Posted inଜାତୀୟ

ଜିଲାପାଳଙ୍କ ଅଫିସରୁ ନୂଆ ଭୋଟରଙ୍କ ପାଖକୁ ଯାଉଛି ପୋଷ୍ଟକାର୍ଡ

ଅହମ୍ମଦାବାଦ,୧୬।୪: ଲୋକ ସଭା ନିର୍ବାଚନରେ ଅଧିକରୁ ଅଧିକ ଭୋଟ ଦେବାକୁ ଭୋଟରଙ୍କୁ ଉତ୍ସାହିତ କରିବା ଲାଗି ଗୁଜରାଟ ଅହମ୍ମଦାବାଦର ଜିଲାପାଳ ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଭାରତୀୟ ଡାକ ବିଭାଗ ସହଯୋଗରେ ଜିଲାପାଳଙ୍କ ଅଫିସରୁ ପ୍ରାୟ ୧ଲକ୍ଷ ନୂଆ ଭୋଟରଙ୍କ ନିକଟକୁ ପୋଷ୍ଟକାର୍ଡ ପଠାଯାଉଛି। ଉଦ୍ଦେଶ୍ୟ ହେଉଛି ଅଧିକରୁ ଅଧିକ ଭୋଟର ନିଜର ମତ ସାବ୍ୟସ୍ତ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଲୁହ ହେବନି ବେକାର, ଗୁଲାମନବୀଙ୍କୁ ଗୁରୁଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୨: କଂଗ୍ରେସର ରାଜ ସଭା ଏମ୍‌ପି ଗୁଲାମ ନବୀ ଆଜାଦ୍‌ଙ୍କୁ ବିଦାୟ ଦେବା ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଖିରେ ଲୁହ ଆସିବା ନେଇ ଏବେ...

ଆଜି ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ: ଗୁରୁତ୍ୱପୂର୍ଣ୍ଣ ବିଭାଗ ଲାଗି ଅଜିତଙ୍କ ଲବି

ମୁମ୍ବାଇ,୧୪ା୭: ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ଏବଂ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ ଶୁକ୍ରବାର ହୋଇପାରେ ବୋଲି ଶାସକ ଶିବସେନା ପକ୍ଷରୁ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଅର୍ଥ...

ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଘେରିଲା ଭାଜପା…

ନୂଆଦିଲ୍ଲୀ,୨୮।୭ : ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଭାଜପା ଘେରିବା ଆରମ୍ଭ କରିଛି। ଏପରି କହି କଂଗ୍ରେସ ସଦସ୍ୟ ଅଧୀର ରଞ୍ଜନ ଚୌଧୁରୀ ଅପମାନ...

ରାଣେଙ୍କୁ ଝଟ୍‌କା, ବଙ୍ଗଳାର ବେଆଇନ ନିର୍ମାଣ ୨ ସପ୍ତାହରେ ଭାଙ୍ଗିବାକୁ ହାଇକୋର୍ଟଙ୍କ ନୋଟିସ…

ମୁମ୍ବାଇ, ୨୦।୯ : କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ବମ୍ବେ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଦୁଇ ସପ୍ତାହ ମଧ୍ୟରେ ମୁମ୍ବାଇର ଜୁହୁ ଅଞ୍ଚଳରେ...

ମୋର ବ୍ୟକ୍ତିଗତ ଇଚ୍ଛା କିଛି ନାହିଁ: ନୀତୀଶ

ପାଟନା,୨୧।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉତ୍ତରପ୍ରଦେଶର ଫୁଲପୁର ଅଞ୍ଚଳରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଦେଇଛନ୍ତି। ସେ...

ରେସ୍ତୋରାଁରେ ମିଳିବ ମଦ

ବେଙ୍ଗାଲୁରୁ,୯।୫: କରୋନା ଭାଇରସକୁ ନେଇ ସାରା ଦେଶରେ ଚାଲିଛି ଲକ୍‌ଡାଉନ। ତେବେ ଲକ୍‌ଡାଉନ ୩.୦ରେ କିଛିଟା ନିୟମ କୋହଳ କରାଯାଇଛି। ଏମିତିକି ସରକାର ମଦ ବିକ୍ରିପାଇଁ...

ଦୁଇ ଦିନିଆ ଜାକର୍ତ୍ତା ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆର ରାଷ୍ଟ୍ରପତି ଜୋକୋ ୱିଡୋଡୋଙ୍କ ନିମନ୍ତ୍ରଣ କ୍ରମେ ୨୦ତମ ଏସିଆନ-ଭାରତ ସମ୍ମିଳନୀରେ ଯୋଗଦେବେ। ପ୍ରଧାନମନ୍ତ୍ରୀ ୬ ଓ ୭ସେପ୍ଟେମ୍ବରରେ ଇଣ୍ଡୋନେସିଆର...

ଖୁସି ଖବର: ଗୋଟିଏ ଦିନରେ ସୁସ୍ଥ ହେଲେ ୭୦୫ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨୧।୪: ଦେଶରେ ଏବେ ଚିନ୍ତା ବଢାଇଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଅପରାହ୍ନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮,୬୦୧ ହୋଇଥିବା ବେଳେ ସବୁଠାରୁ...

Advertisement
Archives

Model This Week