ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ଭାଜପା ଯୁବମୋର୍ଚ୍ଚା

କେନ୍ଦୁଝର,୨୦।୨(ସ୍ବ.ପ୍ର.): ବେରୋଜଗାରରେ ଓଡ଼ିଶା ୧ ନମ୍ବର ପ୍ରସଙ୍ଗକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଗତ ୨୦ବର୍ଷ ହେଲା ସରକାର ରାଜ୍ୟରେ ରୋଜଗାର ସୃଷ୍ଟି ସହ ନିଯୁକ୍ତି ଦେବାରେ ବିଫଳ ହୋଇଥିବା ଯୁବନେତାମାନେ କହିଥିଲେ। କେନ୍ଦୁଝର ଜିଲାରେ ଖଣି, ପାଣିକୁ କମ୍ପାନୀମାନେ ଲୁଟ୍‌ କରୁଥିଲେ ହେଁ ସ୍ଥାନୀୟ ଯୁବକମାନଙ୍କୁ ନିଯୁକ୍ତି ମିଳୁନାହିଁ। କେବଳ ଧୂଳିଧୂଆଁ ପ୍ରଦୂଷଣ ମିଳୁଛି । ଫଳରେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି। ଏସବୁ ସମସ୍ୟା ନେଇ ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଭାଜପା ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ହେମ ରଞ୍ଜନ ବାରିକ, ପ୍ରକାଶ ମଲ୍ଲିକ, ବ୍ରଜକିଶୋର ରାୟ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୃତ୍ତି ପରୀକ୍ଷା ପାଇଁ ୪ ଛାତ୍ର ମନୋନୀତ

ହାଟଡ଼ିହୀ,୮।୬(ଡି.ଏନ୍‌.ଏ.): ନରେନ୍ଦ୍ରନାଥ ଚାରିଟେବୁଲ ଟ୍ରଷ୍ଟ ଦ୍ୱାରା ପରିଚାଳିିତ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚଣ୍ଡିଆବିରଞ୍ଚିପୁରସ୍ଥିତ ସେଣ୍ଟ୍‌ ଜାଭିୟର୍ସ ହାଇସ୍କୁଲର ୪ ଜଣ ଛାତ୍ର ବୃତ୍ତି ପରୀକ୍ଷା...

ଚକ୍‌ଲେଟ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅପହରଣ

ରଣପୁର,୭ା୭(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଜଣେ ନାବାଳିକା(ବୟସ-୮)ଙ୍କୁ ଚକ୍‌ଲେଟ୍‌ ଦେବା ବାହାନାରେ ଡାକି ଦୁବୁର୍ତ୍ତମାନେ ଅପହରଣ କରି ନେଇଥିବା ପରିବାର ପକ୍ଷରୁ ଶନିବାର ରାତିରେ...

ହାଜତ ଭିତରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା

ଜୟପୁର,୩୦ା୮(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ହାଜତ ଭିତରେ ଜଣେ ଅଭିଯୁକ୍ତ ଶନିବାର ବିଳମ୍ବିତ ରାତିରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ନେଇ ପୋଲିସ ସୂଚନା...

ଘର ଉପରେ ପଡ଼ିଲା ବରଗଛ

ସମ୍ବଲପୁର,୨୩ା୮(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଗୋବିନ୍ଦତୋଳା ପୋଲିସ କଲୋନୀଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଜୋରରେ ବର୍ଷାପବନ ହେବାରୁ କଲୋନୀର ଆଭାଷ ଖାନଙ୍କ ଘର ଉପରେ...

ପ୍ରାର୍ଥୀଙ୍କ ଭରସା ଦଳୀୟ ଚିହ୍ନ

ଚଣ୍ଡିଖୋଲ,୧୪ା୨(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକର ୨୦ନଂ. ଜିଲା ପରିଷଦ ଜୋନଟି ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅନୁସୂଚିତ ଜାତି ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି।...

ପାରାଦୀପ ପୌରାଞ୍ଚଳ: ସ୍ଥଗିତ ରହିଲା ପକ୍କା ଘର ଯୋଗ୍ୟତା କାର୍ଡ ବଣ୍ଟନ

ପାରାଦୀପ, ୯।୩ (ସ୍ବ.ପ୍ର.): ରାଜ୍ୟ ସରକାର ସହରାଞ୍ଚଳରେ ଥିବା କଚ୍ଚା ଘର ବାସିନ୍ଦାଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ୨୦୧୭ରୁ ଭୂମିହୀନଙ୍କୁ ଯୋଗ୍ୟତା ପ୍ରମାଣପତ୍ର...

ଧୁଡୁକି ଦେଉଛି ପେଟକୁ ଦାନା

କାମାକ୍ଷାନଗର, ୧୬।୬(ଡି.ଏନ୍‌.ଏ.) – ଭଜନ ହେଉକି ଆଧୁନିକ ଗୀତ, ବେଶ୍‌ ମାନେ ତାଙ୍କ କଣ୍ଠକୁ। ଆଉ ସେଥିରେ ଯେବେ ମିଶିଯାଏ ଧୁଡୁକିର ମନଛୁଅଁା ରାଗ, ମତୁଆଲା...

ମହିଳାଙ୍କୁ ହତ୍ୟା ଘଟଣା :  ଅଭିଯୁକ୍ତ ଟୁନାଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୯ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ (ଏଡିଜେ) -୧ ଡ.ପ୍ରସନ୍ନ କୁମାର ପଣ୍ଡା ଜଣେ ମହିଳାଙ୍କୁ ବିୟର ବୋତଲରେ ଭୁସି ହତ୍ୟା କରାଯାଇଥିବା ମାମଲାର...

Advertisement
Archives

Model This Week