ଜିଲାଓ୍ବାରୀ ନୁହେଁ, ପଞ୍ଚାୟତସ୍ତରରେ ହେବ ଜୋନ୍‌ ବ୍ୟବସ୍ଥା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ସମ୍ପ୍ରତି ଲକ୍‌ଡାଉନ୍‌ ୪.୦ ଜାରି ରହିଛି। ପୂର୍ବରୁ କରୋନା ସଂକ୍ରମିତ ଚିହ୍ନଟ ହେବାକୁ ନେଇ ଜିଲାଗୁଡ଼ିକୁ ରେଡ୍‌, ଅରେଞ୍ଜ, ଗ୍ରୀନ୍‌ ଜୋନ ଘୋଷଣା କରାଯାଉଥିଲା। ହେଲେ ଏଭଳି କରାଯିବା ଫଳରେ ଅର୍ଥନୈତିକ କାରବାର ଉପରେ ରୋକ ଲାଗିଗଲା। ଏବେ ସବୁ କରୋନା ପଜିଟିଭ୍‌ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜିଲାଓ୍ବାରୀ ଜୋନ୍‌ ବ୍ୟବସ୍ଥା ନ କରି ପଞ୍ଚାୟତସ୍ତରରେ କରିବାକୁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଥିଲେ। ଜୋନ୍‌ ବ୍ୟବସ୍ଥା ନେଇ ରାଜ୍ୟ ସରକାର ମେ’ ୧୮ରେ ଗାଇଡ୍‌ଲାଇନ୍‌ କରିଛନ୍ତି। ତଦନୁଯାୟୀ ପଞ୍ଚାୟତସ୍ତରରେ ଜୋନ୍‌ ଚିହ୍ନଟ ହେବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବ୍ରିଟେନ ଫେରନ୍ତାଙ୍କଠାରେ ନୂଆ ଷ୍ଟ୍ରେନ୍‌ ଚିହ୍ନଟ: ସରକାର ଦେଲେ ସୂଚନା

ନୂଆଦିଲ୍ଲୀ,୨୯।୧୨: କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଭାରତରେ ଆତଙ୍କ ଦେଖାଦେଇଛି। ବ୍ରିଟେନ୍‌ରୁ ଫେରିଥିବା ୬ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଥିବା ଭାରତ ସରକାରଙ୍କ ପକ୍ଷରୁ...

ବ୍ରଜରାଜନଗର ଉପନିର୍ବାଚନ: ଷ୍ଟାର ପ୍ରଚାରକ ତାଲିକା ଜାରି କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୧୩।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ବୁଧବାର ପ୍ରାର୍ଥୀଙ୍କର ନାମାଙ୍କନପତ୍ର ଦାଖଲ ଶେଷ ହୋଇଥିବା ବେଳେ ପ୍ରାର୍ଥୀ ନିଜ ନିଜର ପ୍ରଚାର...

ମୁଣ୍ଡପିଛା ଋଣ ୨୨,୮୨୭ ଟଙ୍କା

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ରାଜ୍ୟରେ ଋଣଭାର ୧ ଲକ୍ଷ ୪ ହଜାର ୩୧୨ କୋଟି ରହିଛି। ୨୦୨୧-୨୨ରେ ମୁଣ୍ଡପିଛା ଋଣଭାର ୨୨ ହଜାର ୮୨୭ ଟଙ୍କା ୫୪ ପଇସା। ରାଜ୍ୟ...

ଈର୍ଷାପରାୟଣ ହୋଇ ଝିଆରୀଙ୍କୁ ହତ୍ୟା କଲେ ଖୁଡ଼ୀ

ବରଗଡ଼ ଅଫିସ୍‌,୧୦।୧: ବରଗଡ଼ ଜିଲା ପାଇକମାଳ ଥାନା ଅଧୀନ ଯୋଗିନ୍ଦ୍ରନାଥପୁର ଗ୍ରାମର ଜଣେ ନାବାଳିକାଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ପାରିବାରିକ କଳହ ହତ୍ୟାର...

ପାରାଦୀପ ପୌରପାଳିକାର ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ: ଅନ୍ୟ ପୌରାଞ୍ଚଳ ପାଇଁ ଆଦର୍ଶ

ପାରାଦୀପ,୨୩ା୧୧(ସ୍ବ.ପ୍ର.): ଇଚ୍ଛାଶକ୍ତି ସୁଦୃଢ଼ ରହିଲେ ଖତଗଦାରେ ବି ଫୁଲ ଫୁଟେ। ଦୈନନ୍ଦିନ ଚଳଣିରେ ସୃଷ୍ଟ ଆବର୍ଜନାକୁ ନେଇ ଏବେ ସାରା ଦେଶରେ ସ୍ବଚ୍ଛ ଭାରତର ନାରା...

କୋଭିଡ୍‌ ମାର୍ଗଦର୍ଶିକାରେ ପାଳନ ହେବ ସ୍ବାଧୀନତା ଦିବସ

ଭୁବନେଶ୍ୱର, ୨୭। ୭(ବ୍ୟୁରୋ): ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କୋଭିଡ୍‌ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ...

ନୀଳାଚଳକୁ ଫେରିଲେ ମହାପ୍ରଭୁ: ବଡଦାଣ୍ଡରେ ଲାଗିଲା ତିନିରଥ

ପୁରୀ ଅଫିସ୍‌,୨୦।୭: ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ଆଜି ନୀଳାଚଳକୁ ଫେରିଛନ୍ତି ମହାବାହୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବଡଦାଣ୍ଡରେ ଲାଗିଛି ତିନି ରଥ।...

ଦେବଗଡ଼ ବିଧାୟକଙ୍କ ବହିଷ୍କାର ଦାବି କଲା କଂଗ୍ରେସ

ଦେବଗଡ଼,୨ା୫(ଡି.ଏନ୍‌.ଏ.): ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ବହିଷ୍କାର ଦାବି କରାଯାଇଛି। ତିଲେଇବଣି ବ୍ଲକ ବିଡିଓଙ୍କୁ ଆକ୍ରମଣ ଘଟଣାରେ ବହିଷ୍କାର ଦାବି...

Advertisement
Archives

Model This Week