ଜିଲାପାଳ,ଏସପି ଅଫିସ ବିଶୋଧନ ହେଲା

କେନ୍ଦୁଝର,୪।୪, (ସ୍ବ.ପ୍ର.) :କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ରେ ସାନିଟାଇଜେସନ କାମ ଜୋର ସୋର ରେ ଚାଲିଛି। ଶନିବାର ଜିଲାପାଳ, ଏସପି ଙ୍କ କାର୍ଯ୍ୟାଳୟ ସମେତ କେନ୍ଦୁଝରଗଡ ପୌରପାଳିକା କାର୍ଯ୍ୟାଳୟକୁ ବିଶୋଧନ କରାଯାଇଛି। ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହା କରାଯାଇଥିଲା। ରବିବାର କୋର୍ଟ, ବ୍ୟାଙ୍କ ଆଦି ପବ୍ଲିକ ଅଫିସ ବିଶୋଧନ କରାଯାଇ ପରବର୍ତୀ ସମୟରେ ରାସ୍ତା ଘାଟର ବିଶୋଧନ କରାଯିବ ବୋଲି ଜଣାପଡିଛି। ଦମକଳ ବିଭାଗ, ପୌର ପାଳିକା ଓ ସ୍ୱାସ୍ଥ୍ୟ ବିଭାଗ ମିଳିତ ଉଦ୍ୟମରେ ଏହି କାମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧।୧୦: ଶ୍ରୀମନ୍ଦିରର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏହି ସୁରକ୍ଷା...

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ବୌଦ୍ଧ ଗସ୍ତ: ଆହାର କେନ୍ଦ୍ରରେ ଖାଦ୍ୟର ମାନ ପରଖିବାକୁ ଯାଇ ଖାଇଥିଲେ ଖାଦ୍ୟ

ବୌଦ୍ଧ,୧୧।୧୦(ସ୍ବ.ପ୍ର.): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ବୌଦ୍ଧ ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ...

୬ ଦିନ ଶଟ୍‌ଡାଉନ୍‌ ଛତ୍ରପୁର ଏନ୍‌ଏସି

ଛତ୍ରପୁର,୨୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ କରୋନା ପଜିଟିଭ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିକି ପଜିଟିଭ୍‌ମାନଙ୍କ ସଂସ୍ପର୍ଶରେ ବହୁ ଲୋକ ଆସିଥିବା ଜଣାପଡ଼ିଛି। ଏନେଇ ପ୍ରଶାସନର ଚିନ୍ତାବଢ଼ିଛି।...

ବାଙ୍କୋଇ ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡ଼ି

ବୋଲଗଡ଼,୩ା୬(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇଠାରେ ଚାଲିଥିବା ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଠାରେ ରାମଲୀଳା ଯାତ୍ରା ପ୍ରାୟ ଏକମାସ ଧରି ଚାଲିଥିଲା।...

ଦାରିଦ୍ର୍ୟ ମଧ୍ୟକୁ ଠେଲି ହୋଇଯିବେ ୮.୬ କୋଟି ପିଲା

ନୂଆଦିଲ୍ଲୀ,୧ା୬:ମହାମାରୀ କରୋନା ଯୋଗୁ ସାରା ବିଶ୍ୱରେ ଘୋର ଆର୍ଥିକ ଅବନତି ଘଟିଛି। ଏହାର ପ୍ରଭାବରେ ୨୦୨୦ ଶେଷ ସୁଦ୍ଧା ସ୍ବଳ୍ପ ଏବଂ ମଧ୍ୟମ ଆୟକାରୀ ଦେଶଗୁଡ଼ିକର...

କରୋନା କଟକଣା: ଯୋଡ଼ାରେ ଅଡ୍‌-ଇଭିନ୍‌ ଲାଗୁ

ଯୋଡ଼ା,୨୧ା୩ (ଡି.ଏନ୍‌.ଏ.): କରୋନା ସଚେତନତା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଅଡ୍‌-ଇଭିନ୍‌ ଫର୍ମୁଲା ସମଗ୍ର ଜିଲାରେ ଜାରି କରାଯାଇଛି। ଯୋଡା ପୌରପାଳିକାରେ ଏହାର ପ୍ରଭାବ...

କଟକ ସହରରୁ ୯୩ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୫।୧୦-କଟକ ସହରରୁ ସୋମବାର ମୋଟ ୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୪୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୬...

କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ବିଧାୟକ, ଜିଲାପାଳ

ବରଗଡ଼ ଅଫିସ୍‌,୨୨।୪: ବରଗଡ଼ ଜିଲାରେ ମଙ୍ଗଳବାର ଅପରାହ୍ନରେ ଘୂଣ୍ଣିଝଡ଼ ସହିତ ବର୍ଷା ଓ କରକାପାତ ହୋଇଥିଲା । ଏଥିରେ ଜିଲାର ଅତାବିରା, ବରଗଡ଼, ଭେଡ଼େନ, ଗାଇସିଲେଟ୍‌,...

Advertisement

BGU

Archives

Model This Week

Why Dharitri