ଜିଲାପାଳଙ୍କ କାର୍ଯ୍ୟାଳୟ କାନ୍ଥରେ ସମ୍ମାନହାନିସୂଚକ ଲେଖା

ମାଲକାନଗିରି,୧।୧(ସ୍ବ.ପ୍ର): ମାଲକାନଗିରି ଜିଲାପାଳଙ୍କ ବିରୋଧରେ ଜିଲାପାଳ କାର୍ଯ୍ୟାଳୟ କାନ୍ଥରେ ଜିଲାପାଳ ଚୋର ହେ, ଦୁର୍ନୀତିଖୋର ଅଫିସର, ଜିଲାପାଳ କିଲିଡ୍‌ ପିଏ ଆଦି ସମ୍ମାନହାନିସୂଚକ ମନ୍ତବ୍ୟ କାନ୍ଥରେ ଲେଖାଯାଇଛି। ପୂର୍ବରୁ ପୂର୍ବତନ ସାଂସଦ କଂଗ୍ରେସର ପ୍ରଦୀପ ମାଝୀ ପ୍ରେସ୍‌ମିଟ କରି ଜିଲାପାଳଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିଲେ। ଏହା ପରେ ଗତ ୨୮ ତାରିଖରେ ଜିଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବ ନାରାୟଣ ପଣ୍ଡାଙ୍କ ମୃତଦେହ ସତୀଗୁଡା ଡ୍ୟାମ୍‌ରୁ ମିଳିଥିଲା। ଏହାପରେ ଏଭଳି ଲେଖାକୁ ନେଇ ନାନା କଥା ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇସ୍‌ ମିଲ୍‌ କରୁଛି ପ୍ରଦୂଷଣ: ମିଲ୍‌ ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଛତୁ ଫୁଟିଲା ଭଳି ରାଇସ୍‌ ମିଲ୍‌ ଗଢ଼ି ଉଠୁଛି। କେତେକ ରାଇସ୍‌ ମିଲ୍‌ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ଗାଇଡଲାଇନ୍‌ ମାନୁ...

ମୁଖ୍ୟମନ୍ତ୍ରୀ ଦେଲେ ନିରଦେଶ: ଉପ୍‌କାର ପାଏଲେ ୪ ଅସାହା ଲୋକ୍‌

ଲାଠୋର, ୬ା୯ (ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲାପାଲକୁଁ ଟୁଇଟର ଜରିଆରେ ୪ ଝନ୍‌ ଅସାହା ଲୁକ୍‌କୁ ଯେତେ ଜଲଦି ହେବା ସାହାଯ୍‌ ଯୁଗେଇ...

୧ରୁ ଚାଲିଛି ଠିକାଦାର ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ: ବିଭିନ୍ନ ସ୍ଥାନରେ ଅଧାପନ୍ତରିଆ ହୋଇ ପଡ଼ିଛି କାର୍ଯ୍ୟ

ନୟାଗଡ଼ ଅଫିସ,୨୦।୧୧-ନୟାଗଡ଼ ସହରରେ ନିର୍ମାଣାଧୀନ ଅତ୍ୟାଧୁନିକ ବଲାଙ୍ଗୀ ପାର୍କର କାର୍ଯ୍ୟ ୧୮ ଦିନ ହେଲାଣି ବନ୍ଦ ରହିଛି। ସେହିଭଳି ନୂତନ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ମଧ୍ୟ ବନ୍ଦ...

ଏଣିକି ମ୍ୟାଲେରିଆ ପୂର୍ବାନୁମାନ କରିବ ପାଣିପାଗ ବିଭାଗ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ)- ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ...

ଯାଜପୁର ରୋଡ୍‌ ପୋଲିସର ଚଢ଼ାଉ: ୫ କିଗ୍ରା ଗଞ୍ଜେଇ ଜବତ, ୨ ଗିରଫ

ଯାଜପୁର ରୋଡ,୨୯।୭(ନି.ପ୍ର.): ଯାଜପୁର ରୋଡ ପୋଲିସ ସୋମବାର ସ୍ଥାନୀୟ ଗୋପବନ୍ଧୁ ଛକରେ ଥିବା ଏକ ପାନ ଦେକାନ ଉପରେ ଚଢ଼ାଉ କରି ୫ କିଗ୍ରା ଗଞ୍ଜେଇ...

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପ୍ରବେଶିକା ପରୀକ୍ଷା: ୧୯ରେ ପ୍ରଥମ ମେରିଟ ଲିଷ୍ଟ

କୋରାପୁଟ,୧୮।୧୦(ସ୍ବ.ପ୍ର.): ଓଡ଼ଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ଦେଶର ୧୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓ ୪ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ୟୁଜି ଓ ପିଜି ନାମ ଲେଖା ପାଇଁ...

ନୟାଗଡ଼ ମେଡ଼ିକାଲ ବୁଲିଲେ ୩ ପ୍ରମୁଖ ଅଧିକାରୀ

ନୟାଗଡ଼ ଅଫିସ,୧୨ା୧୦: ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଉଥିବା ନିଷ୍ପତ୍ତି ତୃଣମୂଳ ସ୍ତରରେ କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ ପାଇଁ ଶୁକ୍ରବାର ୩ ପ୍ରମୁଖ ଅଧିକାରୀ...

ସ୍ବଚ୍ଛତା କ୍ଷେତ୍ରରେ ବିଏମ୍‌ସିକୁ ପୁଣି ପ୍ରଶଂସା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସମଗ୍ର ଦେଶରେ ଭୁବନେଶ୍ବର ଏକ ଉଦାହରଣ ପାଲଟିଛି। ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଦ୍ବାରା ସହରରେ ନିୟମିତ ସଫେଇ ହେଉଥିବାବେଳେ ଏହା...

Advertisement
Archives

Model This Week