Posted inଜାତୀୟ

ଜିଲାପାଳଙ୍କୁ ପାଲିଙ୍କିରେ ପାଛୋଟି ନେଲେ ଗ୍ରାମବାସୀ

ସିଆହା,୩୦।୮: ମିଜୋରାମର ତିପୋଶିରେ ଥିବା ଏକ ଅପହଞ୍ଚ ଅଞ୍ଚଳକୁ ଯେତେବେଳେ ଜିଲାପାଳ ପହଞ୍ଚିଥିଲେ ସେତେବେଳେ ସେଠାକାର ଲୋକଙ୍କ ଖୁସି କହିଲେ ନ ସରେ। ଏମାନେ ଜିଲାପାଳଙ୍କୁ ଏକ ପାଲିଙ୍କିରେ ପାଛୋଟି ନେବାର ଦୃଶ୍ୟ ଥିଲା ସବୁଠାରୁ ନିଆରା। କାରଣ ଜିଲାପାଳ ଭୂପେଶ ଚୌଧୁରୀ ଯେତେବେଳେ ଏହି ଅପହଞ୍ଚ ଗାଁରେ ପହଞ୍ଚିଥିଲେ ସେତେବେଳେ ସେଠାକାର କେତେଜଣ ଯୁବକ କାଠରେ ପାଲିଙ୍କି ଭଳି ତିଆରି କରି ତା’ଉପରେ ଚାଦର ବିଛାଇ ଜିଲାପାଳଙ୍କୁ ବସାଇ କାନ୍ଧରେ କାନ୍ଧେଇ ଗାଁ ଭିତରକୁ ନେଇ ଯାଇଥିଲେ। ପ୍ରଥମ ଥର ଲାଗି ଜଣେ ସରକାରୀ ଅଧିକାରୀ ଗାଁକୁ ଆସିଥିବାରୁ ଗ୍ରାମବାସୀ ବେଶ୍‌ ଖୁସି ଅନୁଭବ କରିଥିଲେ। ଏହାପରେ ଜିଲାପାଳ ଗାଁର ରାସ୍ତାଘାଟ ଅବସ୍ଥା ନିରୀକ୍ଷଣ କରି ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟ୍ରାକ୍ଟର ଆତ୍ମହତ୍ୟା ଘଟଣା: କ୍ୟାବିନେଟ୍‌ ମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ

ବେଙ୍ଗାଲୁରୁ,୧୩।୪: କଣ୍ଟ୍ରାକ୍ଟର ସନ୍ତୋଷ ପାଟିଲଙ୍କ ମୃତ୍ୟୁ ଘଟଣାରେ କର୍ନାଟକ କ୍ୟାବିନେଟ ମନ୍ତ୍ରୀ କେ.ଏସ ଇଶ୍ୱରପ୍ପାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମୃତକଙ୍କ ଭାଇ ପ୍ରଶାନ୍ତ...

କହୁ କହୁ ପାଟିରୁ କଥା ଖସିଗଲା, ସଫେଇ ଦେଲେ ଅଧୀର ରଞ୍ଜନ…

ନୂଆଦିଲ୍ଲୀ,୨୮।୭ : ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଭାଜପା ପକ୍ଷରୁ ଟାର୍ଗେଟ କରାଯାଇଛି। କଂଗ୍ରେସ ସଦସ୍ୟ ଅଧୀର ରଞ୍ଜନ ଚୌଧୁରୀ...

ଇଦ୍‌ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇଦ୍‌-ଉଲ୍‌-ଫିତର ଉପଲକ୍ଷେ ଭାରତରେ ଥିବା ମୁସଲମାନ ଭାଇଭଉଣୀ ଓ ବିଶ୍ୱର ସମସ୍ତ ମୁସଲମାନ...

ପ୍ରଶାନ୍ତଙ୍କୁ ଟାର୍ଗେଟ କଲେ ତେଜସ୍ୱୀ

ପାଟନା,୮ ।୫: ଗତ ୩୦ ବର୍ଷ ହେବ ବିହାରରେ କୌଣସି ବିକାଶ ହୋଇନାହିଁ । ଏମିତି ଏକ ବୟାନ ଦେଇଛନ୍ତି ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ...

ପୋଲିସ ଗୋଇନ୍ଦା ମୁଖ୍ୟାଳୟ ଆକ୍ରମଣରେ ଆଇଏସ୍‌ଆଇର ସମ୍ପୃକ୍ତି

ଚଣ୍ଡିଗଡ଼,୧୪।୫: ପଞ୍ଜାବ ପୋଲିସର ମୋହାଲିସ୍ଥିତ ପୋଲିସ ଗୋଇନ୍ଦା ମୁଖ୍ୟାଳୟରେ ହୋଇଥିବା ଆର୍‌ଫିଜି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଥିବା ୬ ଜଣଙ୍କୁ ପୋଲିସ ଗିରଫ କରିଛି। ଏହି...

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ‘ନମସ୍ତେ ଟ୍ରମ୍ପ୍‌’: ହେବ କି ସଫଳ ‘ହାଓ୍ବଡ଼ି ମୋଦି’ ଭଳି !

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ଅହମଦାବାଦ୍‌ରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଅନୁଷ୍ଠିତ...

୫ବର୍ଷରେ ୧.୩୦କୋଟି ଟଙ୍କା ବୃଦ୍ଧି ପାଇଛି କେଜରିଓ୍ବାଲଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବୃୟାରୀ ୮ରେ ହେବାକୁ ଥିବା ବେଳେ ୧୧ରେ ଏହାର ଫଳାଫଳ ଆସିବ। ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ...

ପରିବାର ଶାନ୍ତି ପାଇଁ ଚିକିତ୍ସା ନ କରିବା ଜୀବନସାଥୀଙ୍କ ପ୍ରତି କ୍ରୁରତା, ଛାଡ଼ପତ୍ର ନିଷ୍ପତ୍ତିକୁ କାଏମ୍‌ ରଖିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୨୯।୧ : ଶାରୀରିକ ସମସ୍ୟାର ଚିକିତ୍ସା ନ କରିବା ମଧ୍ୟ ଜୀବନସାଥୀଙ୍କ ପ୍ରତି କ୍ରୁରତା। ଏହା ଦ୍ୱାରା ପରିବାରର ଶାନ୍ତି ବ୍ୟହତ ହୋଇଥାଏ ବୋଲି...

Advertisement
Archives

Model This Week