ଜିଲାକୁ ଫେରିଥିଲେ ୩୭, ଶେଷ ହେଲା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି

କେନ୍ଦୁଝର,୧୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ଶନିବାର ସୁଦ୍ଧା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହିଁ। ସଂକ୍ରମଣ ନ ବ୍ୟାପିବା ପାଇଁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରିବା ସହ ଚାରିଆଡ଼େ ସାନିଟାଇଜେସନ୍‌ କାର୍ଯ୍ୟକୁ ଜୋରଦାର କରାଯାଉଛି। ଗ୍ରୋସରୀ ଦୋକାନ, ପରିବା, ମାଛ, ମାଂସ ଦୋକାନ ଆଦିରେ ସାମାଜିକ ଦୂରତା ବଜାୟ ରଖିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ଅପରପକ୍ଷରେ ଜିଲାରେ ଲକ୍‌ଡାଉନ ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ ରୋଗରେ ଆକ୍ରାନ୍ତ ସଦାନନ୍ଦ

ପ୍ରୀତିପୁର/ବିଞ୍ଝାରପୁର,୩ା୪ (ଡି.ଏନ.ଏ.): ଦିନେ ରାଜ୍ୟ ବାହାରେ ଦାଦନ ଖଟି ପରିବାର ମୁହଁରେ ଦେଉଥିଲେ ଦାନା। ଆଜି ସେ ମୃତ୍ୟୁ ସହ କରୁଛନ୍ତି ସଂଗ୍ରାମ। ଏପରି ଏକ...

ସ୍କୁଲ ପାଖରେ ଗୁଟ୍‌ଖା ବିକ୍ରି କଲେ ଜରିମାନା

କେନ୍ଦୁଝର,୧୫ା୧୧(ଡି.ଏନ୍‌.ଏ.)  ରାଜ୍ୟରେ ସବୁ ସ୍କୁଲଗୁଡ଼ିକର ଭିତ୍ତିଭୂମି ଓ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଏଣିକି ସ୍କୁଲ ନିକଟରେ ସିଗାରେଟ, ବିଡି,ପାନ,ଗୁଟ୍‌ଖା ବ୍ୟବହାର ଉପରେ କଟକଣା କରାଯାଇଛି।...

ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ : ପଞ୍ଚାୟତ ସମସ୍ୟା ଜଣାଇଲେ ଲୋକେ

ଶେରଗଡ଼,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ କୁମାରପାଣି ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ର ଗୃହରେ ଗୁରୁବାର ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।...

ଡାକବଙ୍ଗଳା ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ

ବାଉଁଶୁଣୀ, ୨୪।୯(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ବାଉଁଶୁଣୀ ନିକଟ ଜାତୀୟ ରାଜପଥ ପାଶର୍‌ବରେ ବାଘନଦୀ କୂଳରେ ଥିବା ପୁରାତନ ଡ଼ାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ ହେଉଛି। ଫଳରେ...

କଣ୍ଟିଲୋବାସୀଙ୍କ ପାନୀୟ ଜଳ ମହାନଦୀର ଗୋଳିଆ ପାଣି

ଖଣ୍ଡପଡା,୮ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ଅନ୍ତର୍ଗତ କଣ୍ଟିଲୋ ନୀଳମାଧବଜୀଉ ପଯର୍‌ୟଟନ କ୍ଷେତ୍ର ଓ କଂସା ପିତ୍ତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଛି । ୧୫...

କାର୍ଯ୍ୟକ୍ଷମ ହୋଇପାରୁନି କ୍ଲଷ୍ଟର ପ୍ରକଳ୍ପ

ଖଣ୍ଡପଡ଼ା,୨୦ା୪(ସ୍ବ.ପ୍ର.): ନୂତନ ଜ୍ଞାନକୌଶଳ ତଥା ପ୍ରଶିକ୍ଷଣ ମାଧ୍ୟମରେ କଂସା ପିତଳ ଏବଂ କାଠ ଖୋଦେଇର ବିଭିନ୍ନ ସୌଖୀନ ସାମଗ୍ରୀ ଉପତ୍ାଦନ କରିବା ଲକ୍ଷ୍ୟ ନେଇ ନୟାଗଡ଼...

ଏଜିଙ୍କ କୁଶପୁତ୍ତଳିକା ଦାହ, ପୋଲିସକୁ ଦାୟୀକଲେ ଓକିଲ

ସମ୍ବଲପୁର,୧୩ା୧୨(ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସୋମବାର ସମ୍ବଲପୁର କୋର୍ଟ ପରିସରରେ ତୁମୂଳ କାଣ୍ଡ ଘଟିଛି। ଶତାଧିକ ଆନ୍ଦୋଳନକାରୀ କୋର୍ଟ ପରିସରକୁ ଧସେଇ...

ରାମକୃଷ୍ଣ ବାଳାଶ୍ରମ ଶିଶୁଗୃହରେ ଶୁଖିଲା ଖାଦ୍ୟ ବଣ୍ଟନ

ବୌଦ୍ଧ,୩୦ା୪(ସ୍ବପ୍ର)-ଗୁରୁବାର ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ବୀରନରସିଂହପୁରଠାରେ ଥିବା ରାମକୃଷ୍ଣ ବାଳାଶ୍ରମ ଶିଶୁଯତ୍ନ ଅନୁଷ୍ଠାନକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ଶିଶୁମାନଙ୍କୁ...

Advertisement
Archives

Model This Week