋରେ ପାଭିଲିୟନ୍‌ ଫେରିଲା ଶିବସେନା: ମିଳିଲାନି ମୁଖ୍ୟମନ୍ତ୍ରୀ ପଦ; ହେଲାନି ୫୦-୫୦

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଐତିହାସିକ ମୋଡ଼ ଆସିଛି। ଏଭଳି ଘଟଣା ଅପ୍ରତ୍ୟାଶିତ ବୋଲି କୁହାଯାଉଛି। ସରକାର ଗଠନ ପାଇଁ ଶିବସେନା-ଏନ୍‌ସିପି ଏବଂ କଂଗ୍ରେସ ମଧ୍ୟରେ ଆଲୋଚନା ପରେ ଆଲୋଚନା ଜାରି ରହିଥିଲା। ତେବେ ଏନ୍‌ସିପିର ଅଜିତ୍‌ ପାଓ୍ବାର ଭାଜପା ସହିତ ମିଶି ସରକାର ଗଠନ କରିଛନ୍ତି। ଏହାଦ୍ୱାରା ଶିବସେନା ହତାସ ହୋଇଛି। ଦଳ ଅଡ଼ି ବସିଥିବା ମୁଖ୍ୟମନ୍ତ୍ରୀ ପଦ ପାଇ ପାରିନି କି ୫୦-୫୦ ଫର୍ମୂଲା ସମ୍ଭବ ହୋଇନି। ଶେଷରେ ଦଳ ସରକାର ଗଠନ ନ କରି ପାରି ଜିରୋରେ ପାଭିଲିୟନ୍‌ ଫେରିଛି। ମଉକା ଦେଖି ଭାଜପା ଛକା ମାରିଛି। ଭାଜପା ନେତୃତ୍ୱରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହାକୁ ନେଇ ଶିବସେନା ପ୍ରବକ୍ତା ସଞ୍ଜୟ ରାଉତ କହିଛନ୍ତି ଅଜିତ୍‌ ପାଓ୍ବାର ବିଶ୍ୱାସ ଘାତକତା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୧୬ଟି ପ୍ରସ୍ତାବରେ ବାଜିଲା ମୋହର;ନବମ-ଦଶମ ପିଲାଙ୍କୁ ମାଗଣା ବହି,ବଦଳିବ ସହରର…

ଭୁବନେଶ୍ୱର,୧୩|୧୦: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୧୧ଟି ବିଭାଗର ମୋଟ ୧୬ଟି ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ ଦେଇଥିବା…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?