ଜିଲାପାଳ,ଏସପି ଅଫିସ ବିଶୋଧନ ହେଲା

କେନ୍ଦୁଝର,୪।୪, (ସ୍ବ.ପ୍ର.) :କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ରେ ସାନିଟାଇଜେସନ କାମ ଜୋର ସୋର ରେ ଚାଲିଛି। ଶନିବାର ଜିଲାପାଳ, ଏସପି ଙ୍କ କାର୍ଯ୍ୟାଳୟ ସମେତ କେନ୍ଦୁଝରଗଡ ପୌରପାଳିକା କାର୍ଯ୍ୟାଳୟକୁ ବିଶୋଧନ କରାଯାଇଛି। ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହା କରାଯାଇଥିଲା। ରବିବାର କୋର୍ଟ, ବ୍ୟାଙ୍କ ଆଦି ପବ୍ଲିକ ଅଫିସ ବିଶୋଧନ କରାଯାଇ ପରବର୍ତୀ ସମୟରେ ରାସ୍ତା ଘାଟର ବିଶୋଧନ କରାଯିବ ବୋଲି ଜଣାପଡିଛି। ଦମକଳ ବିଭାଗ, ପୌର ପାଳିକା ଓ ସ୍ୱାସ୍ଥ୍ୟ ବିଭାଗ ମିଳିତ ଉଦ୍ୟମରେ ଏହି କାମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ଚମ୍ପୁଆ/ଯୋଡା/ଝୁମ୍ପୁରା, ୨୯।୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇ ବ୍ୟାପକ ଧାନ ଫସଲ ସାଙ୍ଗକୁ ପନିପରିବା ନଷ୍ଟ ହୋଇଯାଇଛି। କରୋନା ଲାଗି ଚାଷୀମାନେ...

ଫେଲ୍‌ ମାରିଛି କଂକ୍ରିଟ ଖଳା ଯୋଜନା

କେନ୍ଦ୍ରାପଡ଼ା ଅଫିସ,୧୮ା୧୧: କୃଷି ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରରେ ଚାଷୀ...

ଅବକାରୀ ବିଭାଗକୁ ବଡ ସଫଳତା: ୭ କୁଇଣ୍ଟାଲ ଗଞ୍ଜେଇ ଜବତ

ମାଲକାନଗିରି,୫।୧୦(ଡି.ଏନ.ଏ): ମାଲକାନଗିରି ଜିଲା ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ରବିବାର ରାତିରେ ପାଣ୍ଡ୍ରିପାଣି ପଦ୍ମଗିରି ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ସମୟରେ ଗୁପ୍ତ ସୂଚନା ପାଇ...

ବିଜେପୁର ଉପନିର୍ବାଚନ: ନବୀନଙ୍କୁ ଟପିଲେ ରୀତା

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦- ଚଳିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ରେକର୍ଡ ସୃଷ୍ଟି ଦିଗରେ ଅଗ୍ରସର ହେଉଛନ୍ତି। ଏପରିକି ଗତ ସାଧାରଣ...

ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ, ମଧ୍ୟସ୍ଥ

ବରଗଡ଼ ଅଫିସ/ପଦ୍ମପୁର,୩୦।୫: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଧୀନ ଦହିତା ରାଜସ୍ବ ନିରୀକ୍ଷକ ଦାମୋଦର ସୁନା ଏବଂ ତାଙ୍କ ସହଯୋଗୀ ତଥା ମଧ୍ୟସ୍ଥ ସୋମଦେବ ବନଛୋର...

ଆରମ୍ଭ ହେଲା ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ

ପଦ୍ମପୁର, ୧୬।୧(ଡି.ଏନ.ଏ.)  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡାଠାରେ ପ୍ରସ୍ତାବିତ ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ ଶନିବାର ଆରମ୍ଭ ହୋଇଛି। ବିସ୍ଥାପିତମାନଙ୍କ ଦାବି ପୂରଣ ପାଇଁ ପ୍ରଶାସନ...

ଶିଶୁଭବନରେ କରୋନା ଆକ୍ରାନ୍ତ ମୃତଦେହ ନେଇ ମା’-ବାପା ଫେରାର

କଟକ ଅଫିସ,୧।୮: କରୋନା ଆକ୍ରାନ୍ତ ଶିଶୁର ହସ୍ପିଟାଲରେ ମୃତ୍ୟୁ ହେବା ପରେ ତାକୁ ଧରି ମା’ ବାପା ସେଠାରୁ ଫେରାର ହୋଇଯାଇଛନ୍ତି। କଟକସ୍ଥିତ ଶିଶୁଭବନରେ ଶୁକ୍ରବାର...

ପୌରକେଲା ଆଦିବାସୀ ଛାତ୍ରୀନିବାସ: ବିଦ୍ୟୁତ୍‌ ଅଭାବୁ କାଯ୍‌କ୍ଷମ ହେବାରେ ବିଲମ୍‌

କର୍ଲାମୁଣ୍ଡା, ୧୩ା୮ (ଡି.ଏନ୍‌.ଏ.): ଆଦିବାସୀ ଛାତ୍ରୀମାନେ କେନ୍‌ଥେଇ ପାଠ୍‌ ପଢ଼ବାକେ ମନ୍‌ ବଲାବେ ସେଥିରଲାଗି ସରକାର ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ସେନ୍‌ତା ସରକାର ସବୁ...

Advertisement
Archives

Model This Week