ଜିଲାପରିଷଦ ସଧାରଣ ବୈଠକ: ଅଧିକାରୀଙ୍କ ଉପରେ ବର୍ଷିଲେ ଜନପ୍ରତିନିଧି

ଅନୁଗୋଳ ଅଫିସ,୧୮।୧୨: ଅନୁଗୋଳ ଜିଲାପରିଷଦ ସମ୍ମିଳନୀ କକ୍ଷରେ ୫୦ତମ ଜିଲା ପରିଷଦ ସାଧାରଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଜିଲାପିଷଦ ଅଧ୍ୟକ୍ଷା ବାସନ୍ତୀ କିଷାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ପାଲଲହଡା ବିଧାୟକ ମୁକେଶ ପାଲ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ଜିଲାପାଳ ମନୋଜ କୁମାର ମହାନ୍ତି, ପିଡି ଅତୁଲ୍ୟ କୁମାର ଚମ୍ପତିରାୟଙ୍କ ସହ ଜିଲାର ବିଭିନ୍ନ ଜିଲାପରିଷଦ ସଭ୍ୟ ଉପସ୍ଥିତ ଥିଲେ। ତେବେ ୪୯ତମ ବୈଠକରେ ଆଲୋଚନା ହୋଇଥିବା ବିଭିନ୍ନ ସରକାରୀ ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବାରୁ ଜନପ୍ରତିନିଧିମାନେ ଅଧିକାରୀଙ୍କ ଉପରେ ବର୍ଷିଥିଲେ। ଜିଲାରେ ପାଣି ପାଇଁ ଲୋକମାନେ ଡହଳବିକଳ ହେଉଥିବା ନେଇ ଜନପ୍ରତିନିଧିମାନେ ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧିକାରୀଙ୍କୁ ଘେରିଥିଲେ। ଏଥିସହ ଅନ୍ୟ ବିଭାଗରେ ଥିବା ଅବ୍ୟବସ୍ଥାକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?