ଜିଲାଓ୍ବାରୀ ନୁହେଁ, ପଞ୍ଚାୟତସ୍ତରରେ ହେବ ଜୋନ୍‌ ବ୍ୟବସ୍ଥା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ସମ୍ପ୍ରତି ଲକ୍‌ଡାଉନ୍‌ ୪.୦ ଜାରି ରହିଛି। ପୂର୍ବରୁ କରୋନା ସଂକ୍ରମିତ ଚିହ୍ନଟ ହେବାକୁ ନେଇ ଜିଲାଗୁଡ଼ିକୁ ରେଡ୍‌, ଅରେଞ୍ଜ, ଗ୍ରୀନ୍‌ ଜୋନ ଘୋଷଣା କରାଯାଉଥିଲା। ହେଲେ ଏଭଳି କରାଯିବା ଫଳରେ ଅର୍ଥନୈତିକ କାରବାର ଉପରେ ରୋକ ଲାଗିଗଲା। ଏବେ ସବୁ କରୋନା ପଜିଟିଭ୍‌ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜିଲାଓ୍ବାରୀ ଜୋନ୍‌ ବ୍ୟବସ୍ଥା ନ କରି ପଞ୍ଚାୟତସ୍ତରରେ କରିବାକୁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଥିଲେ। ଜୋନ୍‌ ବ୍ୟବସ୍ଥା ନେଇ ରାଜ୍ୟ ସରକାର ମେ’ ୧୮ରେ ଗାଇଡ୍‌ଲାଇନ୍‌ କରିଛନ୍ତି। ତଦନୁଯାୟୀ ପଞ୍ଚାୟତସ୍ତରରେ ଜୋନ୍‌ ଚିହ୍ନଟ ହେବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ବିଶ୍ୱକର୍ମା ପୂଜାରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଆଜି ହେଉଛ ପବିତ୍ର ବିଶ୍ୱକର୍ମା ପୂଜା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ ମାଧ୍ୟମରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି...

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଗୁଳି କରି ହତ୍ୟା: ଦେଢମାସ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ଆର୍‌.ଉଦୟଗିରି,୨୭ା୯(ଡି.ଏନ୍‌.ଏ.)-ଆର୍‌.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯...

ଘର ଆଗରେ ପଡ଼ିଲା ଅଫୁଟା ଗୋଳା

ବାହାନଗା,୨୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ସମୁଦ୍ରକୂଳବର୍ତ୍ତୀ ଗ୍ରାମ ୪ନମ୍ବର ୱାର୍ଡ ମହାରୁଦ୍ରପୁର ଆଡ଼ିଆରେ ପ୍ରତିରକ୍ଷା ବିଭାଗ ତରଫରୁ ପରୀକ୍ଷଣ ଚାଲିଥିବା ବେଳେ ଏକ...

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଫୁଲବାଣୀ ଅଫିସ,୬ା୧୧: ଏକ ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସହକାରୀ ଦୌରାଜଜ୍‌ ସୌଭାଗ୍ୟ ରଞ୍ଜନ ସ୍ବାଇଁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ...

ଧାମନଗରରେ ଲାଗିଲା ୧୪୪ ଧାରା, ୭ ତାରିଖ ଯାଏ ବଳବତ୍ତର

ଭଦ୍ରକ ଅଫିସ,୫।୪: ଭଦ୍ରକ ଜିଲା ଧାମନଗରରେ ୧୪୪ ଧାରା ଜାରି ହୋଇଛି। ମଙ୍ଗଳବାର ରାତି ୯ଟାରୁ ୭ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଏହା ବଳବତ୍ତର...

ଓଡ଼ିଶା ଫେରିବ ଡାକୋଟା ବିମାନ

ପୁରୀ ଅଫିସ,୧୭।୧୨: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ସହ ଜଡ଼ିତ ଡାକୋଟା ବିମାନ ଓଡ଼ିଶା ଫେରିବା ସମ୍ଭାବନା ସୃଷ୍ଟି ହୋଇଛି। ଏହି ବିମାନକୁ ଓଡ଼ିଶାକୁ...

ସବୁ ଜିଲାପାଳଙ୍କୁ ଖରିଫ ସର୍କୁଲାର ଜାରିକଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର,୯ା୬(ବ୍ୟୁରୋ): ଖରିଫ୍‌ ୨୦୨୩ କାର୍ଯ୍ୟକ୍ରମରେ ରାଜ୍ୟର ୬୧.୮୦ ଲକ୍ଷ ହେକ୍ଟର ଚାଷଜମିରୁ ୧୧୬.୮୨ ଲକ୍ଷ ମେଟ୍ରିକ୍‌ ଟନ୍‌ ଖାଦ୍ୟଶସ୍ୟ, ୨.୨୨ ଲକ୍ଷ ମେଟ୍ରିକ୍‌ ଟନ୍‌ ତୈଳବୀଜ,...

ପାଣିରେ ପଡ଼ିଲା ୪୮ କୋଟି

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ଚାଷଜମିକୁ ପାଣି ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ଜିଲାରେ ନିର୍ମାଣ କରୁଛନ୍ତି ଜଳସେଚନ ପ୍ରକଳ୍ପ। କେନାଲ ସମ୍ପ୍ରସାରଣ, ମରାମତି, ଖନନ ମଧ୍ୟ ହେଉଛି।...

Advertisement
Archives

Model This Week