ଜିଲାକୁ ଫେରିଥିଲେ ୩୭, ଶେଷ ହେଲା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି

କେନ୍ଦୁଝର,୧୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ଶନିବାର ସୁଦ୍ଧା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହିଁ। ସଂକ୍ରମଣ ନ ବ୍ୟାପିବା ପାଇଁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରିବା ସହ ଚାରିଆଡ଼େ ସାନିଟାଇଜେସନ୍‌ କାର୍ଯ୍ୟକୁ ଜୋରଦାର କରାଯାଉଛି। ଗ୍ରୋସରୀ ଦୋକାନ, ପରିବା, ମାଛ, ମାଂସ ଦୋକାନ ଆଦିରେ ସାମାଜିକ ଦୂରତା ବଜାୟ ରଖିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ଅପରପକ୍ଷରେ ଜିଲାରେ ଲକ୍‌ଡାଉନ ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା UPDATE: ବିଶ୍ୱରେ ୨୪ ଘଣ୍ଟାରେ ୪ହଜାରରୁ ଊର୍ଦ୍ଧ୍ୱ ମୃତ; ଭାରତରେ ୧୨୫୧ ସଂକ୍ରମିତ, ଓଡ଼ିଶାରେ ୪୭୩ ନମୂନାର ଆସିଛି ରିପୋର୍ଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ସମଗ୍ର ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର୧୯୯ ଦେଶ ଏବଂ ୨ ଜାହାଜରେ କରୋନା ସଂକ୍ରମଣ ହୋଇଥିବା ବେଳେ...

ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି

ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍‌ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍‌ ମାଲିକଙ୍କୁ...

 ମହାଶିବରାତ୍ରି ଅବସରରେ ଶ୍ରୀଲୋକନାଥଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ, ୨୧।୨: ମହାଶିବରାତ୍ରି ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରର ବିଭିନ୍ନ ଶୈବ ପୀଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ଶିବ ପଞ୍ଚାକ୍ଷର ମନ୍ତ୍ରରେ ଗୁଞ୍ଜରିତ ହେଉଛି...

ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ସମୟ ପରିବର୍ତନ

ଜଟଣୀ,୪/୪(ଡି.ଏନ୍.ଏ): ଜଟଣୀ ପୌରାଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ ହୋଇଛି। ଫଳ,ପନିପରିବା,ମାଛ,ମାଂସ,ଅଣ୍ଡା ଓ ଗ୍ରସେରୀ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନ...

ଛାବିରି ନଦୀରେ ଭାସିଯାଇ ବ୍ୟକ୍ତି ନିଖୋଜ : ଉଦ୍ଧାର କାର୍ଯ୍ୟ ଜାରି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର ଡମ୍ବତୁରୁଜିଂ ଗ୍ରାମର ଚିନ୍ତାମଣି ମୁଦୁଲି (୪୫) ସୋମବାର ରାତିରେ ଛାବେରି ନଦୀରେ ଭାସିଯାଇଥିଲେ । ଏ ନେଇ ଖବର...

ପରୀକ୍ଷା ଫଳ ପ୍ରକାଶରେ ଅନିୟମିତତା ଅଭିଯୋଗ

ବ୍ରହ୍ମପୁର ଅଫିସ,୨୩ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ୍‌ ପେପର ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ...

CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା

ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ...

ଆସିକା ମହୋତ୍ସବ ଉଦ୍‌ଯାପିତ

ଆସିକା,୧୬ା୧(ଡି.ଏନ୍‌.ଏ.)-ଆସିକା କଳିଙ୍ଗାରୋଡ ନିକଟ ପଡିଆରେ ଗତ ୫ଦିନ ଧରି ଚାଲିଥିବା ଆସିକା ମହୋତ୍ସବ ବୁଧବାର ରାତିରେ ଉଦ୍‌ଯାପିତ ହୋଇଛି । ମହୋତ୍ସବ ପରିଚାଳନା କମିଟିର ଅଧ୍ୟକ୍ଷା...

Play 250+ Trending Games
Archives

Model This Week

Why Dharitri