ଜିରୋ ନାଇଟ୍‌ ସେଲିବ୍ରେଶନ: ବାଣ, ଡିଜେରେ କମ୍ପିଲା ସହର

ଅନୁଗୋଳ ଅଫିସ, ୧।୧- ସମସ୍ତେ ଅପେକ୍ଷା କରିଥିଲେ ଘଣ୍ଟାକୁ। ଘଣ୍ଟା କଣ୍ଟା, ମିନିଟ୍‌ କଣ୍ଟା, ସେକେଣ୍ଡ କଣ୍ଟା ମଧ୍ୟରାତ୍ର ୧୨ରେ ମିଶିବା କ୍ଷଣି ଉତ୍କଣ୍ଠାର ଅବସାନ ହେଲା। ଏହାପରେ ଆରମ୍ଭ ହେଲା ସେଲିବ୍ରେଶନ। ଡିଜେ ସାଉଣ୍ଡ ସାଙ୍ଗକୁ ବାଣରେ କମ୍ପିଲା ସହର। ଏହାକୁ ମନଭରି ଉପଭୋଗ କଲେ ଯୁବପିଢ଼ି। ଇଂଲିଶ ନବବର୍ଷକୁ ଏପରି ନିଆରା ଢଙ୍ଗରେ ଅନୁଗୋଳବାସୀ ସ୍ବାଗତ କରିଥିବାବେଳେ ସାରାରାତି ଜମିଥିଲା ଭୋଜିଭାତର ଆସର।
ଅନୁଗୋଳରେ ନବବର୍ଷକୁ ସ୍ବାଗତ କରିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବିଶେଷ କରି ହୋଟେଲଗୁଡ଼ିକରେ ଏଥିପାଇଁ ସ୍ବତନ୍ତ୍ର ଧରଣର ଆୟୋଜନ କରାଯାଇଛି। କପୁଲ ଏବଂ ବ୍ୟାଚଲରଙ୍କ ପାଇଁ ଅଲଗା ପାସ୍‌ ବ୍ୟବସ୍ଥା ହୋଇଛି। ବିଭିନ୍ନ ସ୍ଥାନକୁ ନିମନ୍ତ୍ରିତ ହୋଇ ଆସିଛନ୍ତି ଓଲିଉଡ ତାରକା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜିଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭…

ଯୁବତୀଙ୍କୁ ଲଜ୍‌ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ…

ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ…

ଚତୁର୍ଥୀ ରାତିରେ ଝୁଲିପଡ଼ିଲେ ସନ୍ତୋଷୀ: ଶାଶୁଘର ଲୋକେ…

କୁଜଙ୍ଗ,୩ା୬(ମନୋଜ ପ୍ରଧାନ):ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା…

ବସଷ୍ଟାଣ୍ଡକୁ ଯାଉଥିବାବେଳେ ଧକ୍କା ଦେଇଥିଲା ବାଇକ, ଆଜି ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଯୁଧିଷ୍ଠିରଙ୍କ ଜୀବନ

ଦିଗପହଣ୍ଡି,୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ବ୍ୟକ୍ତି ଏଚ.ଯୁଧିଷ୍ଠିର ରେଡ୍ଡୀ(୫୪) ଗତ ମେ ୨୪ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଗୁରୁତର…

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri