ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲା ପାଚିକା, ସହାୟିକା ସଂଘ

ଛତ୍ରପୁର,୧୫।୨(ଡି.ଏନ୍‌.ଏ.): ୧୨ ଦଫା ଦାବି ନେଇ ନିଖିଳ ଓଡ଼ିଶା ଏମ୍‌.ଡି.ଏମ୍‌ ପାଚିକା, ସହାୟିକା ସଂଘର ଗଞ୍ଜାମ ଜିଲା କମିଟି ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରାରମ୍ଭରେ ସ୍ଥାନୀୟ ଅପର ବସଷ୍ଟାଣ୍ଡଠାରୁ ଏକ ଶୋଭାଯାତ୍ରା ବାହାରି ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବିଗୁଡ଼ିକ ମଧ୍ୟରେ ସର୍ବନିମ୍ନ ମଜୁରି ପ୍ରଦାନ, ଆଗରୁ ନିଯୁକ୍ତି ପାଇ କାର୍ଯ୍ୟ କରି ଆସୁଥିବା ପାଚିକାଙ୍କୁ ଚିହ୍ନଟ କରି ଅନ୍ୟ ସ୍କୁଲମାନଙ୍କରେ ରୋଷେଇ କରିବା ପାଇଁ ଅନୁମତି, ମାସକୁ ମାସ ନିର୍ଦ୍ଦିଷ୍ଟ ତାରିଖରେ ଭତ୍ତା ପ୍ରଦାନ, ଦୁର୍ଘଟଣାଜନିତ କ୍ଷତିପୂରଣ ୫ ଲକ୍ଷ ଟଙ୍କା ପ୍ରଦାନ ଆଦି ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ, ଶୁଦ୍ଧିକ୍ରିୟା ପାଇଁ ୨୦୦ ଲୋକଙ୍କୁ ଅନୁମତି

କଟକ ଅଫିସ,୮।୧୦: ଆସୁଛି ଶୀତଋତୁ। ଏହି ସମୟରେ ବିବାହ, ବ୍ରତ, ଶୁଦ୍ଧିକ୍ରିୟା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଗୁରୁବାର ନୂତନ ଗାଇଡଲାଇନ ଜାରି...

ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ଏଚ୍‌ଆଇଭି ସଂକ୍ରମିତ, ଗଞ୍ଜାମ ଜିଲାପାଳ କଲେ କନ୍ୟାଦାନ; ମୁଖ୍ୟମନ୍ତ୍ରୀ ଦେଲେ ଆଶୀର୍ବାଦ

ବ୍ରହ୍ମପୁର ଅଫିସ,୨୭।୨: ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଶ୍ରଦ୍ଧାସଞ୍ଜିବନୀ ନାମକ ଶିଶୁଗୃହରେ ଶନିବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଏହି ବିବାହ କାର୍ଯ୍ୟରେ ସହଯୋଗର ହାତ...

ସାମୁଦ୍ରିକ ଝଡ଼ ସତର୍କତା: ଜିଲାର ୬୪ ଗ୍ରାମର ଅଧିବାସୀ ସ୍ଥାନାନ୍ତର ହେବେ

କେନ୍ଦ୍ରାପଡ଼ା ଅଫିସ, ୧୮ା୫: ସାମୁଦ୍ରିକ ଝଡ ଅମ୍ଫନ୍‌କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲାର ୬୪ଟି ସୁନାମି ପ୍ରବଣ ଗ୍ରାମର ଅଧିବାସୀଙ୍କୁ ସ୍ଥାନାନ୍ତର...

ପାଠ୍‌ପଢ଼ାର ବାଟ୍‌ ଛେକିଛେ ଗରିବୀ:ସରକାରୀ ସାହାଯ୍‌ ଆଶ୍‌ରେ ଦିବ୍ୟାଙ୍ଗ ଛାତ୍ର

ଲାଠୋର, ୧୮।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର କଲୋନିପଡ଼ାର ଶଶି ପୁଟେଲକଁର ପୁଓ ଓମକାର ପୁଟେଲ(୧୦)। ସେ ଜନ୍‌ମୁ ଅଁଧ୍‌ ଆଏ।...

ନେତାଜୀ ଜୟନ୍ତୀରେ ଗଣଦୌଡ଼

ଖଇରା, ୨୪।୧(ଡି.ଏନ.ଏ.)-ନେତାଜୀ ଜୟନ୍ତୀ ଉପଲକ୍ଷେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଜାରରେ ଗୁରୁବାର ଗଣଦୌଡ ଆୟୋଜନ କରାଯାଇଥିଲା। ଏଥିରେ ଖଇରା ବ୍ଲକର ୩୭...

୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ

ଚିତ୍ରକୋଣ୍ଡା,୨୩।୪(ଡି.ଏନ୍‌.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର...

ପୁଣି ଫୁଲିଲା ସୁବର୍ଣ୍ଣରେଖା

ଜଳେଶ୍ୱର,୨୩ା୯(ଡି.ଏନ.ଏ.):  ଗତ ୨୪ ଘଣ୍ଟା ମଧ୍ୟରେ ଉପରମୁଣ୍ଡରେ ହଜାରେ ମି.ମି ବର୍ଷା ହୋଇଥିବାରୁ ବାଲେଶ୍ୱର ଜିଲା ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀ ଚଳିତ ବର୍ଷ ତୃତୀୟ...

ବୁଲ୍‌ବୁଲ୍‌ ପ୍ରଭାବରେ ବଢୁଛି ପବନର ବେଗ, ୪୦୦ ଲୋକଙ୍କୁ ସ୍ଥାନାନ୍ତର

ଭଦ୍ରକ ଅଫିସ, ୯।୧୧: ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଉଗ୍ରରୂପ ଧାରଣ କରୁଛି। ସମୟ ଯେତେ ବଢ଼ୁଛି ଲୋକେ ସେତେ ଆତଙ୍କିତ ହେଉଛନ୍ତି। ଚାନ୍ଦବାଲି ବ୍ଲକର ୪୦୦...

Advertisement


Archives

Model This Week