ଜିଲାପାଳଙ୍କ ଅଫିସକୁ ପଶି ପାରିଲେନି ପୂର୍ବତନ ରାଜ୍ୟସଭା ସଦସ୍ୟା

ସମ୍ବଲପୁର, ୩୧।୩ (ବ୍ୟୁରୋ)-ସମ୍ବଲପୁର ଜିଲାପାଳଙ୍କ ଅଫିସ ଭିତରକୁ ବାହ୍ୟ ବ୍ୟକ୍ତି ବିଶେଷଙ୍କ ଯାତାୟତ କରିବାକୁ ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି । କେବଳ କର୍ମଚାରୀ ଓ ଅଧିକାରୀମାନଙ୍କ ବିନା ଅନ୍ୟମାନଙ୍କ ସକାଶେ ବାରଣ ରହିଛି । ସୋମବାର ଦିନଠାରୁ ଏହି ନିୟମ ଲାଗୁ କରାଯାଇଛି । ମଙ୍ଗଳବାର ବିଭିନ୍ନ ଅଞ୍ଚଳରୁ ଆସିଥିବା କେତେ ଜଣ ବ୍ୟକ୍ତି ଅଫିସ ଭିତରକୁ ଯିବାକୁ କହିଥିଲେ । କିନ୍ତୁ ସେମାନଙ୍କୁ ବାରଣ କରାଯାଇଥିଲା । ଏଥିସହ ପୂର୍ବତନ ରାଜ୍ୟସଭା ସଦସ୍ୟା ପ୍ରମିଳା ବହିଦାର ମଧ୍ୟ ଯାଇ ଫେରି ଆସିଥିବା ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri